ଭୁବନେଶ୍ବରରୁ ଆଉ ୮୫୧ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର : ନିୟନ୍ତ୍ରଣକୁ ଆସୁନି ମହାମାରୀ କରୋନା । ରାଜ୍ୟରେ ପ୍ରତିଦିନ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ହଟସ୍ପଟ୍ ପାଲଟିଥିବା ଭୁବନେଶ୍ବରରୁ ଆଜି ଚିହ୍ନଟ ହୋଇଛନ୍ତି ୮୫୧ ପଜିଟିଭ୍ । କ୍ବାରେଣ୍ଟାଇନରୁ ୯୬ ଜଣ ଥିବା ବେଳେ, ଲୋକାଲ୍ କେସ୍ ରହିଛି ୭୫୭ । ସେହିପରି ଭୁବନେଶ୍ବର ଅଞ୍ଚଳରୁ…