Latest Odisha News

BREAKING NEWS

କରୋନାକୁ ପରାସ୍ତ କଲେ ୧୦୩ ବର୍ଷୀୟ ସ୍ୱାଧିନତା ସଂଗ୍ରାମୀ

କର୍ଣ୍ଣାଟକ: ବୟସ ୧୦୩ । ପରିଚୟ ଏଚ୍‌.ଏସ୍ ଦୋରସ୍ୱାମୀ । ଦିନେ ଏହି ଗାନ୍ଧିବାଦୀ ଦେଶର ସ୍ୱାଧିନତା ପାଇଁ ସଂଗ୍ରାମ କରିଥିଲେ । ତେବେ ଗତକାଲି ଏହି ସ୍ୱାଧିନତା ସଂଗ୍ରାମୀ କରୋନା ସହ ଲଢି ବିଜୟୀ ହୋଇଛନ୍ତି । କରୋନାରେ ସଂକ୍ରମିତ ହୋଇ ଦୋରସ୍ୱାମୀ ଗତ ଶୁକ୍ରବାର ବେଙ୍ଗାଳୁରୁର ଶ୍ରୀ ଜୟଦେବା…

ଘୁଞ୍ଚିଲା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା

ନୂଆଦିଲ୍ଲୀ: ଘୁଞ୍ଚିଲା ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ୟୁପିଏସ୍‌ସି ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ପୂର୍ବରୁ ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା ଆସନ୍ତା ମାସ ଜୁନ୍ ୨୭ ହେବାର ଥିଲା। ଏବେ ଏହାକୁ ଅକ୍ଟୋବର ୧୦କୁ…

[ଭିଡିଓ] ପୋଲିସ ମାଡରୁ ବର୍ତ୍ତିବା ଲାଗି ଚମତ୍କାର ଉପାୟ

କର୍ଣ୍ଣାଟକ: ସୋସିଆଲ୍ ମିଡିଆରେ ଏକ ଭିଡିଓ ବହୁଳ ମାତ୍ରାରେ ଭାଇରାଲ୍ ହୋଇଛି । କର୍ଣ୍ଣାଟକ ଉଡୁପିର ଜଣେ ସାଇକଲ ଆରୋହୀ ଚର୍ଚ୍ଚାରେ ରହିଛନ୍ତି । ତେବେ ସାଇକଲ ଚାଳନା ନୁହେଁ ବରଂ ପୋଲିସ ମାଡରୁ ବର୍ତ୍ତିବା ପାଇଁ ତାଙ୍କ ରକ୍ଷା କବଚ ଖୁବ ଚର୍ଚ୍ଚା ସାଉଣ୍ଟିଛି । କର୍ଣ୍ଣାଟକ ଉଡୁପିର ଜଣେ…

କେନ୍ଦୁଝର ରାଙ୍କି କୋଭିଡ୍ ହସ୍ପିଟାଲରେ ସ୍ଥାପନ ହେଲା ଅକ୍ସିଜେନ୍ ସପ୍ଲାଏ ୟୁନିଟ୍

କେନ୍ଦୁଝର: ରାଙ୍କି କୋଭିଡ୍ ହସ୍ପିଟାଲରେ ଆଉ ରହିବନି ମେଡିକାଲ୍ ଅକ୍ସିଜେନ୍ ଅଭାବ । ମେଡିକାଲରେ ପିଏସ୍ଏ ଟେକ୍ନୋଲୋଜି ଅକ୍ସିଜେନ୍ ଜେନେରେଟର ମେସିନ୍ ସ୍ଥାପନ କରାଯାଇଛି । ଯାହାକି ରାଙ୍କି କୋଭିଡ୍ ହସ୍ପିଟାଲରେ ଅକ୍ସିଜେନ୍ ଚାହିଦାକୁ ପୂରଣ କରିପାରିବ । ମେଡିକାଲରେ ୪୫ଟି ଆଇସିୟୁ ଓ ୨୬ଟି…

କାହିଁକି ରଣବୀର ଏବଂ ରିଦ୍ଧିମାଙ୍କ ସହ ରହିବାକୁ ପସନ୍ଦ କରନ୍ତିନି ଅଭିନେତ୍ରୀ ନୀତୁ କପୁର

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ନୀତୁ କପୁର ନିଜ ଏକାନ୍ତତାକୁ ନେଇ ଏକ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି। ସେ ଏକୁଟିଆ ରହିବାକୁ ପସନ୍ଦ କରନ୍ତି ଆଉ ସେଥିପାଇଁ ସେ ତାଙ୍କ ପୁଅ ରଣବୀର ଏବଂ ଝିଅ ରିଦ୍ଧିମାଙ୍କ ସହ ରୁହନ୍ତି ନାହିଁ ବୋଲି କହିଛନ୍ତି ନୀତୁ। ଗତ ବର୍ଷ ସ୍ୱାମୀ ରିଷି କପୁରଙ୍କ…

