Latest Odisha News

BREAKING NEWS

ବିଜୟ ସହ ଶୀର୍ଷକୁ ଫେରିବା ଲକ୍ଷ୍ୟରେ ବାଙ୍ଗାଲୋର

ଅହମ୍ମଦାବାଦ: ଚଳିତ ଆଇପିଏଲରେ ଶୁକ୍ରବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ପଞ୍ଜାବ କିଙ୍ଗସ ମଧ୍ୟରେ ମୁକାବିଲା ହେବ । ବିରାଟ କୋହଲି ନେତୃତ୍ୱାଧୀନ ବାଙ୍ଗାଲୋର ଏହି ମ୍ୟାଚରେ ବିଜୟ ହାସଲ କରି ପଂଏଟ ଟେବୁଲର ଶୀର୍ଷକୁ ଫେରିବା ଲକ୍ଷ୍ୟରେ ରହିବ । ଅପରପକ୍ଷରେ ଲୋକେଶ ରାହୁଲଙ୍କ ନେତୃତ୍ୱରେ…

କରୋନାରେ ଆଉ ଜଣେ ସାମ୍ବାଦିକଙ୍କ ମୃତ୍ୟୁ

ରାଉରକେଲା: କରୋନାରେ ଆଉ ଜଣେ ସାମ୍ବାଦିକଙ୍କ ମୃତ୍ୟୁ। ସାମ୍ବାଦିକ ଅଦ୍ୱ‌େତ ପ୍ରସାଦ ବିଶ୍ବାଳ ରାଉରକେଲାସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ସୂଚନାନୁସାରେ, ଶ୍ରୀ ବିଶ୍ୱାଳ ଏକ ସପ୍ତାହରୁ ଅଧିକ ସମୟ ଧରି କରୋନା ସହ ଲଢେଇ ଜାରି…

ପୁରୀରେ ସନ୍ଧ୍ୟା ୬ରୁ ଦୋକାନ ବଜାର ବନ୍ଦ

ପୁରୀ: ପୁରୀ ଜିଲ୍ଲାରେ କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଆଜି ଠାରୁ ସହରରେ ସନ୍ଧ୍ୟା ୬ଟା ପରେ ଦୋକାନ ବଜାର ବନ୍ଦ ରହିବ। ସୂଚନା ଅନୁଯାୟୀ ବ୍ୟବସାୟୀ ମାନେ ସକାଳ ୫ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବ୍ୟବସାୟ କରିପାରିବେ ବୋଲି ଗତକାଲି ବ୍ୟବସାୟ ସଂଘ ସହ ଆଲୋଚନା ପରେ ନିଷ୍ପତ୍ତି ହୋଇଛି…

ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଲାଗୁ କରିବା ପାଇଁ ଦାବୀ କଲେ ଆପ୍ ବିଧାୟକ ଶୋଏବ

ନୂଆଦିଲ୍ଲୀ: ଦିଲ୍ଲୀରେ ଆମ ଆଦମୀ ପାର୍ଟିର ବିଫଳତା ସମ୍ପୂର୍ଣ୍ଣ ଭାବେ ପଦାରେ ପଡିଛି । କୋଭିଡ-୧୯ ସଂକ୍ରମଣକୁ ରୋକିବାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ତାଙ୍କ ସରକାର ଫେଲ୍ ମାରିଛନ୍ତି । ଏହା ମଧ୍ୟରେ ଆପ ବିଧାୟକ ଶୋଏବ ଇକବାଲ ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଲାଗୁ କରିବା ପାଇଁ…

ପର୍ଯ୍ୟଟକ ଧ୍ୟାନ ଦିଅନ୍ତୁ: କାଲିଠୁ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ୍ ବନ୍ଦ

ଭୁବନେଶ୍ୱର: ନନ୍ଦନକାନନ ଓ ବଟାନିକାଲ୍ ଗାର୍ଡେନ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ଜରୁରୀ ସୂଚନା । ଆସନ୍ତାକାଲିଠାରୁ ବନ୍ଦ ରହିବ ଭୁବନେଶ୍ୱର ଉପକଣ୍ଠରେ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଏହାସହ ବଟାନିକାଲ୍ ଗାର୍ଡେନ ବି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଏନେଇ ନନ୍ଦନକାନନ…

