ଓକାକ୍ ସିଇଓଙ୍କ ହ୍ୱାଟସଆପ୍ ହ୍ୟାକ୍ ମାମଲା, ମୁଖ୍ୟ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର: ଓକାକ୍ ସିଇଓ ମନୋଜ କୁମାର ପଟ୍ଟନାୟକଙ୍କ ହ୍ୱାଟସ ଆପ୍ ହ୍ୟାକ୍ କରି ଟଙ୍କା ଲୁଟିବା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ସାଇବର ଠକେଇର ମୁଖ୍ୟ ଅଭିଯୁକ୍ତକୁ ଦିଲ୍ଲୀ ପୋଲିସ ବେଙ୍ଗାଲୁରୁରୁ ଗିରଫ କରିଛି । ଅଭିଯୁକ୍ତର ନାମ ଅକ୍ୟୁଦୁରୀ ପାସ୍କେଲ । ସେ ଜଣେ ନାଇଜେରିଆନ୍ ।
ସୂଚନା…