Latest Odisha News

BREAKING NEWS

ଟୁଇନ ସିଟିରେ ଲଞ୍ଚ ହେଲା ଇ-ପରମିଶନ ଆପ୍ଲିକେସନ

ଭୁବନେଶ୍ବର : କରୋନା ସଂକ୍ରମଣକୁ ବ୍ରେକ୍ ଦେବା ପାଇଁ ରାଜ୍ୟରେ ଜାରି ରହିଛି ଲକଡାଉନ । କିନ୍ତୁ ଏହି ସମୟରେ କିଛି ଲୋକ ଲକଡାଉନ ନିୟମର ଉଲ୍ଲଂଘନ କରୁଛନ୍ତି । ଏଭଳିସ୍ଥିତିରେ ଟୁଇନ୍ ସିଟି ପାଇଁ ଇ-ପରମିଶନ ବ୍ୟବସ୍ଥା କରଛି କମିଶନରେଟ୍ ପୋଲିସ । ଇ-ପରମିଶନ ପାଇଁ ଇ-ଆପ୍ଲିକେସନ ଆରମ୍ଭ…

ରାଜଧାନୀରେ ବଢିଲା ଡ୍ରାଇଭ୍‌ ଇନ୍‌ ଟିକାକରଣର ଅବଧି

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି) ଶନିବାର ଦିନ ୪୫ ବର୍ଷରୁ ଅଧିକ ବୟସ୍କଙ୍କ ଦ୍ୱିତୀୟ ଡୋଜ ଡ୍ରାଇଭ-ଇନ୍‌ ଟିକାକରଣର ତାରିଖକୁ ମେ ୨୨ ପର୍ଯ୍ୟନ୍ତ ବୃଦ୍ଧି କରିଛି। ବିଏମସି ଟୁଇଟ୍ ଅନୁଯାୟୀ, ଭୁବନେଶ୍ୱରର ସରକାରୀ କିମ୍ବା ବେସରକାରୀ ସୁବିଧାରେ ୪୫ ବର୍ଷରୁ ଅଧିକ…

ବରିଷ୍ଠ ନାଗରିକଙ୍କ ପାଇଁ ବିଏମସିର ପଦକ୍ଷେପ; ୧୯୨୯କୁ କଲ୍ କରି ଘରେ କରିପାରିବେ କରୋନା ଟେଷ୍ଟିଂ

ଭୁବନେଶ୍ୱର: ଭୁବନେଶ୍ୱର: ରାଜଧାନୀରେ କରୋନା ସଂକ୍ରମଣ ସ୍ଥିତି ନେଇ ବିଏମସିର ନୂତନ କମିଶନର ସଞ୍ଜୟ ସିଂ ପ୍ରେସମିଟରେ ସୂଚନା ଦେଇଛନ୍ତି । ଲକଡାଉନ୍ ଓ ସଟଡାଉନ୍ ମାନି ଚଳିବା । କରୋନାର କୌଣସି ଲକ୍ଷଣ ଦେଖାଗଲେ ଏଡ଼ାଇ ଯାଆନ୍ତୁ ନାହିଁ । ବିଏମସିର ୧୯୨୯ କଲ୍ ସେଣ୍ଟର କାର୍ଯ୍ୟକ୍ଷମ ରହିଛି ।…

ବ୍ରହ୍ମପୁରରେ ଘରେଘରେ ବୁଲି କୋଭିଡ୍ ଭାକ୍ସନ୍ ଦେବ ପୌରପାଳିକା

ବ୍ରହ୍ମପୁର: ବଡ ଘୋଷଣା । ସୋମବାରଠୁ ଘରଘର ବୁଲି କୋଭିଡ୍ ଭାକ୍ସନ୍ ଦେବ ବ୍ରହ୍ମପୁର ପୌରପାଳିକା । ତେବେ ଏହି ସେବା କେବଳ ବରିଷ୍ଠ ନାଗରିକଙ୍କ ପାଇଁ ଉଦ୍ଧିଷ୍ଟ । ଏଥିପାଇଁ ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ ହୋଇଥିବା ସୂଚନା ରହିଛି । Vaccination at doorstep. BeMC will start…

ପଶ୍ଚିମ ଓଡ଼ିଶାରେ ଖସୁଛି ସଂକ୍ରମଣ, ଗ୍ଲୋବାଲ୍ ଟେଣ୍ଡର ଜରିଆରେ ୩ କୋଟି ୮୦ ଲକ୍ଷ ଟିକା କିଣିବେ ସରକାର

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରେସମିଟରେ ସୂଚନା ଦେଇଛନ୍ତି । ରାଜ୍ୟରେ ସଂକ୍ରମଣ ହାର୍ କମାଇବା ପାଇଁ ପଦକ୍ଷେପ ନିଆଯାଉଛି । ଟିକା ପାଇଁ ସରକାର ଗ୍ଲୋବାଲ୍ ଇ-ଟେଣ୍ଡର ଆହ୍ୱାନ କରିଛନ୍ତି । ୩ କୋଟି ୮୦ ଲକ୍ଷ ଟିକା କିଣିବା ପାଇଁ…

