ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ, ଅଳ୍ପକେ ବର୍ତ୍ତିଲେ ଝିଅ
ସୁନ୍ଦରଗଡ଼: ମହିଳାଙ୍କୁ କଚାଡ଼ି ମାରିଲା ହାତୀ । ଏହିପରି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲାର ବଣାଇ ରେଞ୍ଜ ସାନଦଲକି ଗାଁରେ । ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏଥିରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ତାଙ୍କ ଝିଅ ।
ସୂଚନା ଅନୁସାରେ, ଗାଁରେ ଏକ ଦନ୍ତା ହାତୀ…