Latest Odisha News

BREAKING NEWS

ଡ୍ରଗ୍ସ କେସ: କାଲିକୁ ଘୁଂଚିଲା ଆର୍ଯ୍ୟନଙ୍କ ଜାମିନ ଆବେଦନ ଶୁଣାଣୀ

ମୁମ୍ବାଇ: ଡ୍ରଗ୍ସ କେସ ମାମଲାରେ ଶାହାରୁଖ ଖାଁଙ୍କ ପୁତ୍ର ଆର୍ଯ୍ୟନଙ୍କୁ ଆଜି(୨୭ା୧୦) ବି ଜାମିନ ମିଳିଲା ନାହିଁ । ବମ୍ବେ ହାଇକୋର୍ଟ ଆସନ୍ତା କାଲି ୩ଟା ବେଳେ ଏ ନେଇ ଶୁଣାଣୀ କରିବେ । ଉଭୟ ପକ୍ଷ ସେମାନଙ୍କ ଯୁକ୍ତି କୋର୍ଟରେ ଉପସ୍ଥାପନ କରିଛନ୍ତି । ଅକ୍ଟୋବର ୨ରେ କ୍ରୁଜ ରେଭ ପାର୍ଟି…

୧୧ ଫୁଟର ଅଜଗର ଉଦ୍ଧାର

ମୟୂରଭଞ୍ଜ : ଉଦ୍ଧାର ହେଲା ବିରାଟକାୟ ଅଜଗର।୧୧ ଫୁଟ ଲମ୍ବର ଅଜଗର ସାପକୁ  ବାଙ୍ଗିରିପୋଷୀ ବନ ବିଭାଗ ଉଦ୍ଧାର କରିଛି । ସାପଟିର ଓଜନ ପ୍ରାୟ ୧୪ କେଜି ୫ଶହ ଗ୍ରାମ ହେବ ବୋଲି ବନ ବିଭାଗ କହିଛି । ବାଙ୍ଗିରିପୋଷି ବନାଞ୍ଚଳ ଅନ୍ତର୍ଗତ ବଣକାଟି ପଞ୍ଚାୟତର କଣ୍ଟପାଳ ଗାଁର ଏକ ଧାନ ବିଲରୁ ସାପଟିକୁ…

ଯାଜପୁରରେ କରୋନା କଟକଣାରେ ହେବ କାଳୀପୂଜା : ଜିଲ୍ଲାପାଳ

ଯାଜପୁର : ଆସୁଛି କାଳୀପୂଜା । ଯାଜପୁରରେ କାଳୀପୂଜା ନିଡାରମ୍ବର ଭାବେ ପାଳନ କରିବା ନେଇ ଗୌତମ ବୁଦ୍ଧ ସଂସ୍କୃତି ଭବନଠାରେ ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । କୋଭିଡ କଟକଣା ମଧ୍ୟରେ ଚଳିତ ବର୍ଷ କାଳୀପୂଜାକୁ ପାଳନ କରିବାକୁ ସମସ୍ତ…

‘କ୍ରିଶ୍ ୪’ ପାଇଁ ଗୀତ ଗାଇବେ ହ୍ରିତିକ୍

ମୁମ୍ବାଇ: ଅଭିନେତା ହ୍ରିତିକ୍ ରୋଶନ୍ ବର୍ତ୍ତମାନ ତାଙ୍କ ଆଗାମୀ ମୁଭି ଫାଇଟର୍ ଏବଂ ବିକ୍ରମ ବେଦ ସୁଟିଂରେ ବ୍ୟସ୍ତ ଅଛନ୍ତି। କିନ୍ତୁ ତାଙ୍କ ପ୍ରଶଂସକମାନେ ତାଙ୍କୁ 'କ୍ରିଶ୍ ୪' ରେ ସୁପରହିଟ୍ ଅବତାରରେ ଦେଖିବାକୁ ଅପେକ୍ଷା କରିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ମ୍ୟୁଜିକ୍ କମ୍ପୋଜର ରାଜେଶ…

ବଡ଼ ଭାଇକୁ ହତ୍ୟା କଲା ସାନ ଭାଇ, ଗଳିତ ମୃତଦେହ ଉଦ୍ଧାର କଲା ପୋଲିସ

ଟିଟିଲାଗଡ଼: ଭାଇ ହାତରେ ଗଲା ଭାଇର ଜୀବନ। ମୃତ ବାପାଙ୍କ ସରକାରୀ ଅନୁକମ୍ପା ମୂଳକ ରାଶିକୁ ନେଇ ବଡ଼ ଭାଇକୁ ହତ୍ୟା କଲା ସାନ ଭାଇ। ଝାରଦେବନ୍ଦର ଘଞ୍ଚ ଜଙ୍ଗଲ ଭିତରୁ ଏକ ଗଳିତ ମୃତଦେହ ଟିଟିଲାଗଡ଼ ପୁଲିସ ଉଦ୍ଧାର କରିବା ପରେ ସାମ୍ନାକୁ ଆସିଛି ପୁରା ଘଟଣା। ମୃତକ ଜଣକ ହେଲେ ସଞ୍ଜୟ ବେହେରା।…

