[ଭିଡିଓ] ଇସ୍ରାଏଲରେ ଭାରତ ପାଇଁ ଶୁଭୁଛି “ଓମ୍ ନମଃ ଶିବାୟ”
ଭୁବନେଶ୍ୱର: କୋଭିଡ୍-୧୯ର ଦ୍ୱିତୀୟ ଲହରି ସହ ଜୁଝୁଛି ଭାରତ । ଏପରି ସ୍ଥିତିରେ ଅନେକ ଦେଶ ଭାରତକୁ ବଢାଇଛନ୍ତି ସହାନୁଭୂତି ଓ ସହାୟତାର ହାତ । ଏହି ଧାରାରେ ସାମିଲ ହୋଇ ଗୁରୁବାର ଇସ୍ରାଏଲ୍ ମଧ୍ୟ ଅକ୍ସିଜେନ୍ କନ୍ସିଣ୍ଟ୍ରେଟର୍ସ ଓ ରେସ୍ପାଇରେଟର୍ସ ଭାରତକୁ ପଠାଇଛି । ହେଲେ ଏବେ ସେଠିକାର…