Latest Odisha News

BREAKING NEWS

ସାହିତ୍ୟାୟନ ପକ୍ଷରୁ ମନୋଜ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ବିଶିଷ୍ଠ ସାହିତ୍ୟ ସଂସ୍ଥା 'ସାହିତ୍ୟାୟନ' ପକ୍ଷରୁ ମନୋଜ ଦାସଙ୍କ ସ୍ମୃତିରେ 'ଅଦୂରବିଦେଶୀ ମନୋଜ' ଶୀର୍ଷକରେ ଅନଲାଇନ ମାଧ୍ୟମରେ ଏକ ଶୋକସଭା ଆୟୋଜିତ ହୋଇଯାଇଛି । ଜୟକୃଷ୍ଣ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାକୁ ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟ୍ଟନାୟକ ଉଦଘାଟନ କରି…

ଦିଦିଙ୍କ ଦବଦବା

ପଶ୍ଚିମବଙ୍ଗରେ ବାଜିମାତ୍ କରିଛି ଟିଏମସି । ଫେଲ୍ ମାରିଛି ବିରୋଧୀ ଦଳର ସବୁ ଅଙ୍କ । ଚଳିତ ବର୍ଷ ତୃତୀୟ ଥର ପାଇଁ ସରକାର ଗଢିବ ଟିଏମସି । ରାଜନୈତିକ ଗୋଟି ଚାଳନାରେ ପୁଣି ଶାସନ କ୍ଷମତା ଅକ୍ତିଆର କରିଛନ୍ତି ମମତା ବାନାର୍ଜୀ । ଆଉ ଏବେ ଅନେକ ରଥି ମହାରଥୀଙ୍କୁ ପଛରେ ପକାଇ ସରକାର ଗଢିବେ ମମତା…

ମେ’ ୫ରେ ଶପଥ ନେବେ ମମତା ବାନାର୍ଜୀ

କୋଲକାତା : ଆସନ୍ତା ମେ’ ୫ ତାରିଖରେ ତୃତୀୟ ଥର ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଟିଏମସି ସୁପ୍ରିମୋ ମମତା ବାନାର୍ଜୀ । ଏନେଇ ସୂଚନା ଦେଇଛନ୍ତି ଟିଏମସି ନେତା ପାର୍ଥ ଚାଟାର୍ଜୀ । ପାର୍ଥ ଚାଟାର୍ଜୀ କହିଛନ୍ତି, ମମତା ବାନାର୍ଜୀଙ୍କ ଶପଥ ଗ୍ରହଣ ପରେ ପ୍ରୋଟେମ୍ ସ୍ପିକର ଭାବେ…

ଦୋକାନରେ ଗହଳି ନ‌କରିବାକୁ ଅପିଲ କଲେ ଏସଆରସି

ଭୁବନେଶ୍ୱର: ଓଡିଶା ସରକାର ସାରା ରାଜ୍ୟରେ ଆସନ୍ତା ୫ରୁ ୧୯ ତାରିଖ ଯାଏଁ ଲକଡାଉନ ଘୋଷଣା କରିଛନ୍ତି। ଏଭଳି ସମୟରେ ଭୟଭୀତ ନହୋଇ ଶାନ୍ତି ଶୃଙ୍ଖଳା ରକ୍ଷା କରିବାକୁ ସ୍ବତନ୍ତ୍ର ରିଲିଫ କମିଶନର ଅପିଲ କରିଛନ୍ତି। ଏପରିକି ସହରରେ ଥିବା ଦୋକାନ ବଜାରରେ ଭିଡ଼ ନକରିବାକୁ ସେ ଜନସାଧାରଣଙ୍କୁ…

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୮୨୩ କରୋନା ଆକ୍ରାନ୍ତ

ଭୁବନେଶ୍ବର : ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ଆଉ ୮୨୩ କରୋନା ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୫୦ ଜଣ ଥିବା ବେଳେ, ୬୭୩ ଜଣ ଲୋକାଲ୍‌ କେସ୍‌ । ସେହିପରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୭୦୯ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର…

ଲକଡାଉନକୁ ନେଇ କ’ଣ କହିଲେ କମିଶନରେଟ ପୋଲିସ, ଜାଣନ୍ତୁ…

ଭୁବନେଶ୍ୱର: ଆସନ୍ତା ବୁଧବାର ଠାରୁ ଓଡ଼ିଶାରେ ଲକଡାଉନ ଆରମ୍ଭ ହେବାକୁ ଥିବାବେଳେ ଦୋକାନ ଆଗରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଯାହାକୁ ଦୃଷ୍ଟିରେ ରଖି ଦୋକାନ ଆଗରେ ଅଯଥା ଗହଳି ନକରିବାକୁ ଅପିଲ କରିଛି କମିଶନରେଟ ପୋଲିସ। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି ଯେ ଲକଡାଉନ୍…

ତାତିରୁ ମିଳିଲା ଆଶ୍ବସ୍ତି, ୪୦ ଡିଗ୍ରୀ ତଳେ ରାଜ୍ୟର ସବୁ ସହର

ଭୁବନେଶ୍ବର : ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି । ଆଜି ସାରା ରାଜ୍ୟରେ ପାରଦ ସାମାନ୍ୟ ତଳକୁ ଖସିଛି । ୪୦ ଡିଗ୍ରୀ ତଳେ ରହିଛି ରାଜ୍ୟର ସବୁ ସହରର ତାପମାତ୍ର । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ବାଲେଶ୍ବରରେ ତାପମାତ୍ରା ୩୫ ଡିଗ୍ରୀ ଥିବା ବେଳେ,…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୪୮୮ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୬୪୮୮ ସଂକ୍ରମିତ । ଏମାନେ ସୁସ୍ଥ ହେବା ପରେ ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଆଜି ଖୋର୍ଦ୍ଧାରୁ…

ସ୍ଥଗିତ ହେଲା ପିପିଲି ଉପନିର୍ବାଚନ 

ଭୁବନେଶ୍ୱର: ପିପିଲି ଉପନିର୍ବାଚନକୁ ସୋମବାର ଦିନ ସ୍ଥଗିତ କରିଛନ୍ତି ଭାରତୀୟ ନିର୍ବାଚନ କମିଶନର। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ପରବର୍ତ୍ତୀ ସମୟରେ ଉପନିର୍ବାଚନ ନେଇ ଏକ ନୂଆ ବିଜ୍ଞପ୍ତି ଜାରି କରାଯିବ ବୋଲି ସୂଚନା ମିଳିଛି। ଏହି…

ଲକଡାଉନରେ ଖୋଲା ରହିବ ଆହାର କେନ୍ଦ୍ର

ଭୁବନେଶ୍ୱର: ଲକଡାଉନ ସମୟରେ ଆହାର କେନ୍ଦ୍ର ଗୁଡିକ ଖୋଲା ରହିବ ବୋଲି ସୂଚନା ଦେଇଛନ୍ତି ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ୍ତ ଜେନା। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆହାର କେନ୍ଦ୍ର ଗୁଡିକରେ ବସି ଖାଇବା ସମ୍ପୂର୍ଣ୍ଣ ନିଷେଧ। ହେଲେ ବ୍ୟକ୍ତି ମାନେ ଘରକୁ…