ଗୋଟିଏ ଗାଁର ୧୪୧ ବାସିନ୍ଦାଙ୍କ ମଧ୍ୟରୁ ୫୧ କରୋନା ପଜିଟିଭ

ଉତ୍ତରାଖଣ୍ଡ: ସୂଚନାଯୋଗ୍ୟ ଶନିବାର ଉତ୍ତରାଖଣ୍ଡର ପଉରୀ ଜିଲ୍ଲାର ଏକ ଗ୍ରାମରେ ରହୁଥିବା ୧୪୧ ଜଣ ବାସିନ୍ଦାଙ୍କ ମଧ୍ୟରୁ ୫୧ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ଗାଁକୁ ଏକ କଣ୍ଟେଣ୍ଟମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି ଏବଂ ଗ୍ରାମବାସୀଙ୍କୁ ପୃଥକ୍‌ ଭାବେ ରଖାଯାଇଛି। ପଉରୀର ଏକେଶ୍ୱର…

ଷ୍ଟେରଏଡର ଅପବ୍ୟବହାର ମ୍ୟୁକରମାଇକୋସିସ୍ ସଂକ୍ରମଣର କାରଣ: ଡକ୍ଟର ଗୁଲେରିଆ

ନୂଆଦିଲ୍ଲୀ: କୋଭିଡର ଦ୍ୱିତୀୟ ପ୍ରବାହରେ ସଂକ୍ରମଣ ବଢ଼ିଛି । ଏହି ସମୟରେ ଫଙ୍ଗାଲ୍ ଓ ବ୍ୟାକ୍ଚେରିଆଲ୍ ସଂକ୍ରମଣ ଯୋଗୁଁ ଅଧିକ ମୃତ୍ୟୁ ହେଉଛି ବୋଲି କହିଛନ୍ତି ଏମ୍ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆ କହିଛନ୍ତି । ମହାମାରୀ କରୋନା ସମୟରେ ଆତଙ୍କ ସୃଷ୍ଟି କରିଥିବା ମ୍ୟୁକରମାଇକୋସିସ୍ ଭୂତାଣୁ…

ବିଦ୍ୟୁତ ସମସ୍ୟାକୁ ବିରୋଧ

କଳାହାଣ୍ଡି:ବିଦ୍ୟୁତ ଯୋଗାଇ ଦେବା ପାଇଁ ଦାବି । ସାମାନ୍ୟ ଝଡ ପବନ ହେଲେ ବିଦ୍ୟୁତ ସେବା ବିଛିନ୍ନ ହେଇ ଯାଉଛି । ଏନେଇ ଲୋକଙ୍କ ମନରେ ଅସନ୍ତୋଷ ଦେଖିବାକୁ ମିଳିଛି । ଜୟପାଟଣା ବ୍ଲକ ପାଇଁ ବିଦ୍ୟୁତ କାଟ ଯେମିତି ନିତି ଦିନିଆ ଘଟଣାରେ ପରିଣତ ହୋଇଥିବା ଅଭିଯୋଗ ହୋଇଛି। କିଛି ଦିନ ହେଲା…

ଟ୍ୱିନ୍ ସିଟିରେ କୋଭିଡ୍ ICU ବେଡ୍ ଯାଞ୍ଚ ପାଇଁ ୪ଟି ସ୍ୱତନ୍ତ୍ର ଟିମ୍ ଗଠନ

ଭୁବନେଶ୍ୱର: ଗୁରୁତର ନାହାଁନ୍ତି ତଥାପି ଘରୋଇ ହସ୍ପିଟାଲରେ କୋଭିଡ୍ ଆଇସିୟୁ ମାଡ଼ି ବସୁଛନ୍ତି । କଟକ-ଭୁବନେଶ୍ୱର ଟ୍ୱିନ୍ ସିଟିରେ ଏମିତି ଅଭିଯୋଗ ଆସିବା ପରେ ସରକାର ସ୍ୱତନ୍ତ୍ର ଟିମ୍ ଗଠନ କରିଛନ୍ତି । ଘରୋଇ ହସ୍ପିଟାଲରେ କୋଭିଡ୍ ଆଇସିୟୁ ବେଡ୍ ସ୍ଥିତି ଅନୁଧ୍ୟାନ ପାଇଁ ୪ଟି ସ୍ୱତନ୍ତ୍ର…

ବାତ୍ୟା ତାଉ’ତେ; ମୁମ୍ବାଇର ବାନ୍ଦ୍ରା-ୱର୍ଲି ସି ଲିଙ୍କ୍‌ ମେ ୧୬ ଯାଏ ବନ୍ଦ

ମୁମ୍ବାଇ: ସୂଚନା ଅନୁଯାୟୀ ମୁମ୍ବାଇରେ ବାତ୍ୟା ତାଉ'ତେ ପ୍ରଭାବର ଆଶଙ୍କା ନେଇ ବିଏମସି କରୋନା ଟିକାକରଣ ଅଭିଯାନକୁ ସ୍ଥଗିତ ରଖିଛି। ମେ ୧୫ ଏବଂ ୧୬ ରେ ସରକାରୀ ଟିକାକରଣ କେନ୍ଦ୍ର ବନ୍ଦ ରହିବ। “୨ରୁ୩ ଟି ବେସରକାରୀ କେନ୍ଦ୍ର ସେମାନଙ୍କ ଟିକାକରଣ ଜାରି ରଖିଛନ୍ତି କିନ୍ତୁ ଆଜି ଏବଂ…