ଆସନ୍ତାକାଲି ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ସ୍ମାର୍ଟ ହେଲଥ କାର୍ଡ
ବରଗଡ଼ : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଜିଲ୍ଲା ବିଜେପୁର ଗସ୍ତରେ ଯିବେ।ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ବିଜେପୁର ବ୍ଲକ ଗଣ୍ଡପାଲି ନିକଟସ୍ଥ ମିନି ଷ୍ଟାଡିଅମ ଠାରେ ମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ ବାଣ୍ଟିବାର କାର୍ଯ୍ୟକ୍ରମ ରହିଛି।୩ ଲକ୍ଷ…