Latest Odisha News

ଆଜି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ: ବାଣ୍ଟିବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ଼, ସୁରକ୍ଷା…

କଳାହାଣ୍ଡି: ଆଜି କଳାହାଣ୍ଡି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭବାନୀପାଟଣାସ୍ଥିତ ଓୟୁଏଟି ପଡ଼ିଆରେ ଆଜି ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ଼ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି। ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାକୁ ନେଇ…

ଓଡ଼ିଶାର ପ୍ରଖ୍ୟାତ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶାର ପ୍ରଖ୍ୟାତ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ। ସୋମବାର ସକାଳେ କ୍ୟାପିଟାଲ ହସ୍ପିଟାଲରେ ତାଙ୍କ ଦେହାନ୍ତ ହୋଇଛଇ। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ନିଶ୍ୱାସ ପ୍ରଶ୍ବାସ ନେବାରେ ଅସୁବିଧା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା।…

ଭାରତୀୟ ମତ୍ସ୍ୟଜୀବୀଙ୍କୁ ଗୁଳି କରିବା ପାକିସ୍ତାନକୁ ପଡ଼ିବ ମହଙ୍ଗା; ପ୍ରତିଶୋଧ ନେବ ଭାରତ

ନୂଆଦିଲ୍ଲଈ: ଗୁଜୁରାଟ ଉପକୂଳବର୍ତ୍ତୀ ଆରବ ସାଗରରେ ଥିବା ଆନ୍ତର୍ଜାତୀୟ ସାମୁଦ୍ରିକ ସୀମା ନିକଟରେ ଥିବା ଏକ ଭାରତୀୟ ଡଙ୍ଗାରେ ପାକିସ୍ତାନୀ ସାମୁଦ୍ରିକ ସୁରକ୍ଷା ଏଜେନ୍ସି (ପିଏମଏସଏ) କର୍ମଚାରୀ ଗୁଳି ଚଳାଇବା ଦ୍ବାରା ମହାରାଷ୍ଟ୍ରର ଜଣେ ମତ୍ସ୍ୟଜୀବୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ…

ଆଜି ଏନ୍‌ସିବି ଆଗରେ ହାଜର ହୋଇପାରନ୍ତି ଆର୍ୟନ୍‌

ମୁମ୍ବାଇ: ମୁମ୍ବାଇ କ୍ରୁଜ୍ ଡ୍ରଗ୍ସ ମାମଲାରେ ବଲିଉଡ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ୟନ୍‌ଙ୍କୁ ଗତକାଳି ଏନ୍‌ସିବି ସମନ ଜାରି କରିଥିଲା। କିନ୍ତୁ ସେ ଅସୁସ୍ଥ ଥିବାରୁ ସେ ବର୍ତ୍ତମାନ ସୁଦ୍ଧା ଏନ୍‌ସିବି ଆଗରେ ହାଜର ହୋଇନଥିବା ଜଣାପଡ଼ିଛି। ଏନସିବି ସୂତ୍ର ଅନୁଯାୟୀ ସୋମବାର କିମ୍ବା…

ଲଖିମ୍‌ପୁର ଖେରୀ ହିଂସା; ଆଜି ହୋଇପାରେ ଶୁଣାଣି

ନୂଆଦିଲ୍ଲୀ: ଆଜି ତଥା ଅକ୍ଟୋବର ୮ରେ ସୁପ୍ରିମକୋର୍ଟ ଲଖିମ୍‌ପୁର ଖେରୀ ହିଂସା ଘଟଣାରେ ଶୁଣାଣି କରିପାରନ୍ତି। ଯେଉଁଥିରେ ଜଣେ କୃଷକଙ୍କ ବିରୋଧ ସମୟରେ ଚାରିଜଣ ଚାଷୀଙ୍କ ସମେତ ୮ ଜଣଙ୍କର ମୃତ୍ୟୁ ଘଟିଥିଲା। ପ୍ରଧାନ ବିଚାରପତି ଏନ ଭି ରମଣ ଏବଂ ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ ହିମା…

