Latest Odisha News

BREAKING NEWS

ଆସନ୍ତାକାଲି ଚନ୍ଦନ ଯାତ୍ରା, ପ୍ରଶାସନ ପକ୍ଷରୁ ଜାରି ହେଲା କଟକଣା

ପୁରୀ: ଆସନ୍ତାକାଲି ଚନ୍ଦନଯାତ୍ରା । ନରେନ୍ଦ୍ର ପୁଷ୍କରଣୀରେ ଚାପ ଖେଳିବେ ମହାପ୍ରଭୁ । କରୋନାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଚନ୍ଦନଯାତ୍ରା ବେଳେ ନରେନ୍ଦ୍ର ପୁଷ୍କରିଣୀ ଓ ଶ୍ରୀମନ୍ଦିର ପ୍ରଶାସନ ସମ୍ମୁଖରେ ୧୪୪ ଧାରା ଲାଗୁ କରାଯିବ । ସେହିପରି ୬ଟି ଏନଫୋର୍ସମେଣ୍ଟ ସ୍କ୍ବାଡ୍ ରହିବ ।…

କୋଭିଡ୍ କଟକଣାରେ ପାଳନ ହେଲା ପବିତ୍ର ଇଦ ପର୍ବ

କେନ୍ଦ୍ରାପଡା: କରୋନା ମହାମାରୀର ଦ୍ୱିତୀୟ ଲହରରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଦତ୍ତ କୋଭିଡ୍ କଟକଣାକୁ ସମ୍ମାନ ଜଣାଇଛନ୍ତି କେନ୍ଦ୍ରାପଡାର ଇସଲାମ ଧର୍ମୀ । କୋଭିଡ୍ କଟକଣା ଅନୁଯାୟୀ କେନ୍ଦ୍ରାପଡା ସହରରେ ପବିତ୍ର ଇଦ ପର୍ବ ପାଳନ କରିଛନ୍ତି ମୁସଲିମ୍ ସମ୍ପ୍ରଦାୟ । ଗୋଟିଏ ମାସ…

ଏଥର ରଜକୁ “କହିବିନି ତୋତେ ଆଇ ଲଭ ୟୁ”

ଭୁବନେଶ୍ୱର: କରୋନା ମହାମାରୀରେ ବି ଲୋକଙ୍କ ମନରୁ ଦୁଃଖ ଅବସାଦକୁ ଦୂର କରିବାକୁ ଚେଷ୍ଟା କରୁଛି ଓଲିଉଡ । ରିଲିଜ୍ ଅପେକ୍ଷାରେ ରହିଛି ଭିନ୍ନ ଏକ ପ୍ରେମ କାହାଣୀ ଉପରେ ଆଧାରିତ ଫିଲ୍ମ “କହିବିନି ତୋତେ ଆଇ ଲଭ ୟୁ” । ଲକଡାଉନ୍ ପାଇଁ ଫିଲ୍ମଟି ଅଟକି ରହିଥିବାବେଳେ ରଜ ଅବସରରେ ରିଲିଜ୍ ହେବାର…

ଘେରିଲେ ପଂଚାୟତ ଅଫିସ, ଝୁଲାଇଲେ ତାଲା

ମାଲକାନଗିରି: ମହଙ୍ଗା ପଡିଲା ସରଂପଚଙ୍କ ମନମୁଖୀ ଶାସନ । ଲୋକେ ତାତିଲେ, ବିରୋଧ କଲେ ଏପରିକି ପଂଚାୟତ ଅଫିସ ଘେରାଉ ବି କଲେ । ଶେଷରେ ମାଲକାନଗିରି କାଲିମେଳା ବ୍ଲକ ଅନ୍ତର୍ଗତ ଭେଜାଙ୍ଗିୱାଡା ପଂଚାୟତ ଅଫିସରେ ତାଲା ବି ପକାଇଲେ । ମିଳିଥିବା ସୂଚନା ଅନୁଯାୟୀ ନୂତନ ପଂଚାୟତ ଅଫିସ…

ବେଳଥାଉ ବନ୍ଧ ବାନ୍ଧ

(ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’) କୁଜିବାହାଡ଼ା ଗାଁର ନିମାଇଁ ସୁବୁଦ୍ଧିର ମାଆ ସୋମବାରୀ ସେଦିନ ଦାଣ୍ଡରେ ଠିଆ ହୋଇ ଗାଳି ଦେଉଥିଲା ବଳରାମ ଟହଲକୁ । କେତେ କଣ ଭାଷାରେ ସେ ଗାଳି ଦେଉଥିଲା, ତାକୁ ଯେ କେହି ଶୁଣିବ, ତାର ରକ୍ତ ଗରମ ହୋଇଉଠିବ । ଅଳପେଇଷା, ଅଧରଦିନିଆ,…

