Latest Odisha News

BREAKING NEWS

କୋଭିଡ ପରିଚାଳନା ଲାଗି ସିଏମସିକୁ ୧୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ: କୋଭିଡ ପରିଚାଳନା ଲାଗି କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି)କୁ ୧୦ କୋଟି ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସିଏମସି ଅନ୍ତର୍ଗତ ଅଞ୍ଚଳରେ କୋଭିଡ ପରିଚାଳନା ଲାଗି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି।

ଶରୀରରେ ଅମ୍ଳଜାନ ସ୍ତର ବୃଦ୍ଧି ପାଇଁ ନିୟମିତ କରନ୍ତୁ ଏହି କାମ

ନୂଆଦିଲ୍ଲୀ: ଅମ୍ଳଜାନ ବିନା ମାନବ ଜୀବନ କଳ୍ପନା କରାଯାଇପାରିବ ନାହିଁ। କରୋନା ସଂକ୍ରମଣର ଏକ ଗୁରୁତର ଲକ୍ଷଣ ହେଉଛି ଶରୀରର ଏକ ଅମ୍ଳଜାନ ସ୍ତର। ତେଣୁ, ସାମ୍ପ୍ରତିକ ସମୟର ଅବସ୍ଥାକୁ ଦୃଷ୍ଟିରେ ରଖି ସମସ୍ତ ପଦକ୍ଷେପ ନେବା ଉଚିତ ଯାହା ଦ୍ବାରା ଶରୀରରେ ଅମ୍ଳଜାନର ସଠିକ୍ ସ୍ତର ବଜାୟ ରହିବ।…

ଜମି ବାଡ଼ି ପାଇଁ ଦିବ୍ୟାଙ୍ଗ ଭାଇକୁ ଆକ୍ରମଣ କଲେ ଦୁଇ ଭାଇ

ବାଲେଶ୍ବର: ବାଲେଶ୍ବରରେ ଘଟିଛି ଅଭାବନୀୟ ଘଟଣା। ଦୀବ୍ୟାଙ୍ଗ ଭାଇକୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଦୁଇ ଭାଇ। ସୂଚନା ଅନୁଯାୟୀ, ବଲାଙ୍ଗିର ଜିଲ୍ଲା କଟାପାଲି ଗାଁରେ ମାଧବ ହାତୀକୁ ଜମିବାଡ଼ି ବିବାଦକୁ ନେଇ ଦୁଇ ଭାଇ ନିତ୍ୟା ହାତୀ ଓ ସାରଙ୍ଗ ହାତୀ ଶାବଳରେ ଆକ୍ରମଣ କରିଥିଲେ। ଗୁରୁତର ଦୁଇ…

କରୋନାରେ ଚାଲିଗଲା ଆଉ ଜଣେ ସାମ୍ବାଦିକଙ୍କ ଜୀବନ

ଭୁବନେଶ୍ୱର: ଦିଲ୍ଲୀରେ ଅବସ୍ଥାପିତ ଏବଂ ଓଡିଶାରେ ଜନ୍ମିତ ସାମ୍ବାଦିକ ମନୋଜ ବେବୋର୍ତ୍ତାଙ୍କର ରବିବାର ରାତିରେ କଟକସ୍ଥିତ ଏକ ଘରୋଇ ଡାକ୍ତରଖାନାରେ କରୋନାରେ ସଂକ୍ରମିତ ହୋଇ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୩୮ ବର୍ଷ ହୋଇଥିଲା। ମନୋଜ ନ୍ୟୁଜ୍ ୧୮ ରେ ଏକ…

ଏହି ରାଜ୍ୟରେ ବି କରୋନା ସମ୍ମୁଖ ଯୋଦ୍ଧାର ମାନ୍ୟତା ପାଇଲେ ସାମ୍ବାଦିକ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶ ସରକାର ସୋମବାର ଦିନ କାର୍ଯ୍ୟରତ ସାମ୍ବାଦିକଙ୍କୁ କୋଭିଡ୍‌ ସମ୍ମୁଖ ଯୋଦ୍ଧା ଭାବେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି ଯେ ଏହି "କୋଭିଡ୍‌ ମହାମାରୀ" ସମୟରେ ସାମ୍ବାଦିକମାନେ ନିଜ କର୍ତ୍ତବ୍ୟ ପାଳନ କରୁଥିବାବେଳେ ସେମାନଙ୍କ…

