Latest Odisha News

ଭାଙ୍ଗୁଛି ମାଓଗଡ଼: ପୁଣି ଆତ୍ମସମର୍ପଣ କଲେ ୬୬ ନକ୍ସଲ

ରାୟପୁର: ଛତିଶଗଡ଼ ପୋଲିସକୁ ପୁଣି ମିଳିଛି ବଡ଼ ସଫଳତା। ଗୋଟିଏ ଦିନରେ ଛତିଶଗଡ଼ର ୫ଟି ଜିଲ୍ଲା ପୋଲିସ ନିକଟରେ ୬୬ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ନକ୍ସଲଙ୍କ ମଧ୍ୟରେ ରହିଛନ୍ତି କେକେବିଏନ୍‌ (କନ୍ଧମାଳ-କଳାହାଣ୍ଡି-ବୌଦ୍ଧ-ନୟାଗଡ଼) ଏରିଆ ମୁଖ୍ୟ ରାମନ୍ନା ଇରପା…

ଆଉଟସୋର୍ସିଂ ନିଯୁକ୍ତି ନେଇ ସରକାର ଜାରି କଲେ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର: ଆଉଟସୋର୍ସିଂ ନିଯୁକ୍ତି ନେଇ ଓଡ଼ିଶା ସରକାର ସମସ୍ତ ବିଭାଗକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଆଉଟସୋର୍ସିଂ ଭିତ୍ତିରେ କର୍ମଚାରୀ ନିଯୁକ୍ତି ପାଇଁ ଅର୍ଥ ବିଭାଗର ପୂର୍ବ ଅନୁମୋଦନ ବାଧ୍ୟତାମୂଳକ। ଏପରି କରି ରାଜ୍ୟ ସରକାର ଠିକା ବା କଣ୍ଟ୍ରାକ୍ଟଚୁଆଲ ନିଯୁକ୍ତି ରୋକିବା ଏବଂ ଆର୍ଥିକ…

ନୟାଗଡ଼ ଦଶପଲ୍ଲାରେ ବସ୍ ଓଲଟି ୧୭ ଯାତ୍ରୀ ଆହତ, ୪ ଜଣଙ୍କ ଅବସ୍ଥା ଗୁରୁତର

 ଦଶପଲ୍ଲା: ନୟାଗଡ଼ ଜିଲ୍ଲାର ଦଶପଲ୍ଲା ନିକଟ ସରିଗଣ୍ଡା ଛକରେ ଏକ ଯାତ୍ରୀବାହୀ ବସ୍ ଓଲଟିପଡ଼ିବାରୁ ୧୭ ଜଣ ଆହତ ହୋଇଛନ୍ତି, ଯେଉଁଥିରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ବସଟି ବଲାଙ୍ଗୀର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି ଯେ ମୋଡ଼ ନେବା…

ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍‌; ସ୍ଥିତି ଦେଖି ଅଧିକ ଗେଟ୍‌ ଖୋଲାଯିବ

ସମ୍ବଲପୁର:ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ଲଗାଣ ବର୍ଷା । ଫଳରେ ହୀରାକୁଦ ଜଳଭଣ୍ଡାର ଜଳସ୍ତର ବଢୁଛି । ଫଳରେ ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଶୁକ୍ରବାର ସକାଳେ ଖୋଲାଯାଇଛି । ବର୍ତ୍ତମାନ ମୋଟ ୧୨ଟି ସ୍ଲୁଇସ୍‌ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି ।…

ତିବତ ଉପରେ କାହିଁକି ଉଡ଼େ ନାହିଁ ଫ୍ଲାଇଟ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ: ତିବତ ଏକ ଛୋଟ ଦେଶ ହୋଇଥିଲେ ମଧ୍ୟ ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଦେଖିବା ଲାଗି ଅତ୍ୟନ୍ତ ମନୋରମ। ଏହି କାରଣରୁ ପ୍ରତିବର୍ଷ ବହୁ ପର୍ଯ୍ୟଟକ ଏହାର ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ତିବତ ଆସନ୍ତି। କିନ୍ତୁ ତିବତ ସହ ଜଡ଼ିତ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ହେଉଛି ଯେ କୌଣସି ବିମାନ ତିବତ…

ଶିଶୁ ସୁରକ୍ଷା ଉପରେ ସରକାରଙ୍କ ଜୋର, ରେଳ ଷ୍ଚେସନ ଏବଂ ବସ ଷ୍ଟାଣ୍ଡରେ ପ୍ରତିଷ୍ଠା ହେବ ଶିଶୁ ସହାୟତା କେନ୍ଦ୍ର

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଶିଶୁ ସୁରକ୍ଷା ସମୀକ୍ଷା ବୈଠକରେ ରେଳ ଷ୍ଟେସନ ଓ ବସ୍ ଷ୍ଟାଣ୍ଡରେ ଶିଶୁ ସହାୟତା କେନ୍ଦ୍ର ସ୍ଥାପନ ନିଷ୍ପତ୍ତି ନିଆଯାଇଛି। ବୈଠକରେ କେନ୍ଦ୍ର ସରକାରଙ୍କ ‘ମିଶନ୍ ବାତ୍ସଲ୍ୟ’ ଯୋଜନାର…

ସାଇ ଇଣ୍ଟରନ୍ୟାସନାଲ ସ୍କୁଲରେ ୨ ଦିନିଆ ଆଲୋଚନାଚକ୍ର ଆରମ୍ଭ

ଭୁବନେଶ୍ୱର : ରାଜଧାନୀରେ ଥିବା ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ପରିସରରେ ୨ ଦିନିଆ ସାଇ ମଡେଲ ୟୁନାଇଟେଡ ନେସନ ଆରମ୍ଭ ହୋଇଛି । ଏଥିରେ ୨୩ଟି ଦେଶର ଛାତ୍ରଛାତ୍ରୀମାନେ ଭାଗ ନେଇଛନ୍ତି । ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଯୋଗଦେଇ ଉତ୍ସବକୁ…