Latest Odisha News

BREAKING NEWS

ଓଡିଶାର ନଦୁରାମ ସୋରେନଙ୍କୁ ମିଳିଲା ମରଣୋତ୍ତର ବୀର ଚକ୍ର ସମ୍ମାନ

ଦିଲ୍ଲୀ : ଚୀନ୍ ସୈନଙ୍କ ସହିତ ସଂଘର୍ଷରେ ସହିଦ ହୋଇଥିବା ଓଡିଆ ପୁଅଙ୍କୁ ମରୋଣତ୍ତୋର ବୀର ଚକ୍ରରେ ସମ୍ମାନୀତ କରାଯାଇଛି । ମୟୂରଭଞ୍ଜର ନାଏବ ସୁବେଦାର ନଦୁରାମ ସୋରେନଙ୍କ ପତ୍ନୀ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ବୀର ଚକ୍ର ପୁରଷ୍କାର ଗ୍ରହଣ କରିଛନ୍ତି । ଗତବର୍ଷ ଗଲୱାନ ଚାଇନାରେ…

ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବାଲେଶ୍ୱର ଶାଖାର ପୂର୍ବତନ ରିଜିଓନାଲ ମ୍ୟାନେଜରଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ଜାରି । ରାଜ୍ୟ ପ୍ରଦୂଷଣ ଓ ନିୟନ୍ତ୍ରଣ ବୋର୍ଡର ବାଲେଶ୍ୱର ଶାଖାର ପୂର୍ବତନ ରିଜିଓନାଲ ମ୍ୟାନେଜର ନରୋତ୍ତମ ବେହେରାଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଶ୍ରୀ ବେହେରାଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁଁ…

ରାୟଗଡ଼ାରେ BSKY ସ୍ମାର୍ଟ ହେଲଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡ଼ ଯୋଜନାରେ ସାମିଲ ହେଲା ରାୟଗଡ଼ା ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ରାୟଗଡ଼ାର ୮ଲକ୍ଷ ୩୦ହଜାର ଲୋକ ପାଇବେ ସ୍ମାର୍ଟ କାର୍ଡ଼ର ସୁବିଧା । ଏହାସହ…

ଆସନ୍ତାକାଲି ପୁରୀ ଯିବେ ମୁଖ୍ୟମନ୍ତ୍ରୀ ; ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କରିବେ ଶିଳାନ୍ୟାସ

ପୁରୀ : ଆସନ୍ତାକାଲି ପୁରୀ ଯିବେ ମୁଖ୍ୟମନ୍ତ୍ରୀ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯୋଜନାର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାଲି ସକାଳ ୭ ଟାରୁ ୯ ଟା ମଧ୍ୟରେ ସୂର୍ଯ୍ୟପୂଜା,ଅଗ୍ନିପୂଜା ଓ ଯଜ୍ଞ ବିଧି ସମ୍ପନ୍ନ ହେବ। ସକାଳ ୯.୩୦ ରେ ପୁରୀ ରେ ପହଞ୍ଚିବେ…

ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ୪ଟି ବିଭାଗରେ ଆଉଟସୋର୍ସିଂରେ କାମ କରୁଥିବା ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବା ଲାଗି ରାଜ୍ୟ ସରକାରଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ଲୋକାଲ ଫଣ୍ଡ…

ବୁର୍ଲା ଭୀମସାରରେ ବୃଦ୍ଧି ପାଇଲା କରୋନା ସଂକ୍ରମଣ, ଅଫଲାଇନ୍ ପରୀକ୍ଷା ବାତିଲ୍

ସମ୍ବଲପୁର: ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ । ବୁର୍ଲା ଭୀମସାରରେ ପୁଣି ବୃଦ୍ଧି ପାଇଲା କରୋନା ସଂକ୍ରମଣ । ୨୨ଜଣ ଏମବିବିଏସ୍ ଛାତ୍ରୀ କୋଭିଡ଼୍ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଅନ୍ୟ ଛାତ୍ରଛାତ୍ରୀଙ୍କ କରୋନା ପରୀକ୍ଷା କରାଯାଇଥିଲା । ଆଜି ପୁଣି ୭ଜଣ କୋଭିଡ଼୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।…

