Latest Odisha News

BREAKING NEWS

ପୁରୀରେ ଯୁବକଙ୍କ ମୃତଦେହ ଉଦ୍ଧାର

ପୁରୀ: ପୁରୀ ସହରର ବାଲିଆପଣ୍ଡା ଥାନା ଅନ୍ତର୍ଗତ ମାତା ମଠ ଲେନ ନିକଟରୁ ଶନିବାର ଦିନ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ଆଜି ସକାଳେ କିଛି ସ୍ଥାନୀୟ ଲୋକ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ଯୁବକ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏନେଇ ପୋଲିସକୁ ଖବର ଦିଆଯିବା ପରେ…

ଟ୍ରେନ ଅଟକାଇଲେ ମାଓବାଦୀ, ମାରିଲେ ଓ ବାଣ୍ଟିଲେ ପୋଷ୍ଟର !

ମାଲକାନଗିରି: ଅପରେସନ୍ ପ୍ରହାରକୁ ନକ୍ସଲଙ୍କ ବିରୋଧ । ଗତକାଲି ମାଲକାନଗିରି ଛତିଶଗଡ ସୀମାନ୍ତ ଦାନ୍ତେଓଦ୍ୱାଡା ଜିଲ୍ଲାରେ ଏକ ପାସେଂଜର ଟ୍ରେନକୁ ଅଟକାଇଥିଲେ । ସୂଚନା ମୁତାବକ ବାଚେଲି ଓ ଭାନସି ମଝିରେ ଥିବା ଜଙ୍ଗଲି ରାସ୍ତାରେ ଶତାଧିକ ମାଓବାଦୀ ଟ୍ରେନକୁ ଅଟକାଇବା ପରେ ଯାତ୍ରୀମାନ ଭୟଭୀତ…

ରାଜ୍ୟକୁ ଆଜି ଆସିବ ୧ ଲକ୍ଷ ଡୋଜ୍ କୋଭିସିଲଡ୍ ଟିକା

ଭୁବନେଶ୍ୱର: ରାଜ୍ୟକୁ ଆଜି ଆସିବ ୧ ଲକ୍ଷ ଡୋଜ୍ କୋଭିସିଲଡ୍ ଟିକା ।  ଗତକାଲି ୭୬୯ଟି କେନ୍ଦ୍ରରେ ୧ ଲକ୍ଷ ୮ ହଜାର ୯୦୨ ଜଣଙ୍କୁ ଟିକା ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ୫୫ ଲକ୍ଷ ୫୦ ହଜାର ୩୮୦ ଡୋଜ୍ ଟିକାକରଣ ହେଲାଣି । ସଟଡାଉନ ଯୋଗୁଁ ଆଜି ଓ ଆସନ୍ତାକାଲି ବନ୍ଦ ରହିବ ଟିକାକରଣ । ଅନ୍ୟ…

ଉତ୍ତରାଖଣ୍ଡ ଗ୍ଲାସିୟର ବିସ୍ଫୋରଣ; ଏପର୍ଯ୍ୟନ୍ତ ୪୩୦ ଜଣ ଉଦ୍ଧାର; ୮ ମୃତ

ଉତ୍ତରାଖଣ୍ଡ: ଶୁକ୍ରବାର ଦିନ ଉତ୍ତରାଖଣ୍ଡର ଚାମୋଲି ଜିଲ୍ଲାର ଭାରତ-ଚୀନ୍ ସୀମା ନିକଟବର୍ତ୍ତୀ ଅଞ୍ଚଳରେ ହିମସ୍ଖଳନ ପରେ ଅତି କମରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସୁମନା-ରିମ୍‌ଖିମ ରାସ୍ତାରେ ଥିବା ଏକ ଗ୍ଲାସିଅରର ଏକ ଅଂଶ ଭୁଶୁଡ଼ିବା ପରେ ଏହି ସ୍ଖଳନ ହୋଇଥିଲା। ଏହି ସମୟରେ…

