Latest Odisha News

BREAKING NEWS

୧୩ରେ ରିଲିଜ କରିବ ସିଦ୍ଧାର୍ଥଙ୍କ ‘ମିଶନ ମଜ୍‌ନୁ’

ମୁମ୍ବାଇ: ସିଦ୍ଧାର୍ଥ ମଲହୋତ୍ରା ଏବଂ ରଶ୍ମିକା ମନ୍ଦନାଙ୍କ ଅଭିନୀତ 'ମିଶନ ମଞ୍ଜୁ' ୧୩ ମେ ୨୦୨୨ ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ସିଦ୍ଧାର୍ଥ ସୋସିଆଲ ମିଡିଆ ଜରିଆରେ ଏହି ଖବର ପ୍ରଶଂସକଙ୍କ ସହ ସେୟାର୍‌ କରିଛନ୍ତି। ଏହି ଚଳଚ୍ଚିତ୍ରରେ ସିଦ୍ଧାର୍ଥଙ୍କୁ ଜଣେ ର ଏଜେଣ୍ଟ ଭୂମିକାରେ…

ସମ୍ବଲପୁରରେ ”BSKY” ସ୍ମାର୍ଟ ହେଲଥ୍ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର : ସମ୍ବଲପୁରରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ । ଆଜି ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ସ୍ମାର୍ଟ ହେଲ୍‌ଥ କାର୍ଡରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ୱାରା ଗରିବ ଲୋକେ…

ରାଜ୍ୟରୁ ୩୨୭ ନୂଆ ଆକ୍ରାନ୍ତ ଚିହ୍ନଟ; ୪୪ ଛୁଆ ପଜିଟିଭ

ଭୁବନେଶ୍ବର: ଆଜି ରାଜ୍ୟରେ ଖସିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୩୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୪୪ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୯୧ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ୧୩୬ଟି ଲୋକାଲ୍‌…

[ଭିଡ଼ିଓ]ଚାଷ ଜମି ସମସ୍ୟାକୁ ନେଇ ତହସିଲ କାର୍ଯ୍ୟାଳୟରେ ତାଲା ପକାଇଲେ ଗାଁ ଲୋକ

ଦେବଗଡ଼ : ଚାଷ ଜମିକୁ ମାଡୁନି ଜଳ । ହେଲେ ଲୋକଙ୍କୁ ଜଳକର ପୈଠ କରିବା ପାଇଁ  ନୋଟିସ ଜାରି କରୁଛନ୍ତି ସରକାର। ଏହାକୁ ବିରୋଧ କରି ଦେବଗଡ଼ ଜିଲ୍ଲା ରିଆମାଳ ତହସିଲ କାର୍ଯ୍ୟାଳୟରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଦେବଗଡ଼ କୋଟପଡ଼ା ଗ୍ରାମବାସୀ । ଦେବଗଡ଼ ଜିଲ୍ଲାର ରିଆମାଳ ବ୍ଲକ…

ସାବଧାନ; ଦିପାବଳୀ ପରେ ଆହୁରି ବିଗିଡିପାରେ ରାଜଧାନୀର ଜଳବାୟୁ

ନୂଆଦିଲ୍ଲୀ: ଦିୱାଲୀ ପରେ ଦିଲ୍ଲୀର ଜଳବାୟୁ 'ଅତ୍ୟନ୍ତ ଖରାପ' ହେବ ବୋଲି କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ପକ୍ଷରୁ ସୂଚନା ମିଳିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ପ୍ରାୟ ୨୦ ଟି ସ୍ଥାନରେ ୩୦୦ ଅତିକ୍ରମ କରିଛି। ବାୟୁର ଗୁଣବତ୍ତା ଦିପାବଳୀ ପରେ ବି ଖରାପ ରହିବ ବୋଲି…