ଋଷ ଭ୍ୟାକ୍ସିନ୍ ସ୍ପୁଟନିକ୍ ଭିର ଡୋଜ୍ ପିଛା ଦେବାକୁ ପଡ଼ିବ ୯୯୫ ଟଙ୍କା

ନୂଆଦିଲ୍ଲୀ: କରୋନା ଟିକା ସ୍ପୁଟନିକ୍ ଭିର ଗୋଟିଏ ଡୋଜକୁ ଭାରତରେ ପ୍ରାୟ ୧ ହଜାର ଟଙ୍କା ଦେବାକୁ ପଡ଼ିବ । ଦେଶରେ ସ୍ପୁଟନିକ୍ ଭି ଆମଦାନୀ କରିଥିବା ଡ. ରେଡ୍ଡୀ ଲାବ୍ରୋରୋଟରୀ ପକ୍ଷରୁ ଏ ସୂଚନା ଦିଆଯାଇଛି । ଦେଶରେ ସ୍ପୁଟନିକ ଟିକାର ଗୋଟିଏ ଡୋଜ୍ ୯୯୫ ଟଙ୍କା ୪୦ ପଇସା ପଡ଼ିବ । ତେବେ, ଦେଶରେ…

କୋଭିସିଲ୍ଡ ପାଇଁ ସାନି ଗାଇଡଲାଇନ୍, ପ୍ରଥମ ଡୋଜର ୧୨ ସପ୍ତାହ ପରେ ଦ୍ୱିତୀୟ ଡୋଜ୍

ଭୁବନେଶ୍ୱର: କୋଭିସିଲ୍ଡ ଟିକା ନେବାର ବ୍ୟବଧାନ ପରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସାନି ଗାଇଡଲାଇନ୍ ଜାରି କରିଛି । ଏଣିକି କୋଭିସିଲ୍ଡର ପ୍ରଥମ ଡୋଜ୍ ନେବାର ୧୨ ସପ୍ତାହ ଅର୍ଥାତ୍ ୮୪ ଦିନ ପରେ ଦ୍ୱିତୀୟ ଡୋଜ୍ ନେଇ ହେବ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଏବଂ ମହାନଗର…

କାର କିଣିବା ପାଇଁ ନବଜନ୍ମିତ ଶିଶୁପୁତ୍ର ବିକ୍ରୀ ଅଭିିଯୋଗ

କନୌଜ(ଉ.ପ୍ର): କରୋନା ସଂକ୍ରମଣଠୁ ବଳିଯାଇଛି ଏହି ଖବର । ସେକେଣ୍ଡ ହ୍ୟାଣ୍ଡ କାର କିଣିବା ପାଇଁ ଏକ ଦମ୍ପତ୍ତି ନିଜ ନବଜନ୍ମିତ ଶିଶୁପୁତ୍ରକୁ ବିକ୍ରୀ କରିବାକୁ ବି ପଛାଇନାହାଁନ୍ତି । ଉତ୍ତରପ୍ରଦେଶ କନୌଜରେ ଘଟିଥବା ଏହି ଘଟଣା ସାରା ଦେଶକୁ ଦୋହଲାଇଦେଇଛି । ଶିଶୁପୁତ୍ର ବିକ୍ରୀ ବିଷୟରେ…

ଫେରିଲା ଖୁସିର ଦିନ, ଟିକା ନେଇଥିବା ଲୋକଙ୍କୁ ଆଉ ପିନ୍ଧିବାକୁ ପଡ଼ିବନି ମାସ୍କ

ୱାଶିଂଟନ୍: କରୋନା ଟିକା ନେଇଥିଲେ ଆଉ ଆବଶ୍ୟକ ନାହିଁ ମାସ୍କ । ପୂର୍ବଭଳି ବିନା ମାସ୍କରେ ବାହାରକୁ ଯାଇ ପାରିବେ, କାମ ବି କରି ପାରିବେ । ଟିକା ନେଇଥିବା ଲୋକ ଏବେ ଅନ୍ୟ ଜଣଙ୍କୁ ଭେଟି ମଧ୍ୟ ପାରିବ । ଆମେରିକାର ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ୍ ଆଣ୍ଡ ପ୍ରିଭେନସନ୍ ଅଧିକାରୀ ଏନେଇ ସୂଚନା…

‘କରୋନାର ବି ବଞ୍ଚିବାର ଅଧିକାର ଅଛି’: ଉତ୍ତରାଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ

ଡେରାଡୁନ୍: କରୋନାଭାଇରସ୍ ଏକ ଜୀବ, ଯାହାର ବଞ୍ଚିବାର ଅଧିକାର ରହିଛି ବୋଲି ଗୁରୁବାର କହିଛନ୍ତି ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ। ଏନେଇ ସେ ଏକ ଘରୋଇ ନ୍ୟୁଜ୍ ଚ୍ୟାନେଲକୁ କହିଛନ୍ତି ଯେ କରୋନାଭାଇରସ୍ ଏକ ଜୀବ। ତାହାର ଅନ୍ୟମାନଙ୍କ ପରି ବଞ୍ଚିବାର ଅଧିକାର…