Latest Odisha News

BREAKING NEWS

ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଦିନ ୧୨ଟା ୩୦ରେ ଭର୍ଚୁଆଲ ମାଧ୍ୟମରେ ବୈଠକ କରାଯିବ ବୋଲି ଜଣାପଡ଼ିଛି । ଆଗକୁ ପଞ୍ଚାୟତ ନିର୍ବାଚନ ରହିଛି । ଏହି ସମୟରେ ବୈଠକ ବସୁଥିବାରୁ ନୂଆ ବର୍ଷ ଓ ପଞ୍ଚାୟତ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୪୩  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନବେଦୀରେ ସପ୍ତାବରଣ ମୂର୍ତ୍ତିଙ୍କ ଉପସ୍ଥିତି ବିଷୟରେ ଆଗରୁ ଆଲୋଚନା ହୋଇଛି । ବର୍ତ୍ତମାନ ଅଣବସର ସମୟରେ ଦଶlବତାର ଠାକୁରଙ୍କୁ ଜାଣିବା । କୋଠ…

ଧାରାବାହିକ ଉପନ୍ୟାସ : ଦେବୀ ( ୩୦)

କାମଦେବ ମହାରଣାଙ୍କ ଧାରାବାହିକ ଉପନ୍ୟାସ “ଦେବୀ” : ଭାଗ ୩୦  ଦେବ ତାକୁ ପାଣି ମାଗୁଛନ୍ତି ଏହା ଦେବୀ ପାଇଁ ଥିଲା ଏକ ଅବିଶ୍ଵାସନୀୟ ସତ୍ୟ। ସେ ପ୍ରଥମେ ବୁଝିପାରିଲା ନାହିଁ ପାଣି କଣ! ତାକୁ ନେଇ ଜଣେ କରିବ କଣ! ସେ କାହିଁକି ପାଣି ଦେବ!! ଅତିଶଯ୍ୟ ଆନନ୍ଦ ତାକୁ ଅନ୍ଧ କରିଦେବ ବୋଧେ।ତାକୁ…

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ସିଡିପିଓ

ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ସିଡିପିଓ । ଅଙ୍ଗନୱାଡ଼ି ପିଲାଙ୍କ ଡ୍ରେସ କିଣା ବିଲ୍ ପାସ୍ କରିବା ପାଇଁ ଟଙ୍କା ନେଉଥିଲେ ସିଡିପିଓ । ହାତ ବଢାଇଲା ବେଳକୁ ମାଡ଼ିବସିଲା ଭିଜିଲାନ୍ସ । ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକର ସିଡିପିଓ ସୁଷମା ପ୍ରସାଦ ଆଜି ଭିଜିଲାନ୍ସ ହାତରେ…

ଓଡିଶା କ୍ରୀଡା ୨୦୨୧: ଗୌରବାନ୍ୱିତ କଲେ ବୀରେନ୍ଦ୍ର, ଅମିତଙ୍କଠାରୁ ଆରମ୍ଭ କରି ପ୍ରମୋଦ, ଋତାପର୍ଣ୍ଣା

ପୁରୀ: ଆଉ ଦିନକ ପରେ ୨୦୨୧ ବିଦାୟ ନେଇଯିବ । ମୋଟାମୋଟି ଭାବେ ଦେଖିବାକୁ ଗଲେ ଏ ବର୍ଷ ଓଡିଶା କ୍ରୀଡାର ଏକ ସଫଳ ବର୍ଷ କହିଲେ ଭୁଲ ହେବନି । ଅଲିମ୍ପିକ ପଦକ ଖାତାରେ ନାମ ଯୋଡି ହେବାଠାରୁ ଆରମ୍ଭ କରି ଅନେକ କିଛି ଘଟିଯାଇଛି, ଯାହା କି ଆମକୁ ଗୌରବାନ୍ୱିତ କରିଛି । କ୍ରିକେଟ, ଦୂତି ଚାନ୍ଦ ଆଶା…