ଜୁନ୍ ୧ ଯାଏ ଲକଡାଉନ୍ ଭଳି କଟକଣାକୁ ବଢ଼ାଇଲା ମହାରାଷ୍ଟ୍ର, ବାହାରୁ ଆସିଲେ RTPCR ନେଗେଟିଭ୍ ରିପୋର୍ଟ ବାଧ୍ୟ

ମୁମ୍ବାଇ: କରୋନା ସଂକ୍ରମଣରେ ବ୍ରେକ୍ ଲାଗି ପାରୁନି । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ମୁକାବିଲା ପାଇଁ କଟକଣା ବି ବଢ଼ିଲା । ମହାରାଷ୍ଟ୍ରରେ ଆସନ୍ତା ୧ ତାରିଖ ଯାଏ ଲକଡାଉନ୍ ଭଳି କଟକଣା ବଳବତ୍ତର ରହିବ । କଟକଣାକୁ ଜୁନ୍ ୧ ତାରିଖ ସକାଳ ୭ଟା ଯାଏ ବୃଦ୍ଧି କରିଛନ୍ତି ମହାରାଷ୍ଟ୍ର ସରକାର ।…

ଭାରତ ବାୟୋଟେକ୍‌ର ୫୦ କର୍ମଚାରୀ କରୋନା ପଜିଟିଭ

ହାଇଦ୍ରାବାଦ: ଭାରତ ବାୟୋଟେକ୍‌ କମ୍ପାନୀର ୫୦ ଜଣ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଭରତ ବାୟୋଟେକର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ସୁଚିତ୍ରା ଇଲାଙ୍କ ଟ୍ୱିଟ୍‌ ମାଧ୍ୟମରେ ସୂଚନା ଦିଆଯାଇଛି। ନିର୍ଦ୍ଦେଶକ ଇଲାଙ୍କ ଟ୍ବଟ୍‌ରେ କୁହାଯାଇଛି ଯେ କୋଭିଡ କାରଣରୁ ଆମର ୫୦…

କଟକ-ଭୁବନେଶ୍ୱରରେ ଘଣ୍ଟାଏ କାଳବୈଶାଖୀ ବର୍ଷା, ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସକ୍ରିୟ ରହିଛି । ଆଗାମୀ ଘଣ୍ଟାଏ ଯାଏ କଟକ ଓ ଭୁବନେଶ୍ୱରରେ ଜାରି ରହିବ କାଳବୈଶାଖୀ ଜନିତ ବର୍ଷା ପବନ । ଘଡ଼ଘଡ଼ି ବି ମାରିବ । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଭୁବନେଶ୍ୱର ଓ କଟକ ପାଇଁ…

ଆସୁଛି ଚଳିତବର୍ଷର ପ୍ରଥମ ବାତ୍ୟା ! ଆରବ ସାଗରରେ ଖୁବଶୀଘ୍ର ଦାନା ବାନ୍ଧିବ

ନୂଆଦିଲ୍ଲୀ: ଆରବ ଆଗରରେ ଆସୁଛି ଚଳିତବର୍ଷର ପ୍ରଥମ ବାତ୍ୟା । ସମ୍ଭାବ୍ୟ ବାତ୍ୟା ନେଇ ଭାରତୀୟ ପାଣିପାଗ ବିଭାଗ ଓ ବିଭିନ୍ନ ପାଣିପାଗ ସଂସ୍ଥା । ଏବେ ଦକ୍ଷିଣ-ପୂର୍ବ ଆରବ ସାଗରରେ ବାତ୍ୟା ଅନୁକୂଳ ପରିବେଶ ସୃଷ୍ଟି ହୋଇଛି । ଆମାଗୀ ୨୪ ଘଣ୍ଟା ମଧ୍ୟରେ ଲାକ୍ଷାଦ୍ୱୀପ ଓ ଦକ୍ଷିଣ-ପୂର୍ବ ଆରବ…

କୋଭିଡ୍‌ ଟେଷ୍ଟ ପାଇଁ ମୋବାଇଲ୍ ଭ୍ୟାନ୍ ଲଞ୍ଚ କଲା ଗଞ୍ଜାମ ପ୍ରଶାସନ

ବ୍ରହ୍ମପୁର: କରୋନା ପରୀକ୍ଷା କେନ୍ଦ୍ରଗୁଡିକରେ ଭିଡ଼କୁ ଏଡାଇବା ପାଇଁ ଗଞ୍ଜାମ ପ୍ରଶାସନ ବ୍ରହ୍ମପୁର ଏବଂ ନିକଟବର୍ତ୍ତୀ ଅଞ୍ଚଳରେ କୋଭିଡ୍‌ ଟେଷ୍ଟ ପାଇଁ ଏକ ମୋବାଇଲ୍ ଭ୍ୟାନ୍ ଲଞ୍ଚ କରିଛି। ଏହି ସୁବିଧା ଜିଲ୍ଲାର ଅନ୍ୟ ଅଞ୍ଚଳରେ କିଛି ଦିନ ପରେ ଉପଲବ୍ଧ ହେବ। ଏହାଦ୍ବାରା ପରୀକ୍ଷା…