ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସମ୍ଭାବନା , ପୁଣି ବର୍ଷିବ
ଭୁବନେଶ୍ୱର: ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ନଭେମ୍ବର ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି।
ଶୁକ୍ରବାର ଦିନ ସୁମାତ୍ରା ଦ୍ବୀପ…