ଡିଭାଇଡର ଉପରେ ଚଢିଗଲା କାର୍, ୩ ମୃତ
ବରଗଡ଼: ଡିଭାଇଡର ଉପରେ ଚଢିଗଲା କାର୍, ୩ ଜଣଙ୍କ ମୃତ୍ୟୁ ହୋଇଛି। ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବରଗଡ଼ ଭଟଲି ଛକ ଓଭର ବ୍ରିଜରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା।
ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ମାଡ଼ିଗଲା କାର୍।…