Latest Odisha News

BREAKING NEWS

ନର୍ସମାନଙ୍କ ସହ କଥା ହୋଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ବିଶ୍ବ ନର୍ସିଂ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ଡାକ୍ତରଖାନା ମାନଙ୍କରେ କାର୍ଯ୍ୟରତ ନର୍ସମାନଙ୍କ ସହ ଫୋନ ଯୋଗେ କଥା ହୋଇ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୨ଟି ବିରୋଧୀ ଦଳ

ନୂଆଦିଲ୍ଲୀ : ଦେଶରେ ଏବେ ଚିନ୍ତା ବଢ଼ାଇଛି ମହାମାରୀ କରୋନା । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ିବା ଏବେ ସମସ୍ତଙ୍କ ଟେନସନ୍ ବଢ଼ାଇ ଦେଇଛି । କିପରି ସଂକ୍ରମଣକୁ ରୋକାଯିବ, ଉପରେ ଉପରେ ଦିଆଯାଉଛି ଗୁରୁତ୍ବ । ଏଭଳିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି…

ମୃତଦେହ ପାଖ ମାଡିଲେନି ପରିବାର ଲୋକେ, ଭଞ୍ଜନଗର ଉପଜିଲ୍ଲାପାଳ କଲେ ଶବଶତ୍କାର

ଭଞ୍ଜନଗର: କରୋନା ଯୋଗୁଁ ଏପରି ଅବସ୍ଥା ହୋଇଛି ଯେ, ପର ତ ପର ବେଳେ ବେଳେ ଆପଣାର ଲୋକେ ବି ପର ହୋଇଯାଉଛନ୍ତି । ଏପରି ଏକ ଘଟଣା ଘଟିଛି ଭଂଜନଗର ଅଂଚଳରେ । ଗତ କାଲି ରାତିରେ କୋଭିଡ କେୟାର ସେଣ୍ଟର ବା ଡିସିଏଚସି ରେ, ଲଣ୍ଡେଇସାହି ଅଂଚଳର କାଳୀ ଚରଣ ସାହୁଙ୍କରର ମୃତ୍ୟୁ ହୋଇଥିଲା । ୬୫…

ରାଜ୍ୟରେ ଖସିଲା ପାରଦ, ତାତିରୁ ମିଳିଲା ଆଶ୍ବସ୍ତି

ଭୁବନେଶ୍ବର : କାଳବେଶାଖୀ ପ୍ରଭାବରେ ରାଜ୍ୟରେ କମିଛି ତାତି । ଫଳରେ ଅସହ୍ୟ ତାତିରୁ ଲୋକେ ଆଶ୍ବସ୍ତି ଲାଭ କରିଛନ୍ତି । ଆଜି ସାରା ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ବାଲେଶ୍ବରରେ ତାପମାତ୍ରା ୩୩ ଡିଗ୍ରୀ…

ରାଜ୍ୟରୁ ସୁସ୍ଥ ହେଲେ ୮୫୪୭ କରୋନା ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୮୫୪୭ ଜଣ। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଖୋର୍ଦ୍ଧାରୁ ୧୧୬୫, କଟକରୁ ୫୯୩, ସୁନ୍ଦରଗଡରୁ ୫୯୧, ସମ୍ବଲପୁରରୁ ୫୧୮, ବରଗଡରୁ ୪୩୬, ନୂଆପଡାରୁ ୪୧୧,…

ଭୁବନେଶ୍ୱରରୁ ୧୨୯୪ କରୋନା ପଜିଟିଭ ଚିହ୍ନଟ; ସେଥିରୁ ୧୧୩୧ ଲୋକାଲ୍ କେସ୍

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୨୯୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ବିଏମସିର ଟ୍ବିଟ୍ ଅନୁଯାୟୀ ୧୨୯୪ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୩ ଓ ସ୍ଥାନୀୟ ଅଂଚଳରୁ ୧୧୩୧ ଜଣ…

ଟୋକିଓ ଅଲିମ୍ପିକ୍ସ ଖେଳି ପାରିବେନି ସାଇନା, ଶ୍ରୀକାନ୍ତ !