ସିନ୍ଦୁର ନେଲା ଜୀବନ

ସୁବର୍ଣ୍ଣପୁର: ସମ୍ପର୍କରେ ରକ୍ତର ଛିଟା । ଯିଏ ୭ ଜନ୍ମର ସାଥୀ ହେବା ପାଇଁ କଥା ଦେଇଥିଲା, ସିଏ ନେଲା ଜୀବନ । ସଇତାନ ସାଜିଲା ସ୍ୱାମୀ । ନିଜ ସ୍ତ୍ରୀକୁ ନୃଶଂସ ଭାବେ ହତ୍ୟାକଲା ସ୍ୱାମୀ । ଏଭଳି ଅଭାବନୀୟ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଟିକ୍ରାପଡ଼ା ଗ୍ରାମରେ ।…

ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟକୁ ଲୋକପ୍ରିୟ କରିବା ପାଇଁ ସୁନ୍ଦରଗଡ଼ ଜିଲ୍ଲାରେ ‘ମିଲେଟ୍ ଅନ୍ ହ୍ୱିଲ୍ସ’

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାରେ ମାଣ୍ଡିଆ ଏବଂ ବିଭିନ୍ନ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ପୁଷ୍ଟିକର ଜଳଖିଆକୁ ଲୋକପ୍ରିୟ କରିବା ପାଇଁ ‘ମିଲେଟ୍ ଅନ୍ ହ୍ୱିଲ୍ସ’ ବ୍ୟବସ୍ଥା ଆରମ୍ଭ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ଦୁଇଟି ସ୍ବତନ୍ତ୍ର ଗାଡ଼ି ମାଧ୍ୟମରେ ନୂଆଗାଁ ଏବଂ କୁତ୍ରା ବ୍ଲକର ବିଭିନ୍ନ ହାଟ,…

ଜାନୁଆରୀ ମାସ ପାଇଁ ରାଜ୍ୟ ସରକାର ଜାରି କଲେ ଗାଇଡଲାଇନ୍

ଭୁବନେଶ୍ବର : ଜାନୁଆରୀ ମାସ ପାଇଁ ଜାରି ହେଲା ଗାଇଡଲାଇନ୍ । ଓମିକ୍ରନ ସଂକ୍ରମଣକୁ ନଜରରେ ରଖି ଏଥର ଗାଇଡଲାଇନରେ କିଛିଟା ପରିବର୍ତ୍ତନ କରିଛନ୍ତି । ପୂର୍ବ ମାସ ଭଳି ସମସ୍ତ ସହରାଞ୍ଚଳରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ବଳବତ୍ତର ରହିବ ।…

ଓଡ଼ିଶା ରାଜନୀତି ବିଜ୍ଞାନ ସଂଘର ୨୯ତମ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ

ଭୁବନେଶ୍ୱର: ଓଡ଼ିଶା ରାଜନୀତି ବିଜ୍ଞାନ ସଂଘର ୨୯ତମ ବାର୍ଷିକ ସମ୍ମିଳନୀ ଉକ୍ରଳ ବିଶ୍ୱବିଦ୍ୟାଳୟର ନୂତନ ପ୍ରେକ୍ଷାଳୟରେ ଡିସେମ୍ବର ୨୫ ଓ ୨୬, ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉଦଘାଟନୀ ଉତ୍ସବରେ ଯୋଗ ଦେଇ ଓଡ଼ିଶା ବିଧାନସଭାର ମାନ୍ୟବର…

ମୁମ୍ବାଇରେ ଖଲିସ୍ତାନୀ ଆତଙ୍କବାଦୀଙ୍କ ଆକ୍ରମଣ ଧମକ

ମୁମ୍ବାଇ: ଖଲିସ୍ତାନୀ ଆତଙ୍କବାଦୀ ମୁମ୍ବାଇରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ କରିବା ଲକ୍ଷ୍ୟରେ ରହିଛନ୍ତି । ଡିସେମ୍ବର ୩୧ ରାତିରେ ଏହି ଆକ୍ରମଣ କରାଯିବ ବୋଲି ଧମକ ମିଳିବା ପରେ ମୁମ୍ବାଇ ପୋଲିସ ହାଇ ଆଲର୍ଟରେ ରହିଛି । ଏପରିକି ସମସ୍ତ ପୋଲିସ ଛୁଟି ବାତିଲ କରାଯାଇଛି । ସହରର ପ୍ରମୁଖ…