Latest Odisha News

BREAKING NEWS

କରୋନା କବଳରେ ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନର

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ବିସ୍ଫୋରକ ରୂପ ନେଉଛି । ନୂଆ ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରା ଓ ନିର୍ବାଚନ କମିଶନର ରାଜୀବ କୁମାର ଉଭୟ କୋଭିଡ୍ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ନିର୍ବାଚନ ଆୟୋଗର ଶୀର୍ଷ ଦୁଇ ଅଧିକାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନୀଲ…

ପାଣି ଭିତରେ ସ୍ପାନିଶ୍‌ ଡ୍ୟାନ୍ସରଙ୍କ ଚମତ୍କାର ନୃତ୍ୟ ପ୍ରଦର୍ଶନ ; ଭିଡିଓ ଭାଇରାଲ

ନୂଆଦିଲ୍ଲୀ: ଜଣେ ସ୍ପାନିଶ୍‌ ନୃତ୍ୟଶିଳ୍ପୀଙ୍କ ଚମତ୍କାର ଅଣ୍ଡର ୱାଟର ନୃତ୍ୟ ପ୍ରଦର୍ଶନର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଆକ୍ଟଟି ଫ୍ରାନ୍ସର ବାଷ୍ଟେନ୍‌ ସୋଲିଲଙ୍କ ଦ୍ୱାରା ନିର୍ଦ୍ଦେଶିତ ଏବଂ ନିର୍ମିତ ତିନି ମିନିଟର ଲମ୍ବା ଚଳଚ୍ଚିତ୍ରର ଏକ ଅଂଶ ଥିଲା। ଟାଙ୍ଗୋ…

ଏହି ଜିଲ୍ଲାରୁ ଚିହ୍ନଟ ହେଲେ କୁମ୍ଭ ମେଳାରୁ ଫେରିଥିବା ୧୦ ଜଣ ପଜିଟିଭ୍

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ପଦ୍ମପୁର ବ୍ଲକକୁ କୁମ୍ଭ ମେଳାରୁ ୨୯ ଜଣ ଫେରିଥିବା ବେଳେ ୧୦ ଜଣଙ୍କ ନମୁନା କୋଭିଡ୍ ପଜିଟିଭ୍ ଆସିଛି । ୨୯ ଜଣ ରବିବାର ଜିଲ୍ଲାକୁ ଫେରିଥିଲେ । ଆଣ୍ଟିଜେନ୍ ଟେଷ୍ଟରେ ସେମାନଙ୍କ ରିପୋର୍ଟ ପଜିଟଭ୍ ଆସିଛି । କୁମ୍ଭ ମେଳାରୁ ରାୟଗଡ଼ା ଜିଲ୍ଲାକୁ ପ୍ରାୟ ୭୦…

ଅତ୍ୟଧିକ ଗରମରୁ ଆଶ୍ୱସ୍ତି ଚାହାନ୍ତି କି, ତେବେ ନିୟମିତ ପିଅନ୍ତୁ ଏହି ପାନୀୟ

ନୂଆଦିଲ୍ଲୀ: ଅତ୍ୟଧିକ ଗରମରୁ ଆରାମ ଚାହୁଁଛନ୍ତି କି? ତେବେ ନିୟମିତ ପିଅନ୍ତୁ ଏହି ପାନୀୟ। ଗ୍ରୀଷ୍ମ ସମୟରେ ନିଜକୁ ହାଇଡ୍ରେଟ୍ ରଖିବା ପାଇଁ ସର୍ବୋତ୍ତମ ଉପାୟ ହେଉଛି ବାର୍ଲି ଅର୍ଥାତ୍‌ ଯଅ ପାଣି ପିଇବା, ଯାହାର ଅନେକ ଲାଭ ମଧ୍ୟ ଅଛି। ଭାରତୀୟ ଭାଷାରେ ବାର୍ଲି ସାଧାରଣତଃ ‘‘ ଯଅ ’ଭାବରେ…

କରୋନା ଯୋଗୁ ICSE ଦଶମ ବୋର୍ଡ ପରୀକ୍ଷା ବାତିଲ୍, ISC ଦ୍ୱାଦଶ ପରୀକ୍ଷା ନେଇ କ’ଣ କହିଲେ ଜାଣନ୍ତୁ

