Latest Odisha News

BREAKING NEWS

ପ୍ରଥମ ପର୍ଯ୍ୟାୟରେ ସୁନ୍ଦରଗଡ଼ ଜିଲ୍ଲାର ୬୭ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼ : ପ୍ରଥମ ପର୍ଯ୍ୟାୟରେ ସୁନ୍ଦରଗଡ଼ ଜିଲ୍ଲାର ୬୭ଟି ରୂପାନ୍ତରିତ ସରକାରୀ ହାଇସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ସୁନ୍ଦରଗଡ଼କୁ ମିଶାଇ ୫ଟି ଜିଲ୍ଲାରେ ରୂପାନ୍ତରିତ ମୋଟ ୧୪୨ଟି ହାଇସ୍କୁଲର ଲୋକାର୍ପଣ ହୋଇଛି । ଭିଡିଓ କନଫରେନ୍ସିଂରେ ସାମିଲ ହୋଇ ବିଭିନ୍ନ ଜିଲ୍ଲାରେ…

କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର

ଦୁବାଇ: ଟି୨୦ ଆନ୍ତର୍ଜାତୀୟ କ୍ରିକେଟରେ ଗୁରୁବାର ପାକିସ୍ତାନ ବ୍ୟାଟ୍ସମ୍ୟାନ ବାବର ଆଜାମ ଆଉ ଏକ ଉପଲବ୍ଧି ହାସଲ କରିଛନ୍ତି । ଟି୨୦ ବିଶ୍ୱକପ ଦ୍ୱିତୀୟ ସେମିଫାଇନାଲରେ ସେ ଅଷ୍ଟ୍ରେଲିଆ ବିପକ୍ଷରେ ୩୩ ରନ କରିବା ମାତ୍ରେ ବିଶ୍ୱର ପ୍ରଥମ ଖେଳାଳି ଭାବେ କମ ମ୍ୟାଚରେ ୨୫୦୦ ରନ ପୂର୍ଣ୍ଣ କରଛନ୍ତି…

ଆସନ୍ତାକାଲି ଓଡ଼ିଶା ବନ୍ଦ, ଟ୍ବିନ୍ ସିଟିରେ ମୁତୟନ ହେବେ ୩୫ ପ୍ଲାଟୁନ ଫୋର୍ସ

ଭୁବନେଶ୍ବର : ମମିତା ମେହେର ହତ୍ୟା ମାମଲାରେ ଆସନ୍ତାକାଲି ୬ ଘଣ୍ଟିଆ ଓଡ଼ିଶା ବନ୍ଦ କରୁଛି କଂଗ୍ରେସ । ଏଥିରେ ସମସ୍ତେ ସାମିଲ ହେବାକୁ ନିବେଦନ କରିଛି କଂଗ୍ରେସ । ତେବେ ବନ୍ଦ ସମୟରେ ଜରୁରୀ ସେବା ଜାରି ରହିବ । ଶାନ୍ତିପୂର୍ଣ୍ଣ ଭାବେ ଓଡ଼ିଶା ବନ୍ଦ କରାଯିବ ବୋଲି କହିଛି କଂଗ୍ରେସ । ହେଲେ…

ସନ୍ଦେହ ଜନକ ଅବସ୍ଥାରେ ଯୁକ୍ତ ଦୁଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନିମାପଡ଼ା : ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର ହୋଇଛି ଯୁକ୍ତ ୨ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ । ପୁରୀ ଜିଲ୍ଲା ନିମାପଡ଼ା ଗୁହାଳପଡା କୋଡ଼ ରୋଡ଼ ସ୍ଥିତ ସାଇ ବିଦ୍ବାନ କୋଚିଂ ସେଣ୍ଟରରେ ପାଠ ପଢୁଥିବା ଯୁକ୍ତ ଦୁଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ହଷ୍ଟେଲରୁ ଉଦ୍ଧାର କରିଛି ନିମାପଡ଼ା ପୋଲିସ ।…

ବ୍ୟାଟିଂ କୋଚ ହେଡେନଙ୍କୁ ଇଂରାଜୀ ଭାଷାର କୁରାନ ଉପହାର ଦେଲେ ରିଜୱାନ

ଦୁବାଇ: ଟି୨୦ ବିଶ୍ୱକପ କ୍ରିକେଟର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ ପୂର୍ବରୁ ପାକିସ୍ତାନ ଦଳର ବ୍ୟାଟିଂ କୋଚ ମାଥ୍ୟୁ ହେଡେନ ଚିନ୍ତିତ ହୋଇ ପଡିଛନ୍ତି । ଗୋଟିଏ ପଟେ ନିଜ ଦେଶ ଅଷ୍ଟ୍ରେଲିଆ ଖେଳୁଥିବା ବେଳେ ଅନ୍ୟ ପକ୍ଷରେ ପ୍ରଫେଶନାଲ କ୍ୟାରିୟର । ତେବେ ହେଡେନ ଏହି ଅଳ୍ପ ଦିନ ମଧ୍ୟରେ…

କୋଣାର୍କ ମହୋତ୍ସବ ଓ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

କୋଣାର୍କ : କୋଣାର୍କ ମହୋତ୍ସବ ଓ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ଅନୁଷ୍ଠିତ ହୋଇଛି ପ୍ରଥମ ପ୍ରସ୍ତୁତି ବୈଠକ । କୋଣାର୍କ ଯାତ୍ରୀ ନିବାସ ଠାରେ ଅନୁଷ୍ଠିତ ବୈଠକରେ ପୁରୀ ଜିଲ୍ଲା ପ୍ରଶାସନ ସହ ସମସ୍ତ ଅଧିକାରୀ ଯୋଗ ଦେଇଥିଲେ । କୋଭିଡ କଟକଣା ଭିତରେ କିପରି କୋଣାର୍କ ମହୋତ୍ସବକୁ…

୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜିଠାରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ । 5T ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି । ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ,…

ପ୍ରୋଜେକ୍ଟ ‘ରକ୍ଷକ’ ଉଦଘାଟନ ପରେ ଆରମ୍ଭ ହେଲା ତାଲିମ କର୍ମଶାଳା

ଭୁବନେଶ୍ବର : ପ୍ରୋଜେକ୍ଟ ‘ରକ୍ଷକ’ ଉଦଘାଟନ ପରେ ଆରମ୍ଭ ହେଲା ତାଲିମ କର୍ମଶାଳା । ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନାରେ ପହଞ୍ଚି ସେବା ଯୋଗାଇବା କ୍ଷେତ୍ରରେ ସଚେତନତା ସୃଷ୍ଟି ପାଇଁ ଏହି କର୍ମଶାଳା ଆୟୋଜନ କରାଯାଇଛି । ୩୦ ଜିଲ୍ଲାରେ ୩୦୦ମାଷ୍ଟର ଟ୍ରେନରଙ୍କ ଜରିଆରେ ୩୦ ହଜାର…

ମୁକ୍ତା ଯୋଜନାରେ ବିକାଶ କାର୍ଯ୍ୟର ସମୀକ୍ଷା କଲେ 5Tସଚିବ

ଭୁବନେଶ୍ବର : 5T ଅଧୀନରେ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଯୋଜନା-ମୁକ୍ତାରେ ବିଭିନ୍ନ ରୂପାନ୍ତର କାର୍ଯ୍ୟ ନେଇ ସମୀକ୍ଷା କରିଛନ୍ତି 5T ସଚିବ ଭି.କେ. ପାଣ୍ଡିଆନ୍ । ଭିଡିଓ କନଫରେନ୍ସିଂ ଭିସି ଜରିଆରେ ବୀରମିତ୍ରପୁର ପୌର ପରିଷଦ ଅଞ୍ଚଳରେ ମୁକ୍ତା ଯୋଜନାରେ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T…

ଖୋଲିବ କେବିଏନ୍ ଗ୍ୟାଙ୍ଗର ଗୁମର, ରିମାଣ୍ଡରେ ଆସିବେ ୪ ଅଭିଯୁକ୍ତ

ଭୁବନେଶ୍ବର : ରାଜଧାନୀରେ ଖୋଲିବ କେବିଏନ ଗ୍ୟାଙ୍ଗର ଗୁମର । ଏହି ଗ୍ୟାଙ୍ଗର ଅସଲ ଚରିତ୍ରକୁ ସାମ୍ନାକୁ ଆଣିବ ପୋଲିସ । କେବିଏନ୍ ଗ୍ୟାଙ୍ଗର ଗିରଫ ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ ପୋଲିସ । ଏଥିପାଇଁ କୋର୍ଟରେ ୭ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଛି ପୋଲିସ । ୪ ଅଭିଯୁକ୍ତ ହେଉଛନ୍ତି…