ଏହି ରାଜ୍ୟରେ ୧୮ରୁ ୪୪ ବୟସ ବର୍ଗଙ୍କ ପାଇଁ ମେ ୧ରୁ ଆରମ୍ଭ ହେବନି ଟିକାକରଣ ଅଭିଯାନ

ମଧ୍ୟପ୍ରଦେଶ: ୧୮ରୁ ୪୪ ବୟସ ବର୍ଗଙ୍କ ପାଇଁ ଟିକାକରଣ ଅଭିଯାନ ମଧ୍ୟପ୍ରଦେଶରେ ମେ ୧ ରୁ ଆରମ୍ଭ ହେବ ନାହିଁ। ଏ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ ଉତ୍ପାଦକମାନେ ଠିକ୍ ସମୟରେ ଟିକା ଯୋଗାଇ ପାରିବେ ନାହିଁ ଯେଉଁଥିପାଇଁ ମେ ୧ରୁ ଏହି ଅଭିଯାନ…

କରୋନାରୁ ସୁସ୍ଥ ହେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ: ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନାକୁ ହରାଇବାରେ ସଫଳ ହୋଇଛନ୍ତି । ଏପ୍ରିଲ ୧୪ରେ ଯୋଗୀ ଆଦିତ୍ୟନାଥ କରୋନା ସଂକ୍ରମିତ ହୋଇଥିଲେ । ସେ ନିଜକୁ ହୋମ ଆଇସୋଲେଶନରେ ରଖିଥିଲେ । ଏବେ ରିପୋର୍ଟ ନେଗେଟିଭ ଆସିବାରୁ ସେ ଆଶ୍ୱସ୍ତ ହୋଇଛନ୍ତି । ଟୁଇଟ କରି ସେ ଜଣାଇଛନ୍ତି…

ଭୁବନେଶ୍ୱରରୁ ବୋଲେରୋ ଲୁଟେରା ଗ୍ୟାଙ୍ଗ ଗିରଫ, କୋଲକାତାକୁ ଲମ୍ବିଛି ଚେର

ଭୁବନେଶ୍ୱର: ରାଜଧାନୀରୁ ସିରିଜ୍ ବୋଲେରୋ ଲୁଟେରା ଗ୍ୟାଙ୍ଗକୁ ଧରିଛି ପୋଲିସ । ୬ ଜଣ ସଦସ୍ୟଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ସେମାନଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ଲୁଟେରା ଗ୍ୟାଙ୍ଗ୍‌ର ଚେର କୋଲକାତା ଯାଏ ଲମ୍ବିଥିବା ସୂଚନା ମିଳିଛି । ଲୁଟେରା ଗ୍ୟାଙ୍କରେ ଆଉ କେଉଁମାନେ…

ଆଇସିୟୁରେ ଭର୍ତ୍ତି ହେଲେ ଅଭିନେତା ରଣଧୀର କପୁର

ନୂଆଦିଲ୍ଲୀ: ଭେଟେରାନ୍ ଅଭିନେତା ରଣନ୍ଧୀର କପୁରଙ୍କୁ ମୁମ୍ବାଇର କୋକିଲାବେନ୍ ଅମ୍ବାନୀ ହସ୍ପିଟାଲରେ ଥିବା ଇଣ୍ଟେନ୍ସିଭ୍ କେୟାର ୟୁନିଟ୍ (ଆଇସିୟୁ) କୁ ସ୍ଥାନାନ୍ତର କରାଯାଇଛି। ଗୁରୁବାର ସେ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା। ଏହି ଅଭିନେତା, ପୂର୍ବରୁ କହିଥିଲେ ଯେ ତାଙ୍କର…

୩୦୦ ଅକ୍ସିଜେନ କନ୍‌ସେନ୍‌ଟ୍ରେଟର, ୩୦୦ ଭେଣ୍ଟିଲେଟର ଭାରତକୁ ପଠାଇବ ଜାପାନ

ନୂଆଦିଲ୍ଲୀ: ଜାପାନ ୩୦୦ ଅମ୍ଳଜାନ କନ୍‌ସେନ୍‌ଟ୍ରେଟର ଏବଂ ୩୦୦ ଭେଣ୍ଟିଲେଟର ଯୋଗାଇବ ଯାହା କରୋନାଭାଇରସ୍ ସଂକ୍ରମଣର ଏକ ଭୟଙ୍କର ଦ୍ୱିତୀୟ ତରଙ୍ଗକୁ ପ୍ରତିହତ କରିବା ପାଇଁ ଭାରତର ପ୍ରୟାସକୁ ସମର୍ଥନ କରିବ ବୋଲି ସୂଚନା ମିଳିଛି। ଜାପାନର ରାଷ୍ଟ୍ରଦୂତ ସତୋଶୀ ସୁଜୁକି ଟ୍ୱିଟରେ କହିଛନ୍ତି…