Latest Odisha News

BREAKING NEWS

ବାଥରୁମରେ ପଶିଥିଲା ନାଗ ସାପ, ବାହାରିବା ବେଳେ ଜାଲିରେ ଫସିଲା

ଭୁବନେଶ୍ୱର: ବାଥରୁମରେ ପଶିଥିଲା ନାଗ ସାପ । ବାହାରିବା ବେଳେ ଜାଲିରେ ଫସିଗଲା । ବେଶ କିଛି ସମୟ ଛଟପଟ ହେଲା ନାଗ ସାପ । ଭୁବନେଶ୍ୱର ପୋଖରୀପୁଟ ପ୍ଲଟ ନମ୍ବର ୫୫୮/ଈରେ ଅଜୟ ମୁଖାର୍ଜୀଙ୍କ ଘରେ ଆଜି ଏଭଳି ଘଟଣା ଦେଖିବାକୁ ମିଳିଥିଲା । ସକାଳୁ ଉଠି ବାଥରୁମ ଯିବା ପାଇଁ କବାଟ ଖୋଲି ଭିତରେ ଏକ…

[ଭିଡ଼ିଓ]ଗୁଳିମାଡ଼ କରି ମେଡ଼ିସିନ୍ ଦୋକାନରୁ ଲୁଟ୍, ପୋଲିସର ତଦନ୍ତ ଜାରି

ଭଦ୍ରକ: ଗୁଳିମାଡ଼ କରି ମେଡ଼ିସିନ୍ ଦୋକାନରୁ ଲୁଟ୍ ହୋଇଛି। ଭଦ୍ରକ ଜିଲ୍ଲାରେ ଘଟିଛି ଏହି ଅଘଟଣ। ୩ଟି ମୋବାଇଲ ସହ ୧୫ରୁ ୨୦ହଜାର ଟଙ୍କା ଲୁଟିନେଲେ ଦୁର୍ବୁତ୍ତ। ସୂଚନା ଅନୁସାରେ, ଭଦ୍ରକ ଆରଡ଼ି ଛକରେ ଥିବା ମାନବଜ୍ୟୋତି ମେଡ଼ିସିନ ଷ୍ଟୋରରୁ ହୋଇଛି ଲୁଟ୍। ଗତାକଲି ରାତିରେ ମେଡ଼ିସିନ ଦୋକାନ…

ଆକାଶ ପାଠକଙ୍କୁ ଆଜି ଝାରପଡ଼ା ଜେଲରେ ଜେରା କରିବ ଇଡି

ଭୁବନେଶ୍ୱର: ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଜେରାର ସାମନା କରିବେ ପୂର୍ବତନ ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକ । ତାଙ୍କୁ ଆଜି ଭୁବନେଶ୍ୱର ଝାରପଡ଼ା ଜେଲରେ ଜେରା କରିବ ଇଡିର ୩ ଜଣିଆ ଟିମ୍ । ଏଥିପାଇଁ ପ୍ରଶ୍ନବାଣ ପ୍ରସ୍ତୁତ ହୋଇଛି । ଗିରଫ…

ରାଜ୍ୟରୁ ୨୪ ଘଣ୍ଟାରେ ୨୭୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା କମୁଛି । ଏଣିକି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୩ଶହ ଭିତରେ ରହୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨୭୧ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ଅଛନ୍ତି ୧୫୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧୩ଟି । ୧୮ ବର୍ଷ…

ଆଜି ଛଟ୍ ପୂଜାର ଅନ୍ତିମ ଦିବସ, ଉଦିତ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦେଇ ସମାପନ କଲେ ବ୍ରତ

