Latest Odisha News

BREAKING NEWS

ମେଡିକାଲ ଅକ୍ସିଜେନ୍ ପରିବହନ ବେଳେ ସୁରକ୍ଷା ଯୋଗାଇବ ଓଡ଼ିଶା ପୋଲିସ

ଭୁବନେଶ୍ୱର: ଦେଶର ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍ ସଂକଟ ଦେଖା ଦେଇଛି । ଅକ୍ସିଜେନ୍ ପରିଚାଳନା ଓ ଅନ୍ୟ ରାଜ୍ୟକୁ ଯୋଗାଣ ନେଇ ନିକଟରେ ଦିଲ୍ଲୀ ହାଇକୋର୍ଟ ଓଡ଼ିଶାକୁ ପ୍ରଶଂସା କରିଥିଲେ । ଏବେ ଓଡ଼ିଶାରୁ ଅନ୍ୟ ରାଜ୍ୟକୁ ନିରବଚ୍ଛିନ୍ନ ଅକ୍ସିଜେନ୍ ପରିବହନ ପାଇଁ ପୋଲିସ ଅଣ୍ଟା ଭିଡ଼ିଛି । ଏନେଇ…

ଖରା ଦିନରେ ବନ୍ୟା!

ମାଲକାନଗିରି:ଖରା ଦିନରେ ବନ୍ୟା ସ୍ଥିତି । କେନାଲ ବନ୍ଧ ଭାଙ୍ଗି ଗାଁ ରେ ପଶିଛି ବନ୍ୟା ଜଳ । ପାଣି ଘେରରେ ଲୋକେ ରହିଥିବା ବେଳେ ଘର ଦ୍ବାର ଓ ସମ୍ପତ୍ତି ନଷ୍ଟ ହେଇଯାଇଛି । ଏହି ଦୃଶ୍ୟ ହେଉଛି ମାଲକାନଗିରି ଏମ୍ପିଭି-୨ ଗାଁ ରେ । ଲୋକେ ସବୁ ଗାଁରେ ଭୋକ ଉପାସରେ ରହିଥିଲେ ବି କୌଣସି ପ୍ରକାର…

୪୦ ଡିଗ୍ରୀ ଉପରେ ରାଜ୍ୟର ୫ ସହର, ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଛି କାଳବୈଶାଖୀ ବର୍ଷା । ହେଲେ ତାତିରୁ ମିଳିନି ତ୍ରାହି । ଆଜି ରାଜ୍ୟର ୫ଟି ସହର ରହିଛି ୪୦ ଡିଗ୍ରୀ ଉପରେ । ୪୧ ଡିଗ୍ରୀ ତାପମାତ୍ରା ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ…

ଚିନ୍ତା ବଢ଼ାଇଲା କରୋନାର ତ୍ରିପଲ୍ ମ୍ୟୁଟାଣ୍ଟ, ପଶ୍ଚିମବଙ୍ଗରୁ ଆସିଲେ ୧୪ ଦିନିଆ କ୍ୱାରେଣ୍ଟାଇନ୍

ଭୁବନେଶ୍ୱର: ଛତିଶଗଡ଼ ସୀମାବର୍ତ୍ତୀ ଜିଲ୍ଲାରେ ପୂର୍ବରୁ କୋଭିଡ୍ ସଂକ୍ରମଣ ବଢ଼ୁଥିଲା । ଏବେ ପଶ୍ଚିମବଙ୍ଗରେ ମିଳିଥିବା କୋଭିଡର ତ୍ରିପଲ୍ ମ୍ୟୁଟାଣ୍ଟ ଭୂତାଣୁ ବେଶ୍ ଭୟଙ୍କର ବୋଲି କୁହାଯାଉଛି । ଏହାକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗରୁ ଆସୁଥିବା ସମସ୍ତ ବ୍ୟକ୍ତିଙ୍କୁ ୧୪ ଦିନ ଲାଗି…

ବାବା ରାମଦେବଙ୍କ ପତଞ୍ଜଳି ଯୋଗପୀଠରେ ୮୩ କରୋନା ପଜିଟିଭ୍

ହରିଦ୍ବାର : ସାରା ଦେଶରେ ଉତ୍ପାତ୍ତ ରଚୁଛି କରୋନା ମହାମାରୀ । ଅନେକ ଲୋକଙ୍କ ଜୀବନ ଯାଇଥିବା ବେଳେ, ଲକ୍ଷାଧିକ ଲୋକ ସଂକ୍ରମିତ ହେଲେଣି । ଏସବୁ ଭିତରେ ଏବେ ଯୋଗଗୁରୁ ବାବା ରାମଦେବଙ୍କ ପତଞ୍ଜଳି ଯୋଗପୀଠରେ ପପ୍ରବେଶ କରିଛି ଭୂତାଣୁ । ହରିଦ୍ବାରରେ ଥିବା ପତଞ୍ଜଳି ଯୋଗପୀଠରେ ୮୩ ଜଣ…

