ବ୍ୟଙ୍ଗ : ଯଃ ଜାନାତି ସଃ ଜାନାତି
ଥରେ ସ୍ୱପ୍ନରେ ମେଟାଫର ଆସି ମୋ ସାମ୍ନାରେ ଉଭା ହେଲେ । ବଡ଼ ମନ ଦୁଃଖରେ କହିଲେ, ଧନ ଏ ସବୁ କଣ ଚାଲିଛି ମୁଁ କିଛି ବୁଝିପାରୁନି । ଡରରେ ମୁଁ ସାଙ୍କୁଡ଼ି ଗଲି । ପଚାରିଲି "ମହାନୁଭବ ଏପରି କ'ଣ ହେଲା ଯାହା ଆପଣଙ୍କ ମନରେ କଷ୍ଟ ଆଣିଲା ?"
ମେଟାଫର କହିଲେ "ସେକ୍ସପିଅରଙ୍କ ଠାରୁ ନିତ୍…