ଅଜିତଙ୍କ ସମ୍ପତି ଜବତ କରିବାକୁ ନିର୍ଦ୍ଦେଶ ଦେଲା ଆୟକର ବିଭାଗ

ମୁମ୍ବାଇ: ଆୟକର ବିଭାଗ ଆଜି ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ୫ଟି ସମ୍ପତି ଜବତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ୧୦୦୦ କୋଟି ମୂଲ୍ୟର ଏହି ସମ୍ପତିରେ ରହିଛି ଜରେନ୍ଦଶ୍ୱର ସୁଗାର ଫ୍ୟାକ୍ଟ୍ରି, ୨୦କୋଟି ମୂଲ୍ୟର ଫ୍ଲାଟ, ପୁତ୍ର ପାର୍ଥଙ୍କ ୨୫ କୋଟି ମୂଲ୍ୟର ନିର୍ମଳ ଅଫିସ,…

ଭିଜିଲାନ୍ସ ଜାଲରେ ନିମାପଡ଼ା ତହସିଲଦାର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ନିମାପଡ଼ା ତହସିଲଦାର ତଥା ଇନଚାର୍ଜ ସବ୍ ରେଜିଷ୍ଟର। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ନିମାପଡ଼ା ତହସିଲଦାର ରାମ ଚନ୍ଦ୍ର ଜେନାଙ୍କ ଘରେ ସକାଳ ୫ଟା ସମୟରେ ଚଢ଼ାଉ କରାଯାଇଛି। ତହସିଲଦାରଙ୍କ କାର୍ଯ୍ୟାଳୟ ଚଢ଼ାଉବେଳେ ତାଙ୍କୁ ଅଟକାଇ…

ଗାଁ’କୁ ଫେରିବାର ବେଳ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ : ‘ସମୟର ସ୍ୱର’… କରୋନା ମହାମାରୀ ଆମ ଠାରୁ ଅନେକ କିଛି ଛଡ଼େଇ ନେଇଥିବା ବେଳେ ଆମକୁ ଏକ ମହାନ ଶିକ୍ଷା ଦେଇଯାଇଛି । ତାହା ହେଉଛି ବିକାଶର ଗାଡ଼ିର ଦିଗକୁ ଏବେ ବଦଳେଇବାର ସମୟ ଆସିଛି । ଗାଁ’କୁ ଭାଙ୍ଗି ସହରୀକରଣ କରିବାର ଯେଉଁ ବିକାଶର ଧାରା ଆମେ…

ପୁଣି ବଢିଲା ପେଟ୍ରୋଲ ଦର

ନୂଆଦିଲ୍ଲୀ: ମଙ୍ଗଳବାର ଦିନ ସପ୍ତମ ଦିନ ପାଇଁ ତୈଳ ଦର ବୃଦ୍ଧି ପାଇଛି। ଡିଜେଲ ମୂଲ୍ୟ ଅପରିବର୍ତ୍ତିତ ଥିବାବେଳେ ପେଟ୍ରୋଲ ଦର ଆଜି ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଛି। ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ସର୍ବାଧିକ ଲିଟର ପିଛା ୧୧୦.୦୪ ଟଙ୍କା ଥିବାବେଳେ ମୁମ୍ବାଇରେ ଲିଟର ପିଛା ୧୧୫.୮୫…

ସୋସିଆଲ ମିଡିଆ ଛାଡିଲେ ରାଜ୍‌!

ନୂଆଦିଲ୍ଲୀ: ଅଶ୍ଳୀଳ ଫିଲ୍ମ ଓ ଭିଡିଓ ନିର୍ମାଣ ଓ ପ୍ରସାରଣ ମାମଲାରେ ଗିରଫ ହେବା ପରେ ଶିଳ୍ପା ଶେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରା ଏପର୍ଯ୍ୟନ୍ତ ସର୍ବସାଧାରଣରେ ହାଜର ହୋଇନାହାଁନ୍ତି। ଏବେ ଜାଣିବାକୁ ମିଳିଛି ଯେ ରାଜ କୁନ୍ଦ୍ରା ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟକୁ ଡିଲିଟ କରିଛନ୍ତି। ଗିରଫ…