Latest Odisha News

BREAKING NEWS

ନନ୍ଦନକାନନରେ ଆଜିଠୁ ପୁଣି ଗଡ଼ିବ ଟୟ ଟ୍ରେନ୍

ଭୁବନେଶ୍ୱର: ଆଜିଠୁ ନନ୍ଦନକାନନରେ ପୁଣି ଗଡ଼ିବ ଟୟ ଟ୍ରେନ୍ । ସକାଳ ୧୦ଟାରୁ ଆରମ୍ଭ ହେବ ଟୟ ଟ୍ରେନ୍ ଚଳାଚଳ । ପ୍ରତି ଘଣ୍ଟାଏ ବ୍ୟବଧାନରେ ଟ୍ରେନ୍ ଚାଲିବ । ଏଣିକି ୧୩ ରାଉଣ୍ଡ ପରିବର୍ତ୍ତେ ଦିନରେ ୬ ରାଉଣ୍ଡ ବୁଲିବ ଟୟ ଟ୍ରେନ୍ । ସକାଳ ୧୦ଟା, ୧୧ଟା, ମଧ୍ୟାହ୍ନ ୧୨ଟା, ଦିନ ୧ଟା, ୨ଟା, ୩ଟା…

ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା (୯୯)

ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୯୯ ମୋ' ପରିଶ୍ରମ ସାର୍ଥକ ହେଉଥିଲା। ଆଃ ,ମନଖୁସି। ବରଗଛ ମୂଳରୁ ଆସିଥିବା ସନିଆ, ମୁଗୁନିଙ୍କୁ ଟ୍ରେନିଂ ପରେ ବାଉଁଶରେ ଘରସଜା ଜିନିଷଠାରୁ ନାନାଦି ଘର ଉପକରଣ ବନେଇ ପ୍ରଦର୍ଶିତ କରାଯାଇଥିଲା। ଅସମ୍ଭବ ଭାବରେ ଲୋକପ୍ରିୟତା…

ବାବାଜୀ ସତ୍ୟାନନ୍ଦ ଦାସ ପାଇଲେ କଳା ମଣିମା ସର୍ବୋଚ୍ଚ ସେବା ସମ୍ମାନ

ଭୁବନେଶ୍ୱର : କଳା ମଣିମା ଟ୍ରଷ୍ଟ ଭୁବନେଶ୍ୱର ପକ୍ଷରୁ, ସ୍ଥାନୀୟ ରାଧା ବଲ୍ଲଭ ମଠ ପରିସରରେ "କଳା ମଣିମା ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବାବାଜୀ ସତ୍ୟାନନ୍ଦ ଦାସ ମହାରାଜଙ୍କୁ "କଳା ମଣିମା ସର୍ବୋଚ୍ଚ ସେବା ସମ୍ମାନ" ସଂଯୁକ୍ତା ରାଉତଙ୍କୁ ନିଷ୍ଠାପର ସେବା ପାଇଁ ,…

ଶ୍ରୀମନ୍ଦିର ଐତିହ୍ୟ କରିଡରର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ପୁରୀ : ଶ୍ରୀମନ୍ଦିର ଐତିହ୍ୟ କରିଡରର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ହୋଇଛି ପ୍ରସ୍ତୁତି ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ ଓ…

ପଞ୍ଚାୟତ ନିର୍ବାଚନ ପାଇଁ ବଢ଼ିଲା ଖର୍ଚ୍ଚ ସୀମା

ଭୁବନେଶ୍ବର : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଆରମ୍ଭ ହୋଇଛି ପ୍ରସ୍ତୁତି । ନିର୍ବାଚନ ତାରିଖ ଘୋଷଣା ହୋଇନଥିବା ବେଳେ, ପ୍ରାର୍ଥୀଙ୍କ ଖର୍ଚ୍ଚ ସୀମା ନିର୍ଦ୍ଧାରଣ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର । ଜିଲ୍ଲା ପରିଷଦ, ସମିତି ସଭ୍ୟ ଓ ସରପଞ୍ଚ ପ୍ରାର୍ଥୀଙ୍କ ନିର୍ବାଚନ ଖର୍ଚ୍ଚ ସୀମାକୁ…

