ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଚାଲିଥିବା ମହାଯଜ୍ଞର ଆଜି ହେଉଛି ପୂର୍ଣ୍ଣାହୂତି । ଆଜି ପୂର୍ଣ୍ଣାହୂତି କାର୍ଯ୍ୟକ୍ରମରେ ଯୋଗଦେଇ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।
ସକାଳ ୯ଟା ୪୫ରୁ ୧୦ଟା ମଧ୍ୟରେ ଶିଳା ବିଜେ, ୧୦ଟା ୧୫ରୁ ୧୦.୩୦ ମଧ୍ୟରେ ଶିଳା ସ୍ଥାପନ ଓ…