ଢାବା ମାଲିକ ଗିରଫ, ବିପୁଳ ପରିମାଣର ମଦ ଜବତ
ଢେଙ୍କାନାଳ: ଲାଭଖୋର ଢାବା ମାଲିକଙ୍କ ଅଭିନବ ଉପାୟ । ଲକଡାଉନ୍ରେ ଚଢା ଦରରେ ବେଆଇନ ଭାବେ ମଦ ବିକି ମାଲାମାଲ ହେବାକୁ ଦେଖିଥିଲେ ସ୍ୱପ୍ନ । ହେଲେ ଅବକାରୀ ବିଭାଗ ସବୁ ଯୋଜନାକୁ ଭଣ୍ଡୁର କରିଦେଇଥିଲା । ଢେଙ୍କାନାଳ ୫୩ ନମ୍ବର ଜାତୀୟ ରାଜପଥ କଡରେ ଥିବା ରାଜକୁମାର ଢାବାରୁ ଜବତ ହୋଇଛି ବିପୁଳ…