ନୂଆଦିଲ୍ଲୀ: ପରୀକ୍ଷା ଉପରେ କରୋନା ମାଡ଼ । ସଂକ୍ରମଣ ବଢୁଥିବାରୁ ପ୍ରଥମେ ସିବିଏସଇ ଓ ଏବଂ ଆଇସିଏସଇ ଦଶମ ବୋର୍ଡ ପରୀକ୍ଷା ବାତିଲ ହୋଇଛି । ଏନେଇ CISEC ପକ୍ଷରୁ ଜାରି ହୋଇଛି ସୂଚନା । କରୋନା କାଳରେ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ଏଭଳି ନିଷ୍ପତ୍ତି ନେଇଚି…

ପ୍ରାଣଘାତୀ କରୋନା: ଆଜି ଦେଶରୁ ନେଲା ୧୭୬୧ ଜୀବନ, କମିଛି ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କରୋନା ଘାତକ ହେଉଛି । ଅଧିକ ଜୀବନ ନେଉଛି । ଗତ ୨୪ ଘଣ୍ଟାରେ ମହାମାରୀ ନେଇଚି ୧୭ଶହ ୬୧ ଆକ୍ରାନ୍ତଙ୍କ ଜୀବନ । ଯାହାକି ବର୍ତ୍ତମାନ ସୁଦ୍ଧା ଦିନକରେ ସର୍ବାଧିକ । କିନ୍ତୁ ଗତକାଲି ଅପେକ୍ଷା ଆଜି କମିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି…

ସରିଲା ବ୍ରହ୍ମପୁରର ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା, ଶାଶୁ ଘରକୁ ଫେରିଲେ ମାଆ ସାଆନ୍ତାଣୀ

ବ୍ରହ୍ମପୁର: ସରିଲା ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା । ବାପା ଘରେ ନଅ ଦିନ ରହଣୀ ପରେ ପାଟ, ପାଟୁଆରରେ ଶାଶୁ ଘରକୁ ଫେରିଛନ୍ତି ମାଆ ସାଆନ୍ତାଣୀ । ଗତକାଲି ଅସ୍ଥାୟୀ ମଣ୍ଡପରୁ ବିଳମ୍ବିତ ରାତିରେ ରୀତିନୀତି ଅନୁସାରେ ମନ୍ଦିରକୁ ବାହୁଡ଼ିଛନ୍ତି ମାଆ ବୁଢ଼ୀ ଠାକୁରାଣୀ…

ବ୍ରିଟେନର ରେଡ୍ ଲିଷ୍ଟରେ ଭାରତ, ଆମେରିକା ବି ଲଗାଇଲା କଟକଣା

ନୂଆଦିଲ୍ଲୀ: ଦେଶରେ କରୋନା ଦ୍ୱିତୀୟ ଲହର ପ୍ରତିଦିନ ସଂକ୍ରମଣ ମାମଲା ବୃଦ୍ଧି କରି ଚାଲିଛି । ଗତକାଲି ଦେଶରେ ୨ ଲକ୍ଷ ୭୩ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଯାହାକି ଏଯାବତ୍ ଚିହ୍ନଟ ସର୍ବାଧିକ ଦୈନିକ ସଂକ୍ରମଣ ମାମଲା । ବଢ଼ୁଥିବା ସଂକ୍ରମଣକୁ ଦେଖି ବ୍ରିଟେନ ଭାରତକୁ ରେଡ୍…

ଆଜି ଅଶୋକାଷ୍ଟମୀ: ବିନା ଭକ୍ତରେ ଗଡ଼ିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ

ଭୁବେନଶ୍ୱର: ଆଜି ପବିତ୍ର ଅଶୋକାଷ୍ଟମୀ । ଆଜି ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଏବର୍ଷ କରୋନା କଟକଣା ଯୋଗୁ ବିନା ଭକ୍ତରେ ଗଡ଼ିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଣ । ସାଢ଼େ ୧ଟା ସୁଦ୍ଧା ପହଣ୍ଡି ସରିବ । ଅପରାହ୍ଣ ୩ଟାରେ ରଥ ଟଣା ଯିବା ନେଇ ନିଷ୍ପତ୍ତି ହୋଇଛି । ଏଥିପାଇଁ ସମସ୍ତ…

ଘାତକ ହେଉଛି ମହାମାରୀ: ରାଜ୍ୟରୁ ନେଲା ଆଉ ୫ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ ଧୀରେ ଧୀରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩ ଜଣ । ସେହିପରି କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତ ପ୍ରାଣ…