କୋଭିଡ୍ ଡ୍ୟୁଟିରେ ସାମିଲ ହେଲେ ଏସସିବି ମେଡିକାଲ କଲେଜର ୬ ଇଣ୍ଟର୍ଣ୍ଣ ଛାତ୍ରଛାତ୍ରୀ
ଭୁବନେଶ୍ୱର: କଟକସ୍ଥିତ ଏସସିବି ମେଡିକାଲ କଲେଜର ୬ ଜଣ ଇଣ୍ଟର୍ଣ୍ଣ ଛାତ୍ରଛାତ୍ରୀଙ୍କୁ କୋଭିଡ୍ ଡ୍ୟୁଟିରେ ନିୟୋଜିତ କରାଯାଇଛି।
ଏକ ବିଜ୍ଞପ୍ତିରେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ଯେ କୋଭିଡ୍-୧୯ ସମ୍ବନ୍ଧୀୟ କାର୍ଯ୍ୟଗୁଡ଼ିକର ସୁଗମ ପରିଚାଳନା ପାଇଁ IDCO…