ଶ୍ରୀମନ୍ଦିର ଉତ୍ତର ଦ୍ୱାର ନିକଟରେ ଛୁରା ମାଡ଼; ଅଭିଯୁକ୍ତ ଫେରାର
ପୁରୀ:ଶ୍ରୀକ୍ଷେତ୍ରରେ ପୁଣି ହିଂସାକାଣ୍ଡ । ଶ୍ରୀମନ୍ଦିର ଉତ୍ତର ଦ୍ୱାର ନିକଟରେ ଛୁରା ମାଡ଼ରେ ଦାଦା ଓ ପୁତୁରା ଆହତ ହୋଇଛନ୍ତି । ସ୍ବଷ୍ଟ ଦିବାଲୋକରେ ଛୁରାମାଡ଼ ହୋଇଛି। ଆହତ ମାନେ ହେଲେ ଗୌରାଙ୍ଗ ସାହୁ ଓ ସନ୍ତୋଷ କୁମାର ସାହୁ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…