ଭାରତରେ କ୍ରିପ୍ଟୋକରେନ୍ସିକୁ ଅଟକାଇ ହେବ ନାହିଁ, ନିୟନ୍ତ୍ରିତ କରିବାକୁ ହେବ

ଦିଲ୍ଲୀ : ‘କ୍ରିପ୍ଟୋକରେନ୍ସିକୁ ଅଟକାଇ ହେବ ନାହିଁ, କିନ୍ତୁ ଏହାକୁ ନିୟନ୍ତ୍ରିତ କରିହେବ,’ ଏପରି ମତ ପ୍ରକାଶ ପାଇଛି ଅର୍ଥ ସମ୍ପର୍କିତ ସଂସଦୀୟ ସ୍ଥାୟୀ କମିଟି ବୈଠକରେ । କ୍ରିପ୍ଟୋ ଫାଇନାସନ୍ସ ସମ୍ପର୍କରେ ଆଜି  ଅର୍ଥ ସମ୍ପର୍କିତ ସଂସଦୀୟ ସ୍ଥାୟୀ କମିଟି ବୈଠକରେ ଆଲୋଚନା ହୋଇଥିଲା ।…

ଅଟୋ ସହ ୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ଗିରଫ

କଳାହାଣ୍ଡି : ଗଞ୍ଜେଇ ଚାଲାଣକୁ ବିଫଳ କଲା ପୋଲିସ । ଅଟୋରେ ଗଞ୍ଜେଇ ଆଣି ଟ୍ରେନ ଯୋଗେ ଝାନସି ଚାଲାଣ କରିବା ପୂର୍ବରୁ ମାଡି ବସିଲା ପୋଲିସ । ଏପରି ଘଟଣା ଘଟିଛି ରାୟଗଡା ଜିଲ୍ଲା ମୁନିଗୁଡାରେ । କଳାହାଣ୍ଡି ଜିଲ୍ଲା ଏମ. ରାମପୁର ଥାନା ପାଙ୍ଗାବାଜୁ ଗାଁରୁ ଡ୍ରାଇଭର ସମେତ ୩ଜଣ ୩ଟି ବ୍ୟାଗରେ…

ବିନ୍ଦୁ ସାଗରରେ ବୁଡ଼ ପକାଇବା ମନା

ଭୁବନେଶ୍ୱର : ବିନ୍ଦୁ ସାଗରରେ ବୁଡ଼ ପକାଇବା ମନା । କାର୍ତ୍ତିକ ପୂର୍ଣ୍ଣିମାରେ କଟକଣା ଲାଗୁ ହେଇଛି । କାର୍ତ୍ତିକ ପୂର୍ଣ୍ଣିମା ଓ ବଡ଼ଓଷା ପାଇଁ ଗାଇଡଲାଇନ୍ ଜାରି କରିଛି ବିଏମସି । ବିନ୍ଦୁସାଗରରେ ଶ୍ରଦ୍ଧାଳୁଙ୍କ ବୁଡ଼ ପକାଇବା ଉପରେ କଟକଣା ଲଗାଯାଇଛି । ପୁଷ୍କରିଣୀ ଓ ନଦୀରେ ବୁଡ଼ ପକାଇବାକୁ…

[ଭିଡ଼ିଓ] ପରିତ୍ୟକ୍ତ ଟାୟାରରେ ସୁନ୍ଦର କଳାକୃତି

ବ୍ରହ୍ମପୁର: ବର୍ଜ୍ୟବସ୍ତୁରୁ ସୁନ୍ଦର କଳାକୃତି । ବ୍ରହ୍ମପୁରର କିଛି ଆଇଟିଆଇ ଛାତ୍ରଙ୍କ ଦ୍ୱାରା ତିଆରି ହୋଇଛି ଏହି କୃତି । ୧୦୦ଜଣ ଛାତ୍ର ମିଶି ତିଆରି କରୁଛନ୍ତି ଟାୟାର ପାର୍କ । ୪ହଜାର ବର୍ଗମିଟର ସ୍ଥାନରେ ପୁରୁଣା ଭଙ୍ଗା ଟାୟାରରେ ଅଭିନବ ଢଙ୍ଗରେ ତିଆରି କରିଛନ୍ତି କିଛି କଳାକୃତି ।…

ହାର୍ଦ୍ଦିକଙ୍କ ୫ କୋଟି ଟଙ୍କାର ଘଂଟା ଜବତ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ୫ କୋଟି ଟଙ୍କା ମୂଲ୍ୟର ୨ଟି ଘଂଟା କଷ୍ଟମ ବିଭାଗ ଜବତ କରିଛି । ଏହି ଘଂଟା ପାଇଁ ତାଙ୍କ ପାଖରେ ଇନଭଏସ ନ ଥିଲା । ଆଇସିସି ଟି୨୦ ବିଶ୍ୱକପ କ୍ରିକେଟରୁ ବିଦା ହେବା ପରେ ଭାରତୀୟ ଦଳ ସ୍ୱଦେଶ ଫେରିଥିଲା । ବିଳମ୍ବିତ ରାତିରେ କଷ୍ଟମ…