ଚିଟଫଣ୍ଡ୍ ଟଙ୍କା ଫେରି ପାଇଲେଣି ୪ ଲକ୍ଷ ୨୭ ହଜାର ୪୮୭ କ୍ଷତିଗ୍ରସ୍ତ….
ଭୁବନେଶ୍ୱର: ୪ ଲକ୍ଷରୁ ଅଧିକ ଲୋକ ଚିଟଫଣ୍ଡ ଟଙ୍କା ଫେରିପାଇଲେଣି ବୋଲି ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ, ୪ ଲକ୍ଷ ୨୭ ହଜାର ୪୮୭ କ୍ଷତିଗ୍ରସ୍ତ ଫେରି ପାଇଲେଣି ଚିଟଫଣ୍ଡ ଟଙ୍କା । ରୋଜ ଭ୍ୟାଲି ଗ୍ରୁପ, ଗୋଲଡେନ୍ ଲ୍ୟାଣ୍ଡ ଭ୍ୟାଲୁ…