ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିିନିକିଆ ପୂର୍ବରୁ ରିଷଭ ପନ୍ତ ଆଘାତପ୍ରାପ୍ତ
ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚ ପୂର୍ବରୁ ଭାରତର ଷ୍ଟାର ୱିକେଟକିପର ରିଷଭ ପନ୍ତ ଆଘାତପ୍ରାପ୍ତ ହୋଇଛନ୍ତି । ନ୍ୟୁଜିଲାଣ୍ଡ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଜାନୁୟାରୀ ୧୧ରୁ ଆରମ୍ଭ ହେବ । ନେଟ୍ସରେ ପନ୍ତ ଅଭ୍ୟାସ କରୁଥିବା ବେଳେ ତାଙ୍କ ଛାତି…