ଆଇପିଏଲରେ କରୋନା ସଙ୍କଟ, ଚେନ୍ନାଇ ଟିମର ୩ ସଦସ୍ୟଙ୍କ ରିପୋର୍ଟ ପଜିଟିଭ

ଅହମ୍ମଦାବାଦ: କରୋନା ମହାମାରୀ ଧିରେ ଧିରେ ଏବେ ଆଇପିଏଲକୁ ଗ୍ରାସ କରିବାକୁ ଲାଗିଛି । ସୋମବାର କୋଲକାତା ନାଇଟ ରାଇଡର୍ସର ବରୁଣ ଚକ୍ରବର୍ତି ଓ ସନ୍ଦୀପ ୱାରିୟର କରୋନା ସଂକ୍ରମିତ ହେବା ପରେ ଆଜିର ମୁକାବିଲାକୁ ବାତିଲ କରି ଦିଆଯାଇଛି । ଏହା ପରେ ଚେନ୍ନାଇ ସୁପର କିଙ୍ଗ୍‌ସର ୩ ଜଣ ସଦସ୍ୟଙ୍କ…

ଡିଏମକେ ଜିତିବ ବୋଲି ମାନସିକ ରଖିଥିଲେ ମହିଳା, ଜିଭ କାଟି ପୂରଣ କଲେ ପ୍ରତିଜ୍ଞା

ଚେନ୍ନାଇ:ଡିଏମକେ ଜିତିବ ବୋଲି ତାମିଲନାଡୁର ଜଣେ ମହିଳା ମାନସିକ କରିଥିଲେ । ଏହା ପୂରଣ ହେବାରୁ ୩୨ ବର୍ଷୀୟା ବନୀତା ଜିଭ କାଟି ତାଙ୍କ ପ୍ରତିଜ୍ଞା ରଖିଛନ୍ତି । ଏହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ଘଟଣାଟି ସତ । କୋଭିଡ-୧୯ କଟକଣା ଯୋଗୁ ତାଙ୍କୁ ମୁଥାଲମନ ମନ୍ଦିର ଭିତରକୁ ଯିବା ପାଇଁ…

ମେ ୫ରୁ ଆନ୍ଧ୍ରପ୍ରଦେଶରେ ଆଂଶିକ ଲକ୍‌ଡାଉନ୍‌

ଆନ୍ଧ୍ରପ୍ରଦେଶ: କୋଭିଡ-୧୯ ମାମଲାରେ କ୍ରମାଗତ ବୃଦ୍ଧି ପରେ ଆନ୍ଧ୍ରପ୍ରଦେଶ ସରକାର ମେ ୫ଠାରୁ ଦୁଇ ସପ୍ତାହ ପର୍ଯ୍ୟନ୍ତ ଆଂଶିକ ଲକ୍‌ଡାଉନ୍‌ କରିବାକୁ ଘୋଷଣା କରିଛନ୍ତି। ଆଜି ଅମରାବତୀର କ୍ୟାମ୍ପ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ୱାଇଏସ୍‌ ଜଗନ୍ ମୋହନ ରେଡ୍ଡୀ ଏହି…

ଆନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଲେ ପେରିରା

କଲମ୍ବୋ:୩୨ ବର୍ଷ ବୟସରେ ଶ୍ରୀଲଙ୍କାର ଷ୍ଟାର ଅଲରାଉଣ୍ଡର ଥିସରା ପେରିରା ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ୨୦୦୯ରେ ସେ ଭାରତ ବିପକ୍ଷରେ ଏକଦିବସୀୟ ମ୍ୟାଚ ମାଧ୍ୟମରେ ଆନ୍ତର୍ଜାତୀୟ ପଦାର୍ପଣ କରିଥିଲେ । ସେ ଶ୍ରୀଲଙ୍କା ପକ୍ଷରୁ ୬ଟି ଟେଷ୍ଟ, ୧୬୬ଟି ଦିନିକିଆ ଓ ୮୪ଟି୨୦…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ଅନୁରାଗ ଅନ୍ତରାଳେ ଅସରନ୍ତି ଚେଷ୍ଟାରେ ଅଛି ତୁମ ସତ୍ତାକୁ ବାସ୍ତବ ରୂପ ଦେଇ ପରିପୂର୍ଣ୍ଣତାର ବିଭୋରତାକୁ ଆତ୍ମସ୍ଥ କରିବାକୁ ।ଈଶ୍ୱରଙ୍କୁ ଖୋଜିବାର ବ୍ୟାକୁଳତା ନେଇ ବାଳକ ଧ୍ରୁବ ଯେଉଁଭଳି ଛୁଇଁ ଛୁଇଁ ଯାଉଥିଲା ହିଂସ୍ର ବନ୍ୟପ୍ରାଣୀଠାରୁ କାଳଖଣ୍ଡକୁ ଜାବୁଡି ଧରିଥିବା ମହାଦ୍ରୁମ ଯାଏଁ…