ସିଆରପିଏଫ୍ ଯବାନଙ୍କ ଗୁଳିରେ ପ୍ରାଣ ହରାଇଲେ ୪ଜଣ ଯବାନ

ମାଲକାନଗିରି: ସିଆରପିଏଫ୍ ଯବାନଙ୍କ ଗୁଳିରେ ଚାରି ଜଣ ସାଥୀ ଯବାନ ପ୍ରାଣ ହରାଇଛନ୍ତି। ଏପରି ଅଭାବନୀୟ ଘଟଣା ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକୁମା ଜିଲ୍ଲାରେ ଦେଖିବାକୁ ମିଳିଛି। ତିନି ଜଣ ଗୁରୁତର ଅଛନ୍ତି। ଗୁଳି ଚାଳନା କରିଥିବା ଯବାନ ହେଲେ ରିତେଶ ରଞ୍ଜନ। ସୂଚନା ଅନୁସାରେ,…

ଗଳ୍ପ : ମୃତ ପ୍ରଜାପତି

ପ୍ରସେନଜିତ୍ ସେଠୀ  ପ୍ରଜାପତି ଦେଖିଲେ ଭାରି ଭଲ ଲାଗେ। ତାର ରଙ୍ଗୀନ ଦୁଇ ପଙ୍ଖରେ ଚିତ୍ର ବିଚିତ୍ର କାରିଗରୀ। ବିଧାତା କି ବିଚିତ୍ର ଭାବରେ ଗଢ଼ିଚି ଏଇ ଜୀବଟିକୁ। ରଙ୍ଗ ବେରଙ୍ଗର ଆଉ ଭିନ୍ନ ଭିନ୍ନ ଆକାରର ପ୍ରଜାପତିମାନେ ଯେତେବେଳେ ଧିର ଗତିରେ ଉଡ଼ିଯାଆନ୍ତି, ଯେ କେହି ବି ବିମୁଗ୍ଧ…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ସଖା ! ଏହି ସମ୍ବୋଧନ ତୁମ ପାଇଁ ପ୍ରଯୁଜ୍ୟ ବୋଲି ଖୁବ୍ ପିଲାବେଳୁ ବୁଝେଇ ଦେଇଥିଲେ ନନା । ମନେ ନାହିଁ ଆଜି ଯାଏଁ କେବେ ତୁମ ପାଖକୁ ଚିଠିଟେ ଲେଖିଛି ଖୁସିରେ । ଲୁହ ଆସିଲା କି ଆସିବାର ଉପକ୍ରମ କଲା ତ ଚିଠି ଲେଖିଯାଏ ମନରେ ନତୁବା କଲମ ଦେଇ କାଗଜ ଦେହରେ । ତୁମେ ତୁମର ସେହି ରଙ୍ଗା ଅଧରରେ…

ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା (୯୧)

ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୯୧ ଖୋଜିବା ଜାରି ରହିଲା ମୋର।ଅଧାପାଠରୁ ବନ୍ଦ ରହିଥିବା ବାଳୁଙ୍ଗା ଭିତରୁ ଧାନ ଖୋଜିଲି। ମିଳିଲେ କିଛି ସତ,ବାଳୁଙ୍ଗାବି ରହିଲେ ତା' ସହିତ । ସେଇମାନଙ୍କୁ ସନ୍ଧ୍ୟାରେ ପଢେଇଲି ଓ ପରୀକ୍ଷା ଦେବାପାଇଁ ଉସକେଇଲି। ଜମା ସହଜ…

ସାହିତ୍ୟକ୍ଷେତ୍ର : ଧର୍ମକ୍ଷେତ୍ର ନା ଯୁଦ୍ଧକ୍ଷେତ୍ର

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…    ରସିକ ରାଜ୍ୟ ହିସାବରେ ଓଡିଶାର ପଟାନ୍ତର ପୃଥିବୀରେ ବିରଳ । ଏଠି ବିଳାସ ଓ ସମ୍ଭୋଗରେ ଦିନ କଟିଯାଉଥିଲା । ଓଡ଼ିଶାର ସାହିତ୍ୟ ସୂଚନା ଦେଉଛି ଏଠି ମରୁଡ଼ି ନଥିଲା, ଭ୍ରଷ୍ଟାଚାର, ଦୁର୍ନୀତି ନଥିଲା, ହତ୍ୟା, ଲୁଣ୍ଠନ, ରାହାଜାନୀ,…