ଭୁୁବନେଶ୍ୱର: ଆଜି ହେଉଛି ଛଟ୍ ପୂଜାର ଉଦଯାପନୀ ଦିବସ। ୪ଦିନ ଧରି ଚାଲିଥାଏ ପର୍ବ। ସମାପନ ଦିବସରେ ସକାଳୁ ନଦୀ କିମ୍ବା ପୋଖରୀରେ ଉଦିତ ସୂର୍ଯ୍ୟକୁ ଅର୍ଘ ପ୍ରଦାନ କରି ବ୍ରତର ସମାପନ କରଛନ୍ତି ବ୍ରତଧାରୀ। ବିଶ୍ୱାସ ରହିଛି ଯେ, ଛଟ୍ ପୂଜାର ଶେଷ ଦିନରେ ଉଦିତ ସୂର୍ଯ୍ୟଙ୍କୁ ପୂଜା କରିବା ଦ୍ୱାରା…

OCAC ମୁଖ୍ୟଙ୍କ ନାଁରେ ଠକେଇ

ଭୁବନେଶ୍ୱର: ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ୍ ସେଣ୍ଟର ବା ଓକାକ୍ ମୁଖ୍ୟଙ୍କ ନାଁରେ ଠକେଇ ଅଭିଯୋଗ । OCAC ମୁଖ୍ୟ ମନୋଜ କୁମାର ପଟ୍ଟନାୟକଙ୍କ ନାଁରେ ଠକେଇ । ମନୋଜଙ୍କ ନାଁ କହି ହ୍ୱାଟ୍ସ ଆପରେ ଦୁର୍ବୃତ୍ତ ଲୁଟି ନେଲେ ୭ ଲକ୍ଷ ଟଙ୍କା । ଏନେଇ ଭୁବନେଶ୍ୱର ସହିଦନଗର ଥାନାରେ ଅଭିଯୋଗ କରିଛନ୍ତି…

ଆଜି ୧୪୩ଟି ସ୍ମାର୍ଟ ବିଦ୍ୟାଳୟର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୫ଟି ଏବଂ ମୋ ସରକାରଙ୍କ ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ୬୭ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ଶେଷ ହୋଇଛି। ବଦଳିଛି ସରକାରୀ ହାଇସ୍କୁଲର ରୂପରେଖ। ହାଇଟେକ ହେଉଛି ହାଇସ୍କୁଲ ଓ ନୂଆ ରୂପ ନେଇଛି ଶ୍ରେଣୀ ଗୃହ। ଆଜି…

ପିଟିଦେଲା ଅଜଣା ଗାଡ଼ି: ସାନ ଭାଇ ମୃତ, ବଡ଼ ଭାଇ ଗୁରୁତର

ଖଡ଼ିଆଳ: ଦୁର୍ଘଟଣା ନେଲା ସାନ ଭାଇର ଜୀବନ । ବଡ଼ ଭାଇ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି । ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଅନ୍ତର୍ଗତ ସାନ ବୁହେଲ ଛକରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଲେ ଲଛିପୁର ଗାଁର କୁନାଲ ଦୀପ । ତାଙ୍କ ବଡ଼ ଭାଇ ଗୋବିନ୍ଦ ଦୀପ ଗୁରୁତର ଅଛନ୍ତି ।…

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟ୍

ବାରିପଦା: ତେଲ ପକାଇବା ବାହାନାରେ ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲୁଟ୍ । ମୟୂରଭଞ୍ ଜିଲ୍ଲା ବୈଶିଙ୍ଗା ଥାନା ମାଣତ୍ରୀ ପେଟ୍ରୋଲ ପମ୍ପରୁ ବିଳମ୍ବିତ ରାତିରେ ଏହି ଲୁଟ୍ ହୋଇଛି । କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୪୦ ହଜାରରୁ ଅଧିକ ଟଙ୍କା ଧରି ଛୁ ମାରିଛନ୍ତି ଦୁଇ ଜଣ ଦୁର୍ବୃତ୍ତ ।…

ବଙ୍ଗୋପସାଗରରେ ଅବପାତ: ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସକ୍ରିୟ ରହିଛି । ଏହା ଆଜି ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ । ଏହାର ପ୍ରଭାବରେ ତାମିଲନାଡୁ ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତାମିଲାନଡୁର ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ…