Latest Odisha News

ତେଜିଲା ଦିବ୍ୟଶଙ୍କରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମର୍ଥନ, ୧୨ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାକୁ ନେଇ ସାରା ରାଜ୍ୟରେ ତେଜୁଛି ଆନ୍ଦୋଳନ । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଦାବିରେ ଉଠୁଛି ପଡୁଛି ରାଜ୍ୟ ରାଜନୀତି । ହେଲେ ବିରୋଧୀଙ୍କୁ ଆହୁରି ଖୋରାକ ଯୋଗାଇଛି କଳାହାଣ୍ଡି ଗସ୍ତରେ ଦିବ୍ୟଶଙ୍କରଙ୍କୁ ପାଖରେ ବସାଇ ମୁଖ୍ୟମନ୍ତ୍ରୀ…

ଅଳିଆ ପାଇଁ ୟୁଜର୍ସ ଫି’ ଦେବେ ପୁରୀବାସୀ

ପୁରୀ : ଅଳିଆ ପାଇଁ ୟୁଜର୍ସ ଫି ଦେବେ ପୁରୀବାସୀ ।  ଆସନ୍ତା ୧୦ ତାରିଖରୁ ଫି ଆଦାୟ ନେଇ ନିର୍ଦ୍ଦେଶାନାମା ଜାରି କରିବା ପରେ ସହରବାସୀଙ୍କ ଚିନ୍ତା ବଢିଛି । ୫୦୦ ବର୍ଗ ଫୁଟ ବିଶିଷ୍ଟ ଘର ପାଇଁ ୨୫ ଟଙ୍କା, ୧୨୦୦ ବର୍ଗ ଫୁଟ ଘର ପାଇଁ ୫୦ ଟଙ୍କା, ୩ହଜାର ବର୍ଗ ଫୁଟ ଘର ପାଇଁ ୭୦ ଟଙ୍କା ଓ ୫ହଜାର…

ନୂଆପଡ଼ାରେ ଭର୍ଚ୍ୟୁଆଲରେ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ,୪୮୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

ନୂଆପଡ଼ା :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡ଼ା ଜିଲ୍ଲାରେ ବିଜୁସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଛନ୍ତି। ଭର୍ଚ୍ୟୁଆଲ୍ ମାଧ୍ୟମରେ ସଦର ମିନି ଷ୍ଟାଡିୟମରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ପ୍ରାୟ ୧ଲକ୍ଷ ୭୩ ହଜାର ଲୋକ ଏହି ସୁବିଧା…

ସମାଜ ସେବା ପାଇଁ ଅଗୁସ ଇନ୍ଦ୍ର ଉଦୟନଙ୍କୁ ପଦ୍ମଶ୍ରୀ ସମ୍ମାନ

ଦିଲ୍ଲୀ : ସମାଜ ସେବା ପାଇଁ ପଦ୍ମଶ୍ରୀ ସମ୍ମାନ । ଇଣ୍ଡୋନେସିଆର ଅଗୁସ ଇନ୍ଦ୍ର ଉଦୟନଙ୍କୁ ପଦ୍ମଶ୍ରୀ ସମ୍ମାନରେ ଆଜି ସମ୍ମାନିତ କରାଯାଇଛି । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଇନ୍ଦ୍ର ଉଦୟନଙ୍କୁ ସମ୍ମାନୀତ କରିଛନ୍ତି । ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ ବିଶ୍ବର…

ଆସନ୍ତାକାଲି ନବୀନ-ଜଗନମୋହନ ଆଲୋଚନା

ଭୁବନେଶ୍ବର : ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ । ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ମୋହନ । ଏହି ଅବସରରେ ଉଭୟଙ୍କ ମଧ୍ୟରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନ ହେବ । ଦୁଇ…

୪ ଦିନରେ ରଜନୀକାନ୍ତଙ୍କ ଅନ୍ନାଥେ କଲେକ୍ସନ କଲାଣି ୧୭୪ କୋଟି !

ଚେନ୍ନାଇ: ସୁପରଷ୍ଟାର ରଜନୀକାନ୍ତଙ୍କ ନୂତନ ଫିଲ୍ମ ଅନ୍ନାଥେ ବକ୍ସ ଅଫିସରେ ଝଡ ସୃଷ୍ଟି କରିଛି । ରିଲିଜର ୪ ଦିନ ମଧ୍ୟରେ ଏହି ଫିଲ୍ମ ୱାର୍ଲ୍ଡୱାଇଡ ୧୭୪ କୋଟି ଟଙ୍କା ଆୟ କରି ସାରିଛି । ଦକ୍ଷିଣ ଭାରତର ଅଧିକାଂଶ ହଲରେ ଏହା ହାଉସଫୁଲ ଚାଲିଛି । ୧୦୦ କୋଟିରୁ ଅଧିକ ଆୟ କରିବାରେ ଏହା…

ଅନ୍ଧାରରେ ଗାଁ.. ..

ଗୋପବନ୍ଧୁନଗର: ଅନ୍ଧାରରେ ରହିଛନ୍ତି ଗାଁର ଲୋକେ । ଦୁଇ ମାସରୁ ଅଧିକ ଦିନ ହେଲା ଡିବିରି ଆଲୁଅ ପାଲଟିଛଇ ଆଶା ଭରସା । ଏହିି ଦୃଶ୍ୟ ଦେଖିବାକୁ ମିଳିଛି ମୟୂରଭଞ୍ଜ ଗୋପବନ୍ଧୁନଗର ବ୍ଲକ ଅନନ୍ତସାହିରେ । ଦୁଇ ମାସ ପୂର୍ବେ ଗାଁକୁ ବିଦ୍ୟୁତ ଯୋଗାଉଥିବା ବିଦ୍ୟୁତ ଟ୍ରାନ୍ସଫର୍ମରଟି…

ନଭେମ୍ବର ୨୯ରୁ ଡିସେମ୍ବର ୨୩ ଯାଏଁ ସଂସଦରେ ଶୀତ ଅଧିବେସନ ଚାଲିବ

ଦିଲ୍ଲୀ: ସଂସଦରେ ଆରମ୍ଭ ହେବ ଶୀତକାଳୀନ ଅଧିବେସନ । ଏହି ଅଧିବେସନ ଚଳିତ ମାସ ୨୯ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେସନରେ ୨୦ ଟି କାର୍ଯ୍ୟଦିବସ ରହିବ ବୋଲି ଜଣାପଡ଼ିଛି ।ଏଥିପାଇଁ କ୍ୟାବିନେଟ କମିଟି ସୁପାରିଶ କରିଛି।ଏଥର କୋଭିଡ କଟକଣା ଅନୁସାରେ…

ଦେଶରେ ବିମୁଦ୍ରାକରଣକୁ ପୂରିଲା ୫ ବର୍ଷ

ନୂଆଦିଲ୍ଲୀ : ଦେଶରେ ବିମୁଦ୍ରାକରଣକୁ ପୂରିଛି ୫ ବର୍ଷ । ଗତ ୨୦୧୬ ନଭେମ୍ବର ୮ ତାରିଖରେ ୫୦୦ ଓ ହଜାର ଟଙ୍କିଆ ନୋଟକୁ ଅଚଳ କରିଥିଲେ କେନ୍ଦ୍ର ସରକାର । ଦେଶରୁ କଳାଟଙ୍କା ହଟାଇବା ଲକ୍ଷ୍ୟରେ କେନ୍ଦ୍ର ସରକାର ବିମୁଦ୍ରାକରଣ ପାଇଁ ନିଷ୍ପତ୍ତି ନେଇଥିଲେ । ହେଲେ ଏହି ପଦକ୍ଷେପ ଯୋଗୁ ବିଶେଷ…

ବଣାଇଁରେ ଆତଙ୍କ ମଚାଉଥିବା ଡାକୟତ ଗ୍ୟାଙ୍ଗ ଗିରଫ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ବଣାଇଁ ଉପଖଣ୍ଡର ବିଭିନ୍ନ ଥାନା ଅଞ୍ଚଳରେ ଆତଙ୍କ ମଚାଇ ଲୁଟ୍ ତରାଜ ଚଳାଇଥିବା ଏକ ଡକାୟତ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ଲହୁଣିପଡ଼ା ପୋଲିସ । ଲହୁଣିପଡ଼ା ଥାନା ଅନ୍ତର୍ଗତ ଏକ ଜନସେବା କେନ୍ଦ୍ର, ଏକ ବିଦେଶୀ ମଦ ଦୋକାନରୁ ବନ୍ଧୁକ ମୁନରେ ଡକାୟତି କରିବା…