ରାଜ୍ୟର ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଓଡିଶାର ୧୨ଟି ଜିଲ୍ଲାରେ ଦିନ ୧ଟା ଯାଏଁ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।
ଉକ୍ତ ଜିଲ୍ଲା ମଧ୍ୟରେ ଖୋର୍ଦ୍ଧା, କଟକ,…