Latest Odisha News

BREAKING NEWS

୨ କୋଟିରୁ ଅଧିକ ମୂଲ୍ୟରେ ବିକ୍ରି ହେଲା ଆପଲ୍‌ର ପ୍ରଥମ କମ୍ପ୍ୟୁଟର

ନୂଆଦିଲ୍ଲୀ: ଆପଲ୍ ର ପ୍ରଥମ କମ୍ପ୍ୟୁଟର ଆପଲ୍-୧ ନିକଟରେ ନିଲାମ କରାଯାଇଛି। ଏହି କମ୍ପ୍ୟୁଟରକୁ ୪ ଲକ୍ଷ ଡଲାରରେ ବିକ୍ରି କରାଯାଇଥିଲା। ଯାହା ଭାରତୀୟ ମୁଦ୍ରାରେ ପ୍ରାୟ ୨.୯୭ କୋଟି ଟଙ୍କା। ଏହି କମ୍ପ୍ୟୁଟର ବିଷୟରେ ସବୁଠାରୁ ବିଶେଷ କଥା ହେଉଛି ଏହା କମ୍ପାନୀର ପ୍ରତିଷ୍ଠାତା ଷ୍ଟିଭ୍ ଜବ୍ସ…

କଟକ ଅରିଲୋରେ ମେଗା ଓମଫେଡ୍ ଡାଏରୀ ପ୍ଲାଣ୍ଟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ : ଆଜି ଉଦଘାଟିତ ହୋଇଛି ରାଜ୍ୟର ସର୍ବବୃହତ ଓମଫେଡ୍ ଡାଏରୀ ପ୍ଲାଣ୍ଟ । କଟକ ବାରଙ୍ଗ ବ୍ଲକ ଅରିଲୋରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ବିଶିଷ୍ଟ ଓମଫେଡ୍ ମେଗା ଡାଏରୀ ପ୍ଲାଣ୍ଟ ଉଦଘାଟନ କରିଛନ୍ତି । ୩ଶହ କୋଟି ଟଙ୍କା ବ୍ୟୟରେ ଏହି ଅତ୍ୟାଧୁନିକ ଅଟୋ ମୋଟିକ…

ହାଇଡ୍ରୋଜେନ ବୋମା ପକାଇଲେ ନୱାବ, ଜାଲ ନୋଟ କାରୋବାରରେ ଫଡନାଭିସଙ୍କ ହାତ

ମୁମ୍ବାଇ: ଏନସିପି ନେତା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ବିପକ୍ଷରେ ବାକ୍ୟର ହାଇଡ୍ରୋଜେନ ବୋମା ପକାଇଛନ୍ତି । ନୱାବ ଚାଂଚଲ୍ୟକର ବୟାନ ଦେଇଛନ୍ତି ଯେ, ଫଡନାଭିସଙ୍କ ସହ ଜାଲ ନୋଟ କାରୋବାର କରୁଥିବା ଦାଉଦ ଇବ୍ରାହିମର ନିକଟତର ରିୟାଜ ଭାଟିଙ୍କ ଭଲ ସମ୍ପର୍କ…

‘ଚମ୍ବା’ ସ୍ଲିପର୍‌କୁ ମିଳିଲା ଜିଆଇ ଟ୍ୟାଗ୍

ନୂଆଦିଲ୍ଲୀ: ଚମ୍ବାର ଜଟିଳ ଚିତ୍ରିତ ଚମଡା 'ସ୍ଲିପର୍‌'କୁ ଭୗଗୋଳିକ ସୂଚକାଙ୍କ ଜିଆଇ ଅଧୀନରେ ପଞ୍ଜିକୃତ ହୋଇଛି। ସୁବର୍ଣ୍ଣ ଏବଂ ରଙ୍ଗୀନ ଏମ୍ବ୍ରୋଡୋରୀରେ ସୁସଜ୍ଜିତ ଚମ୍ବା ଚପଲଗୁଡିକ ଚମ୍ବା ସହରର କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥାଏ। ଜିଆଇ ଟ୍ୟାଗ୍ ପାଇବା ପାଇଁ…

ଯାନ୍ତ୍ରୀକ ତ୍ରୁଟି ଯୋଗୁଁ ଆସାମରେ ଜରୁରୀ ଅବତରଣ କଲା ବିମାନ, ଯାତ୍ରୀ ସୁରକ୍ଷିତ

ଆସାମ : ଆସାମରେ ଯାନ୍ତ୍ରୀକ ତ୍ରୁଟି ଯୋଗୁଁ ଜରୁରୀ ଅବତରଣ କଲା ବିମାନ। ବୁଧବାର ଆସାମର ସିଲଚରସ୍ଥିତ କୁମ୍ଭଗ୍ରାମରେ ବିମାନ ବନ୍ଦରରୁ ଉଡ଼ାଣ ଆରମ୍ଭ କରିଥିଲା ଏୟାର ଇଣ୍ଡିଆ ବିମାନ । ହେଲେ ପଛ ଚକାରେ କୌଣସି ତ୍ରୁଟି ଦେଖାଦେବାରୁ ବିମାନକୁ ଜରୁରୀ କାଳିନ ଅବତରଣ କରିବାକୁ ପଡ଼ିଛି । ବିମାନ…

ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ: ରାଇଫଲ, ୪ଅଫୁଟା ଗୁଳି ଓ ବିଭିନ୍ନ ସାମଗ୍ରୀ ଜବତ

କଳାହାଣ୍ଡି: ପୁଣି ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ। ଛତ୍ରଭଙ୍ଗ ଦେଇଥିଲେ ମାଓବାଦୀ। ବିଭିନ୍ନ ସାମଗ୍ରୀ ଜବତ ହୋଇଛି। କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଜଙ୍ଗଲରେ ୭ତାରିଖ ଦିନ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ସୂଚନା ଅନୁସାରେ,…

ସିଂଘୁ ବର୍ଡରରେ ଆତ୍ମହତ୍ୟା କଲେ ଆଉ ଜଣେ ଚାଷୀ !

ସିଂଘୁ: ହରିୟାଣାର ସିଂଘୁ ବର୍ଡରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଆଜି ଆଉ ଜଣେ କୃଷକଙ୍କ ମୃତ୍ୟୁ ଘଟିଛି । ବର୍ଡର ନିକଟରେ ଥିବା ଏକ ନୀମ ଗଛରେ ଗୁରପ୍ରୀତ ସିଂଙ୍କ ଶବ ଝୁଲି ରହିଥିଲା । କୁଣ୍ଡଳୀ ଥାନା ପୋଲିସ ଅଧିକାରୀ ଶବକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଦେଇଛି । ପ୍ରାରମ୍ଭିକ ତଦନ୍ତରେ…

୪ ସିଂହ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ରିପୋର୍ଟ ଅନୁଯାୟୀ, ସିଙ୍ଗାପୁର ପ୍ରାଣୀ ଉଦ୍ୟାନରେ ଚାରିଟି ଏସିଆଟିକ୍ ସିଂହ କରୋନା ସଂକ୍ରମିତ କର୍ମଚାରୀଙ୍କ ସଂସ୍ପର୍ଶରେ ଆସିବା ପରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏସିଆ ରିପୋର୍ଟରେ ପ୍ରାଣୀ ଉଦ୍ୟାନର ଅପରେଟର ମାନ୍ଦାଇ ୱାଇଲ୍ଡ ଲାଇଫ୍ ଗ୍ରୁପ୍‌ର ସଂରକ୍ଷଣ,…

ଓପିଏଚଡ଼ବ୍ଲ୍ୟୁସି ଡ଼େପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ଅଟକ, ଫ୍ରିଜ୍ ହେଲା ବ୍ୟାଙ୍କ ଆକାଉଣ୍ଟ

ଭୁବନେଶ୍ୱର: କୁବେର ବାବୁଙ୍କ ଘରେ ଚାଲିଥିବା ଚଢ଼ାଉ ଶେଷ ହୋଇଛି। ଗତକାଲିଠାରୁ ଓପିଏଚଡ଼ବ୍ଲୁସି ଡ଼େପୁଟି ମ୍ୟାନେଜର ପ୍ରତାପ ସାମଲଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଥିଲା ଚଢ଼ାଉ। ଚଢ଼ାଉ ପରେ ସମ୍ପତ୍ତିର ମୂଲ୍ୟାୟନ ଚାଲିଥିଲା। ଆଜି ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କରିଛି ଭିଜିଲାନ୍ସ। ଏହାସହ…

ବଢୁଛି ଶୀତ; ୧୫ ଡିଗ୍ରୀ ତଳେ ରାଜ୍ୟର ୬ ସହର

ଭୁବନେଶ୍ୱର: ରାଜ୍ୟରେ ୬ ସହର ୧୫ ଡିଗ୍ରୀ ତଳେ ରହିଛି। ବୁଧବାର କ୍ରମାଗତ ଚତୁର୍ଥ ଦିନ ପାଇଁ ୧୧ ଡିଗ୍ରୀ ସେଲସିୟସ ସହ ଡାରିଙ୍ଗବାଡି ସବୁଠାରୁ ଥଣ୍ଡା ସହର ବୋଲି ଆଇଏମଡି କହିଛି। ରାଜ୍ୟର ଅନ୍ୟ ପାଞ୍ଚଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ ତଳକୁ ଖସି ଆସିଛି। ସେଗୁଡ଼ିକ…