Latest Odisha News

BREAKING NEWS

[ଭିଡିଓ] ଭାଙ୍ଗିଲା ପ୍ରଭୁ କୃଷ୍ଣଙ୍କ ମୂର୍ତ୍ତି, ସଜାଡିବାକୁ ଡାକ୍ତରଖାନା ପହଂଚିଲେ ପୂଜକ

ଭୁବନେଶ୍ୱର: ପୁରାଣ ଓ ଶାସ୍ତ୍ର ଅନୁଯାୟୀ ଦିଅଁଙ୍କୁ ବି ଜ୍ୱର ହୋଇଥାଏ । ଏଥିପାଇଁ ରହିଛି ନାନା ନୀତି ନିୟମ । ତେବେ କୌଣସି ଦେବାଦେବୀ ଆହତ କାରଣରୁ ଡାକ୍ତରଖାନା ଯିବା ବୋଧ ହୁଏ ଆପଣ କେବେ ଦେଖିନଥିବେ କିମ୍ବା ଶୁଣିନଥିବେ । ହେଲେ ଓଡିଶାଠୁ ଦୂରରେ ଥିବା ଉତ୍ତରପ୍ରଦେଶରେ ଏପରି ଏକ ଘଟଣା…

ଭାରତୀୟ ନୌସେନାରେ ସାମିଲ ହେଲା ଆଇଏନ୍‌ଏସ୍‌ ବିଶାଖାପାଟନମ୍

ବିଶାଖାପାଟଣା : ଭାରତୀୟ ନୌସେନାରେ ସାମିଲ ହେଲା ଆଇଏନ୍‌ଏସ୍‌ ବିଶାଖାପାଟନମ୍ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏହାକୁ ଦେଶବାସୀଙ୍କୁ ସମର୍ପିତ କରିଛନ୍ତି । ମୁମ୍ବାଇସ୍ଥିତ ନୌସେନା ଡକ୍ୟାର୍ଡରେ ଆଇଏନ୍‌ଏସ୍‌ ସାମିଲ କରାଯିବ । ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନୌସେନା ମୁଖ୍ୟ…

ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବିରେ ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ବିଜେପି କର୍ମୀଙ୍କ ବିରୋଧ

ଭୁୁବନେଶ୍ୱର : ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ବିରୋଧ । ମମିତା ମେହେର ହତ୍ୟା କାଣ୍ଡକୁ ନେଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଏକାମ୍ର ମହାବିଦ୍ୟାଳୟ ସାମ୍ନାରେ ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିଜେପି କର୍ମୀମାନେ ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ କଳା ପତାକା…

ଜଙ୍ଗଲରୁ ମିଳିଲା ଚୋରି ନବଜାତ ଶିଶୁ କନ୍ୟା

ସୋନପୁର: ଅର୍ଜୁନପୁର ଜଙ୍ଗଲରୁ ମିଳିଲା ଶିଶୁକନ୍ୟା । ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଚୋରି ହୋଇଥିବା ପରିବାର ଲୋକ କରିଥିଲେ ଅଭିଯୋଗ । ନବଜାତ ଶିଶୁକନ୍ୟାକୁ ପୋଲିସ ଆଜି ଜଙ୍ଗଲରୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି । ଭୟରେ ଶିଶୁ ଟିକୁ ଜଙ୍ଗଲରେ ଫିଙ୍ଗି…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନସ୍ଥ ହିତାଧିକାରୀ ମାନଙ୍କୁ ଆହୁରୀ ୮ ମାସ ପାଇଁ ମାଗଣାରେ ଚାଉଳ ଯୋଗାଇ ଦେବାକୁ ଅନୁରୋଧ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ…

ଦୁଇ ଭଉଣୀଙ୍କ ସଲିଳ ସମାଧି

ବାରିମୂଳ: କେନ୍ଦ୍ରାପଡା ସଦରଥାନା ଜଅଁରା ବାରିମୂଳ ଗାଁରେ ଅଘଟଣ । ପାଣିରେ ବୁଡ଼ି ଦୁଇ ଭଉଣୀଙ୍କର ମୃତ୍ୟୁ ହୋଇଯାଇଛି । ମୃତକ ମଧ୍ୟରୁ ଜଣେ ୩ବର୍ଷର ଓ ଅନ୍ୟ ଜଣେ ୨ ବର୍ଷର ଝିଅ । ଯୋର ଭିତରୁ ଡଙ୍ଗା ଗୋଟାଉଥିବା ବେଳେ ଏହି ଅଘଟଣ ଘଟିଛି । ଯୋର ଭିତରୁ ଦୁଇ ଭଉଣୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି…

ରନ୍ଧନ ଗ୍ୟାସ ଦରବୃଦ୍ଧିକୁ ନେଇ ଆସନ୍ତାକାଲିଠୁ ବିଜେଡିର ଆନ୍ଦୋଳନ

ଭୁବନେଶ୍ୱର : ରନ୍ଧନ ଗ୍ୟାସ ଅହେତୁକ ଦରବୃଦ୍ଧିକୁ ନେଇ ପୁଣି ଆନ୍ଦୋଳନକୁ ଓହ୍ଲାଇବ ବିଜେଡି । ବିଜୁ ଜନତା ଦଳ ବିଜୁ ଛାତ୍ର ଜନତା ଏବଂ ବିଜୁ ମହିଳା ଜନତା ଦଳ ତରଫରୁ ଆସନ୍ତା କାଲିଠାରୁ ୩ ଦିନ ଧରି ଓଡିଶାର ବିଭିନ୍ନ ସ୍ଥାନରେ ଆନ୍ଦୋଳନ କରିବ ବିଜେଡି । କଟକ ,ସମ୍ବଲପୁର ,ବ୍ରହ୍ମପୁର ଆରଡିସି…

ଅଚାନକ ରାସ୍ତାରେ ହେଲା ଟଙ୍କା ବର୍ଷା; ବୋହିନେଲେ ଲୋକେ

ନୂଆଦିଲ୍ଲୀ: ନିକଟରେ ଏକ ଭିଡିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ  ଦେଖିବାକୁ ମିଳିଛି ଯେ ପୁଳା ପୁଳା ନୋଟ୍ ବିଡା ରାସ୍ତାରେ ପଡିଛି ଏବଂ ଲୋକେ ଟଙ୍କା ବୋହି ନେୁଛନ୍ତି। ରାସ୍ତାରେ ଥିବା ଲୋକମାନେ ଏହାକୁ ଅତି ଆନନ୍ଦରେ ସେମାନଙ୍କୁ ଉଠାଇନେଉଥିବାର ଦେଖିବାକୁ ମିଳିଛି।…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୂଜାର୍ଚ୍ଚନା ଆରମ୍ଭ ,୨୪ରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆସନ୍ତା ୨୪ ତାରିଖର ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ । ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ ଭିତ୍ତି ପ୍ରସ୍ତର ସ୍ଥାପନା ପୂର୍ବରୁ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି । ଏନେଇ ଯଜ୍ଞ ମଣ୍ଡପ ନିର୍ମାଣ କାମ ଶେଷ ପର୍ଯ୍ୟାୟରେ ପହଁଞ୍ଚିଥିବା ବେଳେ ଆସନ୍ତା କାଲି…

ଆବଶ୍ୟକ ପଡ଼ିଲେ ପୁଣି ଫେରିବ କୃଷି ଆଇନ!

ଲକ୍ଷ୍ନ‌ୌ: ମୋଦୀଙ୍କ ୩ଟି କୃଷି ଆଇନ ପ୍ରତ୍ୟାହାର ନିଷ୍ପତ୍ତି ପରେ ଏହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ରା ରବିବାର ଦିନ ତିନୋଟି ବିବାଦୀୟ କୃଷି ଆଇନକୁ ରଦ୍ଦ କରାଯାଇଥିବାରୁ ଦୁଃଖ ପ୍ରକାଶ କରିଛନ୍ତି ଏବଂ ପରେ ଦରକାର ପଡ଼ିଲେ ଏହି ଆଇନ ପୁଣି ଫେରିପାରେ…