ନଭେମ୍ବର ମାସ ପାଇଁ ନୂଆ ଗାଇଡଲାଇନ୍
ଭୁବନେଶ୍ୱର: ନଭେମ୍ବର ମାସ ପାଇଁ ନୂଆ ଗାଇଡଲାଇନ୍ । ଆଗକୁ ଦୀପାବଳି ଥିବାରୁ ଆସିଛି ନୂଆ ଗାଇଡଲାଇନ୍ । ତେବେ ଦୀପାବଳି ଥିବାରୁ କରୋନା କଟକଣାକୁ କଡ଼ାକଡ଼ି କରାଯାଇଛି । ସହରାଞ୍ଚଳରେ ନାଇଟକର୍ଫ୍ୟୁ ବଳବତ୍ତର ରହିବ ।
କୋଭିଡ କଟକଣାରେ ପାଳନ ହେବ ଦୀପାବଳିରେ ପାର୍ବଣ। ଏହି କଟକଣା…