Latest Odisha News

BREAKING NEWS

ଭଲ ଖବର; ୫ରୁ ୧୧ ବର୍ଷ ପିଲାଙ୍କୁ ଦିଆଯିବ କରୋନା ଟିକା

ନୂଆଦିଲ୍ଲୀ: ପିଲାମାନଙ୍କ ଲାଗି ଭଲ ଖବର। ଶିଶୁଙକ ଟିକାକରଣକୁ ଦୃଷ୍ଟିରେ ରଖି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆମେରିକା ୫ରୁ ୧୧ ବର୍ଷ ବୟସର ପିଲାମାନଙ୍କ ପାଇଁ ଫାଇଜର ଟିକାକୁ ଅନୁମୋଦନ କରିଛି। ଗତ ଶନିବାର ଦିନ ଏଫ୍‌ଡିଏ ୫ରୁ ୧୧ ବର୍ଷ ବୟସର ପିଲାମାନଙ୍କ ଜରୁରୀକାଳୀନ ବ୍ୟବହାର…

ରାଜ୍ୟରୁ ୩୨୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ସାମାନ୍ୟ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୩୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୪୨ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୮୭ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୧୩୫ଟି…

କେବେ ମିଳିବ କୋଭାକ୍ସିନକୁ ‘ହୁ’ ର ମଞ୍ଜୁରୀ? ଆଜି ଆସିପାରେ ନିଷ୍ପତ୍ତି

ନୂଆଦିଲ୍ଲୀ: କେବେ ମିଳିବ କୋଭାକ୍ସିନକୁ ହୁର ମଞ୍ଜୁରୀ? ଆଜି ଆସିପାରେ ନିଷ୍ପତ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବୁଧବାର ଏକ ସ୍ବତନ୍ତ୍ର ବୈଠକ ଜରିଆରେ ଭାରତ ବାୟୋଟେକ୍ ଆଣ୍ଟି-କୋଭିଡ୍ ଟିକା କୋଭାକ୍ସିନ୍ ପାଇଁ ଜରୁରୀକାଳୀନ ବ୍ୟବହାର ଅନୁମତି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇପାରେ। ଏହି…

ଟିକାକରଣକୁ ନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମୀକ୍ଷା ବୈଠକ

ଦିଲ୍ଲୀ: ଦେଶର ଟିକାକରଣ ନେଇ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମୀକ୍ଷା ବୈଠକ କରିବେ। ମଧ୍ୟାହ୍ନ ୧୨ଟାରେ ଏହି ବୈଠକ ହେବ। କମ୍ କୋଭିଡ଼-୧୯ ଟିକାକରଣ ପରିମାଣ ଥିବା ଜିଲ୍ଲାମାନଙ୍କ ସହ ଭର୍ଚୁଆଲ ସମୀକ୍ଷା ବୈଠକ କରିବେ ବୋଲି ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ…

କବିତା : ଫେରିଆସ ସନାତନ

ମାନସ ରଞ୍ଜନ ମହାପାତ୍ର  କେଉଁ ଟ୍ରକ୍ ଡାଲାରେ ହଜିଲ କେଉଁ ଜଙ୍ଗଲ ରେ, ପାହାଡ଼ରେ ତୁମେ ହଠାତ୍ ଓହ୍ଲାଇଗଲ ଓ ହଜିଗଲ ପ୍ରିୟ ସନାତନ ! ସେଦିନ ଗଲ ଯେ ଗଲ ଓ ମୁଁ ଖୋଜିଲି ସାରା ପୃଥିବୀ, ମହାଦେଶ, ମହାନଗରୀ, ମହାସାଗର କେଉଁ ଯୋଗୀ ବେଶରେ, କେଉଁ ହିମାଳୟ କି ଆଲପସ୍ କି କେଉଁ…

ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା (୮୬)

ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୮୬ ବୁଝିବାକୁ ଆଉ ବାକି କ'ଣଥିଲା...। କେତେବେଳେ ବହିଗଲା ସମୟ ଏମିତି ହାତରୁ। ଏଇଆ କ'ଣ ଜୀବନ...କେତେ ଆଉ ଦେଖିବି,ଶିଖିବି,ବୁଝିବି.... ଆଉ  କାହିଁକି ... । ମୋ' ସହିତ କାହିଁକି ଏମିତି ହେଉଚି ...ସବୁ ଦୋଷ ମୋ'ର ନା ଆଉ…

ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଅର୍ଚ୍ଚନା ଯୋଶୀଙ୍କୁ ଅତିରିକ୍ତ ଦାୟିତ୍ବ

ଭୁବନେଶ୍ବର : ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଅର୍ଚ୍ଚନା ଯୋଶୀଙ୍କୁ ମିଳିଛି ଅତିରିକ୍ତ ଦାୟିତ୍ବ । ନିୟମିତ ମହାପ୍ରବନ୍ଧକଙ୍କ ଯୋଗଦାନ ପର୍ଯ୍ୟନ୍ତ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଦକ୍ଷିଣ ପୂର୍ବ ରେଳପଥର ମହାପ୍ରବନ୍ଧକ ଅର୍ଚ୍ଚନା ଯୋଶୀ ଏହି ଅତିରିକ୍ତ ଦାୟିତ୍ବ ସମ୍ଭାଳିବେ ।…

ପ୍ରଥମ ଓଡ଼ିଆ ଭାବେ ପ୍ରମୋଦ ଭଗତ ପାଇବେ ଖେଳରତ୍ନ

ଓଡ଼ିଶା ସମ୍ବାଦ ବ୍ୟୁରୋ : ଘୋଷଣା ହେଲା ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର । ପାରା ବ୍ୟାଡମିଣ୍ଟନ ତାରକା ପ୍ରମୋଦ ଭଗତ ପାଇବେ ଖେଳରତ୍ନ । ପ୍ରଥମ ଓଡିଆ ଭାବେ ପ୍ରମୋଦ ଭଗତ ପାଇବେ ଖେଳରତ୍ନ ପୁରସ୍କାର । ପ୍ରମୋଦଙ୍କ ସହ ମୋଟ ୧୨ ଜଣଙ୍କ ପାଇବେ ଏହି ସମ୍ମାନ ଜନକ ପୁରସ୍କାର । ନଭେମ୍ବର ୧୩…

୫୨୦୦ ସ୍କ୍ରିନରେ ରିଲିଜ ହେବ ସୂର୍ଯ୍ୟବଂଶୀ

ମୁମ୍ବାଇ: ଅକ୍ଷୟ କୁମାର ଓ କ୍ୟାଟ୍ରିନା କୈଫ ଅଭିନୀତ ସୂର୍ଯ୍ୟବଂଶୀ ବିଶ୍ୱରେ ୫୨୦୦ ସ୍କ୍ରିନରେ ରିଲିଜ ହେବ । ଏହି ଫିଲ୍ମରେ ରଣବୀରଙ୍କ ୮୩ ଫିଲ୍ମର ଟିଜର ରହିବ । ପ୍ରାପ୍ତ ଖବର ଅନୁସାରେ ଭାରତରେ ୪୦୦୦ ଓ ବିଦେଶରେ ଏହା ୧୨୫୦ ସ୍କ୍ରିନରେ ୧୦୦୦ ପ୍ରିଂଟ ସହ ରିଲିଜ ହେବ । ବକ୍ସ ଅଫିସରେ ଏହାର…

କରୋନା ମୃତ୍ୟୁ ସହାୟତା ମିଳିବ ୫୦ ହଜାର

ଗଞ୍ଜାମ : କରୋନାରେ ମୃତକଙ୍କ ପରିବାରକୁ ମିଳିବ ଅନୁକମ୍ପା ମୂଳକ ସହାୟତା  ୫୦ ହଜାର ଟଙ୍କା  l ବୁଧବାର ଠାରୁ ମୃତକଙ୍କ ପରିବାର ଲୋକ ଜିଲ୍ଲାପାଳଙ୍କ ଅଫିସରେ ଅଫଲାଇନ କିମ୍ବା ଅନ ଲାଇନରେ hppps://caps. Odisha. Gov. Inରେ ଆବେଦନ କରିବେ l  ଏନେଇ ମଙ୍ଗଳବାର ସନ୍ଧ୍ୟାରେ ଗଞ୍ଜାମ…