୨ ଦିନ ପାଇଁ ବାତିଲ୍ ହେବ ରାଉରକେଲା-ଭୁବନେଶ୍ୱର ଓ ସମ୍ବଲପୁର-ପୁରୀ ବିଶେଷ ଟ୍ରେନ୍

ଭୁବନେଶ୍ୱର: ରାଉରକେଲା-ଭୁବନେଶ୍ୱର-ରାଉରକେଲା ଏବଂ ସମ୍ବଲପୁର-ପୁରୀ-ସମ୍ବଲପୁର ବିଶେଷ ଟ୍ରେନ ଦୁଇଦିନ ପାଇଁ ବାତିଲ ହେବ । ଖୋର୍ଦ୍ଧାରୋଡ୍ ରେଳ ମଣ୍ଡଳ ଅନ୍ତର୍ଗତ ଶାଳଗାଁ ଓ ରାଜଆଠଗଡ ଷ୍ଟେସନ ମଧ୍ୟରେ ତୃତୀୟ ଓ ଚତୁର୍ଥ ଲାଇନ୍ କାର୍ଯ୍ୟକ୍ଷମ ପାଇଁ ରାଜଆଠଗଡ଼ ଷ୍ଟେସନ ଠାରେ ନିରାପତ୍ତା…

ଟସ୍ ଜିତି ଫିଲ୍ଡିଂ କରିବ ବାଙ୍ଗାଲୋର

ମୁମ୍ବାଇ: ଚଳିତ ଆଇପିଏଲରେ ଗୁରୁବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଯାଇଛି । ଟସ ଜିତି ବାଙ୍ଗାଲୋର ଅଧିନାୟକ ବିରାଟ କୋହଲି ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଛନ୍ତି । ରାଜସ୍ଥାନ ଆଗ ବ୍ୟାଟିଂ କରିବ । ଆଇପିଏଲରେ ଉଭୟ ଦଳ…

ମାଓବାଦୀଙ୍କ ଉପରେ ଆକାଶ ମାର୍ଗରୁ ଆକ୍ରମଣ ଘଟଣା, ଅମିତ ଶାହଙ୍କୁ ଦାୟୀ କଲା ଲାଲ୍ ବାହିନୀ

ମାଲକାନଗିରି: ଛତିଶଗଡ଼ର ବିଜାପୁରରେ ମାଓ ଗତିବିଧି ଲାଗି ରହିଛି । ଗତକାଲି ଦଣ୍ଡକାରଣ୍ୟ ସ୍ପେଶାଲ୍ ଜୋନାଲ୍ କମିଟି ଫଟୋ ଓ ଭିଡିଓ ଜାରି କରିବା ସହ ପୋଲିସ୍ ଡ୍ରୋନ ସାହାଯ୍ୟରେ ବୋମା ପକାଇଥିବା ଲାଲ ବାହିନୀ କହିଥିଲା । ଆଜି ସଂଗଠନ ପକ୍ଷରୁ ଡ୍ରୋନର ଫଟୋ ଓ ଭିଡିଓ ଜାରି କରାଯାଇଛି ।…

ଟାଇମ୍‌ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗର ଶ୍ରେଷ୍ଠ ୨୦୧+ ବିଶ୍ୱବିଦ୍ୟାଳୟ ତାଲିକାରେ କିଟ୍‍

ଭୁବନେଶ୍ବର: ଟାଇମସ୍‍ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗ-୨୦୨୧ରେ କିଟ୍‍ ବିଶ୍ୱବିଦ୍ୟାଳୟ ବିଶ୍ୱର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇଛି । ଚଳିତବର୍ଷ କିଟକୁ ସାମଗ୍ରିକ ଇମ୍ପାକ୍ଟ୍ ରାଙ୍କିଙ୍ଗରେ ୨୦୧+ ରାଙ୍କ ମିଳିଛି । ଏସଡ଼ିଜିର ‘ରିଡିଉସିଂ ଇନ୍ଇକ୍ୱାଲିଟିଜ୍‍’…

ଭୁବନେଶ୍ବରରୁ ଚିହ୍ନଟ ହେଲେ ୫୯୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ରେକର୍ଡ ଭାଙ୍ଗିଥିବା ବେଳେ, ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୫୯୦ ଜଣ ଆକ୍ରାନ୍ତ । କ୍ବାରେଣ୍ଟାଇନରୁ ୧୩୦ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୪୬୦ । ସେହିପରି ଭୁବନେଶ୍ବରରୁ ଆଜି ସୁସ୍ଥ ହୋଇଛନ୍ତି ୧୩୯ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି…