Latest Odisha News

କରୋନାରେ ଆଖି ବୁଜିଲେ ଆରଏଲଡି ମୁଖ୍ୟ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅଜିତ ସିଂହ

ନୂଆଦିଲ୍ଲୀ: ନିଷ୍ଠୁର କରୋନା ପୁଣି ଜଣେ ରାଜନେତାଙ୍କ ଜୀବନ ନେଇଛି । କରୋନାରେ ଆଖି ବୁଜିଛନ୍ତି ରାଷ୍ଟ୍ରୀୟ ଲୋକ ଦଳ (ଆରଏଲଡି) ମୁଖ୍ୟ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅଜିତ ସିଂହ । ଆଜି ତାଙ୍କର ଦେହାନ୍ତ ହୋଇଛି । ଏନେଇ ତାଙ୍କ ପୁଅ ଜୟନ୍ତ ଚୌଧୁରୀ ସ୍ପଷ୍ଟ କରିଛନ୍ତି । ମୃତ୍ୟୁ ବେଳକୁ…

ହାତୀ ଆକ୍ରମଣରେ ଜଣେ ମହିଳା ମୃତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ପୁରୁଣାଗଡ ରେଞ୍ଜ ତଳଗଡ଼ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ତଳଗଡ଼ ଗାଁର ମମତା ସେଠି ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ମମତା ଭୋର ବେଳେ ଗାଁ ମୁଣ୍ଡ ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିଲେ । ସେଠାରେ ଆମ୍ବ…

ପ୍ରାଣଘାତୀ କରୋନା: ୧୨ ଜିଲ୍ଲାରୁ ନେଲା ଆଉ ୧୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣରେ ବ୍ରେକ୍ ଲାଗୁନି । ତାସହ ବଢୁଛି କରୋନା ଜନିତ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୧୨ ଜିଲ୍ଲାରୁ ୧୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ୧୫ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪…

ଦେଶରୁ ଦିନକରେ ପୁଣି ୪ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ, ଡେଥ୍ କେସ୍ ପାଖାପାଖି ୪ ହଜାର

ନୂଆଦିଲ୍ଲୀ: ଦେଶରେ କରୋନାରେ ସେକେଣ୍ଡ ଓ୍ୱେଭରେ ସଂକ୍ରମଣରେ ବ୍ରେକ ଲାଗୁନି । ମୃତ୍ୟୁର ବିଭୀଷିକା ରଚୁଛି ମହମାରୀ । ଦୈନିକ ସଂକ୍ରମଣ ପୁଣି ଥରେ ୪ ଲକ୍ଷ ପାର କରିଥିବା ବେଳେ ପ୍ରଥମ ଥର ମୃତ୍ୟୁସଂଖ୍ୟା ପାଖାପାଖି ୪ ହଜାର ହୋଇଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪ଲକ୍ଷ ୧୨…

ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ପୁଣି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଟପିଛି। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୦ ହଜାର ୫୨୧ ନୂଆ ଆକ୍ରାନ୍ତ। ଏନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।…

ସୋପିଆନରେ ଏନକାଉଣ୍ଟର, ୩ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ କାଶ୍ମୀରର ସୋପିଆନ୍ ଜିଲ୍ଲାରେ ଗୁରୁବାର ଦିନ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା ବେଳେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। https://twitter.com/KashmirPolice/status/1390097023886524417?s=19 ସୂଚନା…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୬-୫-୨୦୨୧ ଗୁରୁବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମଇ ତା୬ ରିଖ ଗୁରୁବାର ମେଷ ୨୩ ଦିନ ବୈଶାଖ ମାସ କୃଷ୍ଣପକ୍ଷ ଦଶମୀ ତିଥି ଶତଭିଷା ନକ୍ଷତ୍ର କୁମ୍ଭ ଚନ୍ଦ୍ର ଘାତ ବାର-: ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର-: ମିଥୁନ ରାଶି ପୁରୁଷଙ୍କ ଓ ମୀନ ରାଶିର ଆଜିର…

ଗଳ୍ପ : ଜୀବନ ଯନ୍ତ୍ରଣା

ପ୍ରିୟମ୍ବଦା ରଥ  ପ୍ରାୟ ରାତି ଦୁଇଟା ବେଳେ ମେଡିକାଲରୁ ଫୋନକରି ଜଣାଇଲେ ପ୍ରଭାତ ।ଖବରଟି ପାଇବା ପରେ ବ୍ୟତିବ୍ୟସ୍ତ ହୋଇପଡିଲେ ରୀତିକା । କିଛି ସମୟ ପାଇଁ ନିଜର ସ୍ଥିତିକୁ ସେ ଅନୁଭବ କରିପାରିନଥିଲେ। ସବୁକିଛି ନିସ୍ତବ୍ଧ ହୋଇଯାଇଥିଲା ଯେପରି। ସ୍ଵାଭାବିକ ଅବସ୍ଥାକୁ ଫେରିବାକୁ ତାଙ୍କୁ…

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଅସୁସ୍ଥ

ଭୁବନେଶ୍ବର : ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ବାସ୍ଥ୍ୟ ଅବସ୍ଥା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି । ଆଜି ତାଙ୍କୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଛି । ଭୁବନେଶ୍ବର ଏମସର ସ୍ବତନ୍ତ୍ର ଡ଼ାକ୍ତରୀ ଦଳ ପ୍ରଦୀପ୍ତ ନାୟକଙ୍କ ଚିକିତ୍ସା କରୁଛନ୍ତି । ଏବେ ତାଙ୍କ ଅବସ୍ଥା ସ୍ଥିର ଥିବା ଏମସ…

ବାହାଘର ଓ ଅନ୍ତ୍ୟେଷ୍ଟି ପାଇଁ ଡାଏଲ ୧୦୦

ଭୁବନେଶ୍ବର : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ବରରେ କମିଶନରେଟ୍ ପୋଲିସର ନୂଆ ପଦକ୍ଷେପ । ଏଣିକି ବିବାହ ଓ ଅନ୍ତ୍ୟେଷ୍ଟି ପାଇଁ ଥାନାକୁ ଯିବାକୁ ପଡ଼ିବ ନାହିଁ । ଘରେ ବସି ଭୁବନେଶ୍ବର ବାସିନ୍ଦାଙ୍କୁ ବିବାହ ଓ ଅନ୍ତ୍ୟେଷ୍ଟି ପାଇଁ ମିଳିବ ଅନୁମତି । ଭୁବନେଶ୍ବରରେ…