ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ: ବାହାର ରାଜ୍ୟରୁ ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୋଲିସ
ବ୍ରହ୍ମପୁର: ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣା । ପୋଲିସ ହାତରେ ସାର୍ପ ସୁଟର ଧରାପଡିଥିବା ସୂଚନା ମିଳୁଛି । ବିହାରରୁ ୨ ଜଣଙ୍କୁ ଉଠାଇ ଆଣିଛି ବ୍ରହ୍ମପୁର ପୋଲିସ। ସେହିପରି ପଶ୍ଚିମବଙ୍ଗରୁ ମଧ୍ୟ ଆଉ ୨ ଜଣଙ୍କୁ ପୋଲିସ ଉଠାଇ ଆଣିଥିବା ସୂଚନା ରହିଛି।
ମୁଖ୍ୟ…