ନୂଆଦିଲ୍ଲୀ: ଭାରତର ଦୁଇ ଷ୍ଟାର ବ୍ୟାଡମିଂଟନ ଖେଳାଳି ସାଇନା ନେହ୍ୱାଲ ଓ କିଦାମ୍ବି ଶ୍ରୀକାନ୍ତ ଆଉ ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିପାରିବେ ନାହିଁ । ଚଳିତ ବର୍ଷ ଜୁଲାଇ-ଅଗଷ୍ଟରେ ଏହା ଆୟୋଜିତ ହେବ । କରୋନା ମହାମାରୀ ଯୋଗୁ ବୁଧବାର ସିଙ୍ଗାପୁର ଓପନ ଟୁର୍ଣ୍ଣାମେଂଟକୁ ବାତିଲ କରାଯାଇଛି…

ସୁସ୍ଥ ହେବା ପରେ ପିଲାମାନଙ୍କୁ ଦେଖି ଭାବ ପ୍ରବଣ ହୋଇଗଲେ ଅଲୁ ଅର୍ଜୁନ

ମାଡ୍ରାସ: ଦକ୍ଷିଣ ଭାରତ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଅଲୁ ଅର୍ଜୁନ ବୁଧବାର ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହେବା ପରେ ପ୍ରଥମେ ନିଜ ପିଲାମାନଙ୍କୁ ଭେଟିଥିଲେ । କରୋନା ସଂକ୍ରମିତ ହେବା ପରେ ସେ ନଜ ଘରର ଉପର ମହଲାରେ ଆଇସୋଲେଶନରେ ରହୁଥିଲେ । ଆଜି ତାଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ସେ…

ହୁ’ର ଭୁଲ ନିଷ୍ପତି ଯୋଗୁ କରୋନା ମହାମାରୀ ବିଶ୍ୱରେ ବ୍ୟାପିଲା: ଆଇପିପିପିଆର

ନୂଆଦିଲ୍ଲୀ: ମହାମାରୀ ପ୍ରସ୍ତୁତି ଓ ମୁକାବିଲା ସମ୍ପର୍କୀତ ସ୍ୱତନ୍ତ୍ର ସଂଗଠନ (ଦି ଇଣ୍ଡିପେଣ୍ଡାଲ ପ୍ୟାନେଲ ଫର ପ୍ୟାଣ୍ଡେମିକ ପ୍ରିପେୟାରେଡନେସ ଆଣ୍ଡ ରେସପନ୍ସ) ବୁଧବାର ତାର ରିପୋର୍ଟ ପ୍ରଦାନ କରିଛି । ଏଥିରେ ସ୍ପଷ୍ଟ ଭାବେ ଉଲ୍ଲେଖ କରାଯାଇଛି ଯେ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଠିକ୍ ସମୟରେ…

କରୋନାରେ ଆଖି ବୁିଜିଲେ ଆଉ ଜଣେ ସାମ୍ବାଦିକ

ରାଉରକେଲା: ଖବର ସଂଗ୍ରହ ପାଇଁ ଦିନ ରାତି ଫଟୋ ଓ ଭିଡିଓ ସଂଗ୍ରହ କରୁଥିବା ବ୍ୟକ୍ତି ଆଜି ନିଜେ ଫଟୋ ପାଲଟିଯାଇଛନ୍ତି । ରାଉରକେଲାର କନକ ନ୍ୟୁଜର କ୍ୟାମେରାମ୍ୟାନ ସୁମନ୍ତ ମହାନ୍ତି କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି ବୁଜିଛନ୍ତି । ୫୦ ବର୍ଷୀୟ ସୁମନ୍ତ ଗତ କିଛି ଦିନ…