[ଭିଡ଼ିଓ] ବିଧାନସଭାରେ ହୋହଲ୍ଲା ନିଷ୍ପତ୍ତି ଗଣତନ୍ତ୍ର ପ୍ରତି ବିପଦ: ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ

ଭୁବନେଶ୍ବର: ବିଧାନସଭାରେ ହୋହଲ୍ଲା ମନା ।  ପ୍ରଶ୍ନକାଳ ବା ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ  ହୋହଲ୍ଲା  କରିପାରିବେନି । ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସିମଲାରେ ଅନୁଷ୍ଠିତ ବିଭିନ୍ନ ରାଜ୍ୟମାନଙ୍କର ବାଚସ୍ପତିଙ୍କ ବୈଠକରେ ଏହି…

ଜୁନିଅର ପୁରୁଷ ହକି ବିଶ୍ୱକପ୍ ଲଢେଇ ପାଇଁ ୧୬ ଟିମ୍ ପ୍ରସ୍ତୁତ

ଭୁବନେଶ୍ୱର : ସଜେଇ ହେଲାଣି କଳିଙ୍ଗ ଷ୍ଟାଡିୟମ୍‌ । ପ୍ରଥମ ଥର ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ବିନା ଦର୍ଶକରେ ଏକ ବିଶ୍ୱସ୍ତରୀୟ ପ୍ରତିଯୋଗିତା ଆୟୋଜିତ ହେବାକୁ ଯାଉଛି । ଗୁରୁବାର ଠାରୁ ଆରମ୍ଭ ହେବ ଏଫ୍ଆଇଏଚ୍ ଜୁନିୟର ପୁରୁଷ ହକି ବିଶ୍ୱ କପ୍। କଳିଙ୍ଗ ଷ୍ଟାଡିୟମ୍‌ରେ ୧୬ ଟି ଦେଶର ପତାକା…

ସୁନ୍ଦରଗଡ଼ ସେଣ୍ଟ ମେରି ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ୫୩ଜଣ ଛାତ୍ରୀ କରୋନା ପଜିଟିଭ୍

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ୫୩ ଛାତ୍ରୀ କରୋନା ପଜିଟିଭ୍ । ସେଣ୍ଟ ମେରି ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ୫୩ ଜଣ ଛାତ୍ରୀ କରୋନା ପଜିଟିଭ୍ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ୭ଦିନ ପାଇଁ ସ୍କୁଲକୁ ବନ୍ଦ ରଖାଯାଇଛି । ସୂଚନା ଅନୁସାରେ, କିଛି ଦିନ ପୂର୍ବରୁ ସ୍କୁଲ ଖୋଲାଯାଇଥିଲା । ୩ଦିନ…

ପୁସ୍ତକ ପରିଚୟ : ଭଙ୍ଗାଘର

ଭଙ୍ଗାଘର କବି : ରବୀନ୍ଦ୍ର ଜେନା ସର୍ବୋଦୟ ସାହିତ୍ୟ ସଂସଦ, ପୁରୀ ପୃଷ୍ଠା : ୬୮ ମୂଲ୍ୟ : ୬୦ ଭଙ୍ଗାଘରର ଉଜୁଡ଼ା ସଂସାରୀ ' ରବି ଜେନା ' । ଏ ବିଚିତ୍ର ଦୁନିଆଁରେ ଯେଉଁଠି ପ୍ରତି ମୁହୂର୍ତ୍ତରେ ମିଳେଇଯାଏ ସମ୍ପର୍କ, ଧ୍ଵଂସ ପାଉଥାଏ କେଉଁଠି ନା କେଉଁଠି ଚେନାଏ ଉର୍ବର ଭୂଇଁ, ମରି…