କାଲିଠୁ ୧ମରୁ ୮ମ ଶ୍ରେଣୀ ଆଡ଼ମିଶନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର: ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ଓଡିଶାର ସମସ୍ତ ସରକାରୀ ବିଦ୍ୟାଳୟରେ ୧ମରୁ ୮ମ ଶ୍ରେଣୀ ଆଡମିଶନ ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି।
ଏହି ସମୟରେ କରୋନା ନିର୍ଦ୍ଦେଶାବଳୀକୁ କଡାକଡି ଭାବରେ ପାଳନ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲା ଶିକ୍ଷା ଅଧିକାରୀ,…