ପାଟନା ଗାନ୍ଧୀ ମୈଦାନ ବିସ୍ଫୋରଣରେ ୯ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ: ୨୦୧୩ରେ ପାଟନାର ଗାନ୍ଧୀ ମୈଦାନରେ ଘଟିଥିବା ସିରିୟଲ ବିସ୍ଫୋରଣରେ ଆଜି ଏନଆଇଏ କୋର୍ଟ ୯ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛି । ନଭେମ୍ବର ୧ରେ ସେମାନଙ୍କ ଦଣ୍ଡର ଶୁଣାଣୀ ହେବ । ୨୦୧୩ ଅକ୍ଟୋବର ୨୭ରେ ବର୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଟନାରେ ଏହି ସ୍ଥାନରେ ଏକ ବିଶାଳ…

ଓଡ଼ିଶା ଆସିବେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ

ଭୁବନେଶ୍ୱର : ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ । କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଯୋଶୀ ଓଡ଼ିଶାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଆସନ୍ତା କାଲି ସେ ପାରଦୀପ ବନ୍ଦର ଓ ତାଳଚରେ କଣିହାଁ ସ୍ଥିତ ଏନଟିପିସି ପ୍ଲାଣ୍ଟ ପରିଦର୍ଶନ…

ଡିସେମ୍ବରରେ ବାହା ହେବେ କ୍ୟାଟ୍ରିନା!

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ଏବଂ ଅଭିନେତା ଏବଂ ଭିକି କୌଶଲଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର ଧରିଛି। କେବେ ଭିକି ଓ କ୍ୟାଟ୍ରିନା ବିବାହ ବନ୍ଧନରେ ଆବଦ୍ଧ ହେବେ ସେ ନେଇ ପ୍ରଶଂସକ ବେଶ୍‌ ଉତ୍କଣ୍ଠାର ସହ ଚାହିଁ ବସିଛନ୍ତି। ତେବେ ଇ ଟାଇମ୍ସର ଏକ ରିପୋର୍ଟ…

ବିଜେପିକୁ ଆଉ ଝଟକା, ଦଳ ଛାଡି ଟିଏମସିରେ ମିଶିଲେ କୃଷ୍ଣ କଲ୍ୟାଣୀ

କୋଲକାତା: ପଶ୍ଚିମବଙ୍ଗ ନିର୍ବାଚନ ପରେ ବି ଦିଦି ମମତା ବାନାର୍ଜୀ ଖେଲା ଜାରୀ ରହିଛି । ଆଜି ବିଜେପି ବିଧାୟକ କୃଷ୍ଣ କଲ୍ୟାଣୀ ଟିଏମସିରେ ସାମିଲ ହୋଇଛନ୍ତି । ପାର୍ଥ ଚାଟାର୍ଜୀଙ୍କ ଉପସ୍ଥିତିରେ ସେ ଟିଏମସିରେ ଯୋଗ ଦେଇଥିଲେ । ରାୟଗଂଜର ଏହି ବିଜେପି ବିଧାୟକ ଅକ୍ଟୋବର ୧ରୁ ପାର୍ଟିରୁ ଇସ୍ତଫା…

ହାଜତ ମୃତ୍ୟୁ ଓ ମମିତା ମେହେର ହତ୍ୟା ଘଟଣାକୁ ନେଇ ନ୍ୟାୟ ଦାବି କଲା କୋଶଲ ସେନା

ବରଗଡ଼: ବହୁ ଚର୍ଚ୍ଚିତ ଗୋବିନ୍ଦ କୁମ୍ଭାର ପୋଲିସ ହେପାଜତରେ ହୋଇଥିବା ମୃତ୍ୟୁ ଓ ମମିତା ମେହେର ହତ୍ୟା ଘଟଣା। ଏହି ଉଭୟ ମାମଲା ପାଇଁ ନ୍ୟାୟ ଦାବି କରିଛନ୍ତି କୋଶଲ ସେନା। ବରଗଡ଼ ଗାନ୍ଧି ଛକରେ ଆମରଣ ଅନଶନରେ ବସିଲେ କୋଶଲ ସେନା। ପୋଲିସ ଓ ପ୍ରଶାସନ ବିରୁଦ୍ଧରେ ସ୍ଲୋଗାନ ଦେଇଛନ୍ତି। ଉଭୟ…