Latest Odisha News

BREAKING NEWS

ଛୁଆଙ୍କୁ କରୋନା ବିପଦ; କ’ଣ ଏହି ସିଙ୍ଗାପୁର ଭାରିଆଣ୍ଟ, ପିଲାଙ୍କ ପ୍ରତି ହୋଇପାରେ କେତେ ଘାତକ ?

ନୂଆଦିଲ୍ଲୀ: ଦେଶରେ କରୋନର ଦ୍ୱିତୀୟ ଲହର ସମସ୍ତଙ୍କୁ ଡରାଇ ସାରିଥିବା ବେଳେ ତୃତୀୟ ଲହର ଛୁଆଙ୍କୁ ଅଧିକ ପ୍ରଭାବିତ କରିବ । ଏନେଇ ବିଶେଷଜ୍ଞ ପୂର୍ବାନୁମାନ କରୁଛନ୍ତି । ଏହାରି ଭିତରେ କରୋନାର ସିଙ୍ଗାପୁର ଷ୍ଟ୍ରେନ ଛୁଆଙ୍କ ଲାଗି ଘାତକ ବୋଲି କୁହାଯାଉଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ…

କରୋନା ଯୋଦ୍ଧାଙ୍କୁ ଅଣଦେଖା, ଦାବି ପୂରଣ ନ ହେଲେ ଆନ୍ଦୋଳନ !

ଭବାନୀପାଟଣା: କରୋନା ମହାମାରୀ ଭଳି ବିଶ୍ୱବିପତ୍ତିରେ ଓଡିଶାର ଆଶାକର୍ମୀଙ୍କ ଯୋଗଦାନ କିଛି କମ୍ ନାହିଁ । ଗତବର୍ଷ ଘରଘର ବୁଲି ସର୍ଭେ କରିବା ସହ ଲୋକଙ୍କୁ କରୋନାକୁ ନେଇ ସଚେତନ କରାଇବାରେ ଏମାନେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ତଥାପି ଏମାନଙ୍କ ଉପରେ ଆଜି ଯାଏଁ ସରକାରଙ୍କ କୃପାଦୃଷ୍ଟି…

ତାମିଲନାଡ଼ୁରେ ପ୍ରବାସୀ ଓଡ଼ିଆଙ୍କୁ ନିର୍ଯାତନାର ଭିଡିଓ ଭାଇରାଲ୍, ସହାୟତା କଲେ ସବ୍ୟସାଚୀ

ଭୁବନେଶ୍ୱର: ତାମିଲନାଡ଼ୁରେ ପ୍ରବାସୀ ଓଡ଼ିଆଙ୍କୁ ନିର୍ଯାତନା । ଜଣେ ବ୍ୟକ୍ତି ୪ରୁ ୫ ଜଣ ଯୁବକଙ୍କୁ ଏକ କୋଠରୀରେ ରଖି ଏକ ମୋଟା କାଠରେ ପିଟୁଛନ୍ତି । ଯେତେ କାକୁତି ମିନତି ହେଲେ ବି ଶୁଣୁନାହାଁନ୍ତି ନିର୍ଦ୍ଦୟ ବ୍ୟକ୍ତ ଜଣଙ୍କ । ଏମିତି ଏକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିଲା । ଆଉ…

କୋଭିସିଲ୍ଡ ଟିକାର ଦ୍ବିତୀୟ ଡୋଜ ଅବଧି ବୃଦ୍ଧି କରିବାକୁ ଚିଠି

ଭୁବନେଶ୍ବର : କୋଭିସିଲ୍ଡ ଟିକାର ଦ୍ବିତୀୟ ଡୋଜ ଅବଧି ବୃଦ୍ଧି କରିବାକୁ ଚିଠି । ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ ଏନେଇ ଚିଠି ଲେଖିଛନ୍ତି । ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ମହାନଗର ନିଗମ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ଏସିଏସ ପ୍ରଦୀପ୍ତ ମହାପାତ୍ର । କୋଭିସିଲ୍ଡର ପ୍ରଥମ ଡୋଜ…

ଦୈନିକ ହେବ ୭୦ ହଜାର ଟେଷ୍ଟ

ଭୁବନେଶ୍ବର : ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ । ପଜିଟିଭ୍ ହାର ତୁଳନାରେ ସୁସ୍ଥ ସଂଖ୍ୟା ବଢ଼ିବାରେ ଲାଗିଛି । ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ପରେ ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ । ଦେଶରେ ମେ ୮ ତାରିଖରେ ସଂକ୍ରମଣ ପିକରେ ଥିଲା ।…

ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା, ରାଜ୍ୟରେ ନିୟନ୍ତ୍ରଣରେ ଅଛି ସ୍ଥିତି

ଭୁବନେଶ୍ବର : କରୋନା ମହାମାରୀକୁ ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ସ୍ଥିତି ନିୟନ୍ତ୍ରଣାଧୀନ ଅଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ନୂଆ ଚିହ୍ନଟ ହେଉଥିବା ରୋଗୀଙ୍କ ଠାରୁ ଅଧିକ ରହୁଛି । ଗତ ସପ୍ତାହରୁ…

ମହିଳା କ୍ରିକେଟର କହିଲେ ଥ୍ୟାଙ୍କ ୟୁ ବିସିସିଆଇ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ମହିଳା ଖେଳାଳିଙ୍କ ତୁଳନାରେ ପୁରୁଷ ଖେଳାଳିଙ୍କୁ ପ୍ରାଧାନ୍ୟ ଦେଉଥିବା ଖବର ପ୍ରକାଶ ପାଇବା ପରେ ଏବେ ସ୍ଥିତି ବଦଳିଛି । ବିସିସିଆଇ ନିଜ ଭୂଲ ବୁଝିବା ସହ ମହିଳା କ୍ରିକେଟରଙ୍କୁ ଆବଶ୍ୟକ ସୁବିଧା ସୁଯୋଗ ଦେବା ପାଇଁ ପ୍ରତିଶ୍ରୁତି ଦେଇଛି । ଏହା…

ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ସିଏମସିର ଅଭିଯାନ, କାଲିଠୁ ଦୁଆର ମୁହଁରେ ଟେଷ୍ଟିଂ ସହ ଟିକାକରଣ

କଟକ: ଆପଣଙ୍କ ବୟସ ୭୦ରୁ ଅଧିକ କି ? ଆପଣ ଜଣେ ଦିବ୍ୟାଙ୍ଗ । ଯଦି ହଁ ବ୍ୟସ୍ତ ହୁଅନ୍ତୁ ନାହିଁ । କଟକ ମହାନଗର ନିଗମ ପକ୍ଷରୁ ଆରମ୍ଭ ହେଉଛି ଦୁଆର ମୁହଁରେ କୋଭିଡ୍ ଟିକାକରଣ ଓ ଟେଷ୍ଟିଂ ସେବା । ଏନେଇ ସିଏମସି ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତାକାଲି ଠାରୁ ସହରରେ ଦୁଆର ମୁହଁରେ କୋଭିଡ୍…

ରାଜ୍ୟର ସମସ୍ତ ଜେଲରେ କଏଦୀଙ୍କୁ ଆରମ୍ଭ ହେଲା ଟିକାକରଣ

ଭୁବନେଶ୍ବର : ରାଜ୍ୟର ସମସ୍ତ ଜେଲରେ ଆରମ୍ଭ ହେଲା ଟିକାକରଣ । ଜେଲରେ ଥିବା କଏଦୀଙ୍କୁ ଦିଆଯାଇଛି ଟିକା । ଜେଲରେ ଥିବା ୧୧ ଶହ ଅନ୍ତେବାସୀଙ୍କୁ ଦ୍ବିତୀୟ ଡୋଜ ଓ ୭୨୮ ଜଣଙ୍କୁ ପ୍ରଥମ ଡୋଜ ଦିଆଯାଇଛି । ସେହିପରି ସମସ୍ତ ଜେଲ କର୍ମଚାରୀଙ୍କୁ କୋଭିଡ ଯୋଦ୍ଧା ଭାବେ ଟିକା ଦିଆଯାଇଛି । ଏନେଇ ସୂଚନା…

ଲଣ୍ଡନ ଯିବା ପରେ ଆସିଲା ପୁନାୱାଲାଙ୍କ ଆଉ ଏକ ବୟାନ, ‘୩ ମାସରେ ସମସ୍ତଙ୍କୁ ଟିକାକରଣ ଅସମ୍ଭବ’

ନୂଆଦିଲ୍ଲୀ: ଦେଶ କରୋନାର ଦ୍ୱିତୀୟ ପ୍ରବାହ ସହ ଲଢ଼ୁଛି । ଦୈନିକ ୪ ହଜାରରୁ ଅଧିକ ସଂକ୍ରମିତ କରୋନାରେ ପ୍ରାଣ ହରାଉଛନ୍ତି । ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ସହ ମୃତ୍ୟୁହାରକୁ ଦେଖି ଭ୍ୟାକ୍ସିନର ଚାହିଦା ବଢ଼ିଛି । କେତେକ ରାଜ୍ୟ ଭ୍ୟାକ୍ସିନ୍ ଅଭାବକୁ ନେଇ ପ୍ରଶ୍ନ ଉଠାଇଛନ୍ତି ।…