Latest Odisha News

BREAKING NEWS

୧୬ଟି ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି 

ଭୁବନେଶ୍ଵର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ସମ୍ଭାବନା । ଉତ୍ତର, ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ପ୍ରାୟ ୧୬ଟି ଜିଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା…

ରାଜ୍ୟରୁ ସୁସ୍ଥ ହେଲେ ୧୫୦୩ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଦିନକରେ ସୁସ୍ଥ ହୋଇଛନ୍ତି ୧୫୦୩ ଆକ୍ରାନ୍ତ। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସୁନ୍ଦରଗଡରୁ ସର୍ବାଧିକ ୩୫୨ ଜଣ ସୁସ୍ଥ ହୋଇଛନ୍ତି। ସୂଚନାଯୋଗ୍ୟ, ଚିହ୍ନଟ ହୋଇଥିବା ୧୫୦୩…

ରାଜ୍ୟର ସବୁ ସହରାଞ୍ଚଳରେ ୨୪ରୁ ସପ୍ତାହନ୍ତ ସଟଡାଉନ୍ ଘୋଷଣା

ଭୁବନେଶ୍ୱର: ଦେଶ ଓ ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବଢ଼ିଥିବା ବେଳେ ରାଜ୍ୟ ସରକାର ମୁକାବିଲା ପାଇଁ ପ୍ରସ୍ତୁତ ଅଛନ୍ତି । ରାଜ୍ୟରେ ୯ ହଜାରରୁ ଅଧିକ କୋଭିଡ୍ ବେଡ୍ ରହିଛି । ବିଭିନ୍ନ ରାଜ୍ୟରେ କୋଭିଡର ଦ୍ୱିତୀୟ ପ୍ରବାହରେ ପାଖାପାଖି ୩୦ରୁ ୪୦ ପ୍ରତିଶତ ଶିଶୁ ସଂକ୍ରମିତ ହେଉଛନ୍ତି ।…

ଚେନ୍ନାଇ ପ୍ରଥମେ ବ୍ୟାଟିଂ କରିବ

ମୁମ୍ବାଇ: ଚଳିତ ଆଇପିଏଲରେ ସୋମବାର ଚେନ୍ନାଇ ସୁପର କିଙ୍ଗସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ମୁକାବିଲା ହେବ । ଟସ୍ ଜିତି ରାଜସ୍ଥାନ ଅଧିନାୟକ ସଞ୍ଜୁ ସାମସନ ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଛନ୍ତି । ଫଳରେ ମହେନ୍ଦ୍ର ସିଂ ଧୋନୀ ନେତୃତ୍ୱାଧୀନ ଚେନ୍ନାଇ ପ୍ରଥମେ ବ୍ୟାଟିଂ କରିବ ।…

ରୁକୁଣା ରଥ ଯାତ୍ରା ପାଇଁ ଟ୍ରାଫିକ୍ କଟକଣା ଜାରି

ଭୁବନେଶ୍ୱର: ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ସୋମବାର ଦିନ ଟ୍ରାଫିକ୍ କଟକଣା ଜାରି କରାଯାଇଛି। ଜନସାଧାରଣଙ୍କ ସୁବିଧା ତଥା ନିରାପତ୍ତା ପାଇଁ ରୁକୁଣା ରଥଯାତ୍ରାରେ ପ୍ରତିବନ୍ଧକ ଲଗାଯିବ ବୋଲି ଟ୍ୱିଟ କରି ସୂଚନା ଦିଆଯାଇଛି। ଜାଣନ୍ତୁ, କ'ଣ…

ରାଜ୍ୟକୁ ଫେରିଲା ତାତି, ୪୦ ଡିଗ୍ରୀ ଉପରେ ୯ ସହର

ଭୁବନେଶ୍ବର : ରାଜ୍ୟକୁ ଫେରିଲା ତାତି । ଗ୍ରୀଷ୍ମ ପ୍ରବାହ ସହ ଆଜି ୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୯ ସହର । ତେବେ ୪୧ ଡିଗ୍ରୀ ତାପମାତ୍ରା ସହ ମାଲକାନଗିରି ଓ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ଭୁବନେଶ୍ୱରରେ ସବୁ ରେକର୍ଡ ଭାଙ୍ଗିଲା କରୋନା, ୩୮୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ଆଜି ୪ ହଜାର ୪୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୫୮୭ଟି ମାମଲା ଆସିଥିଲା । ସେଥିରୁ ବିଏମସି ବା ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୪୬୮ ଜଣ ସଂକ୍ରମିତ ଥିବା ବିଏମସି…

ଅମ୍ଳଜାନ ସଙ୍କଟ ଦୂର କରିବ ଇଫ୍‌କୋ, ଓଡ଼ିଶା ସମେତ ଅନ୍ୟ ୩ଟି ସ୍ଥାନରେ ପ୍ରତିଷ୍ଠା କରିବ ଅମ୍ଳଜାନ ପ୍ଲାଣ୍ଟ

ନୂଆଦିଲ୍ଲୀ: କରୋନା ମୁକାବିଲା କରିବାକୁ ସମଗ୍ର ଦେଶରେ ଅମ୍ଳଜାନର ଅଭାବ ଦେଖା ଦେଲାଣି । ଅମ୍ଳଜାନ ଅଭାବରୁ ରୋଗୀ ମୃତ୍ୟୁ ମୁଖରେ ପଡ଼ୁଛନ୍ତି । ଯାହା ଚିନ୍ତାର କାରଣ ହୋଇଛି । ଏହି ସମସ୍ୟାର ସମାଧାନ ପାଇଁ ‘ଇଣ୍ଡିଆନ ଫାମର୍ସ ଫର୍ଟିଲାଇଜର କୋପରେଟିଭ୍‌ ଲିମିଟେଡ୍‌’ (ଇଫ୍‌କୋ) ଆଗେଇ ଆସିଛି ।…

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ କରୋନା, ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ମନମୋହନଙ୍କ କୋଭିଡ୍ ରିପୋର୍ଟ ପିଜିଟିଭ୍ ଆସିବା ପରେ ତାଙ୍କୁ ଦିଲ୍ଲୀ ଏମ୍ସର ଟ୍ରମା ସେଣ୍ଟରରେ ଭର୍ତ୍ତି କରାଯାଇଛି । ୮୮ ବର୍ଷିଅ ମନମୋହନ ସିଂହ କରୋନା ଟିକାର ୨ଟି ଯାକ ଡୋଜ୍ ନେବା ପରେ…

ପିପିଲିରେ ନିର୍ବାଚନ ରାଲି କରିବନି ବିଜେଡି, ନବୀନ କଲେ ଅପିଲ୍

ଭୁବନେଶ୍ୱର: ପିପିଲି ଉପ ନିର୍ବାଚନ ଲାଗି ବିଧିବଦ୍ଧ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୭ ଦିନ ମଧ୍ୟରେ ଅର୍ଥାତ୍ ୨୬ ତାରିଖ ସୁଦ୍ଧା କଂଗ୍ରେସ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ । ତା’ପରେ ପ୍ରାର୍ଥିପତ୍ର ଯାଞ୍ଚ ଓ ପ୍ରତ୍ୟାହାର ୨୯ ତାରିଖରେ ସରିବ । ମେ’୧୩ରେ ପିପିଲି ବିଧାନସଭା…