ପଶ୍ଚିମ ଓଡ଼ିଶାରେ କରୋନା ସ୍ଥିତିରେ ସୁଧାର: ଡିଏମଇଟି

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ବଢୁଛି । କିନ୍ତୁ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶା ସ୍ଥିତି ଭଲ ଅଛି । ପଶ୍ଚିମ ଓଡ଼ିଶାରେ କରୋନା ସ୍ଥିତିରେ ସୁଧାର ଆସିଛି । ଏହି ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ସେ କହିଛନ୍ତି କରୋନା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛି ।…

ହାପି ବାର୍ଥ ଡେ ସଚିନ

ନୂଆଦିଲ୍ଲୀ: ଭାରତର ପୂର୍ବତନ ଅଧିନାୟକ ତଥା କ୍ରିକେଟ୍ ଇତିହାସର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ ସଚିନ୍ ତେନ୍ଦୁଲକର ଆଜି ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ଲିଟିଲ୍ ମାଷ୍ଟର କୁହାଯାଉଥିବା ସଚିନଙ୍କ ପୂରା ନାଁ ହେଉଛି  ସଚିନ୍ ରମେଶ ତେନ୍ଦୁଲକର। ସଚିନ ୧୯୭୩ ମସିହା ଏପ୍ରିଲ ୨୪ ତାରିଖରେ…

ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଭାବରେ ଶପଥ ନେଲେ ଜଷ୍ଟିସ ଏନ୍. ଭି. ରମନା

ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଭାବରେ ଶପଥ ନେଇଛନ୍ତି ଜଷ୍ଟିସ ଏନ୍. ଭି. ରମନା । ସେ ହୋଇଛନ୍ତି ଦେଶର 48ମତ ପ୍ରଧାନ ବିଚାରପତି । ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତି ଭବନରେ କୋଭିଡ୍ ପ୍ରୋଟୋକଲ୍ ଅନୁସାରେ ଶପଥ…

ଅମ୍ଳଜାନ ଅଭାବ ହେତୁ ୨୦ କୋଭିଡ୍ ରୋଗୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ସୂଚନା ଅନୁଯାୟୀ ଅମ୍ଳଜାନ ଅଭାବ ହେତୁ ଦିଲ୍ଲୀସ୍ଥିତ ଜୟପୁର ଗୋଲଡେନ ହସ୍ପିଟାଲରେ ୨୦ ଗୁରୁତର କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ଘଟିଛି। ହସ୍ପିଟାଲର ଏମଡି ଡି କେ ବାଲୁଜା ମଧ୍ୟ ଏହା ସ୍ପଷ୍ଟ କରିଛନ୍ତି। ଅମ୍ଳଜାନ ଯୋଗାଣ ପାଇଁ ଡାକ୍ତରଖାନା ଦିଲ୍ଲୀ ସରକାରଙ୍କୁ ଏକ SOS ପଠାଇଥିଲା।…

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ୱର: ଦେଶର ବିଭିନ୍ନ ସ୍ଥାନରେ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ହୋଇଛି । ବହୁ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଓଡ଼ିଶାରେ କୋଭିଡ୍ ହସ୍ପିଟାଲରେ ସମ୍ଭାବ୍ୟ ଅଗ୍ନିକାଣ୍ଡର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି କରାଯାଇଛି । କଡ଼ାକଡ଼ି କରାଯାଇଛି ଅଗ୍ନି ନିରାପତ୍ତା…

ସୋମବାର ରାଜ୍ୟର ଏହି ୨ଟି ଜିଲ୍ଲାରେ ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର: ସୂଚନା ଅନୁଯାୟୀ ଓଡିଶାର କୋରାପୁଟ ଏବଂ ଝାରସୁଗୁଡା ଜିଲ୍ଲାର ସମସ୍ତ ଟିକାକରଣ କେନ୍ଦ୍ରରେ ଟିକାକରଣ ସୋମବାର ବନ୍ଦ ରହିବ। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି ଯେ ଶୁକ୍ରବାର ଦିନ ୭୬୯ ସ୍ଥାନରେ ଟିକାକରଣ କରାଯାଇଥିଲା ଏବଂ ସୋମବାର ୨୮…