Latest Odisha News

BREAKING NEWS

ନବଜାତ ଶିଶୁ ବିକି ପରିବାରର ପେଟ ପୋଷୁଛନ୍ତି ଆଫଗାନ ବାସିନ୍ଦା

ଓଡିଶା ସମ୍ବାଦ ବ୍ୟୁରୋ: ଅନାହାରର ଦ୍ୱାରଦେଶରେ ଆଫଗାନିସ୍ତାନ । ସେଠିକାର ବାସିନ୍ଦାଙ୍କ ପାଇଁ ନା ଅଛି ରୋଜଗାରର ପନ୍ଥା, ନା ମିଳୁଛି ବିଦେଶୀ ଅନୁଦାନ । ଅର୍ଥନୈତିକ ସ୍ତରରେ ଭାଙ୍ଗିପଡିଛି ଆଫଗାନିସ୍ତାର ମେରୁଦଣ୍ଡ । ଏପରି ସ୍ଥିତିରେ ଆଫଗାନ ବାସିନ୍ଦା ନବଜାତ ଶିଶୁଙ୍କୁ ବିକ୍ରୟ କରି…

ଆର୍ଯ୍ୟନଙ୍କୁ ମିଳିଲାନି ଜାମିନ, କାଲି ପର୍ଯ୍ୟନ୍ତ ଘୁଞ୍ଚିଲା ଶୁଣାଣି

ମୁମ୍ବାଇ : ପୁଣି ଅଟକିଲା ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କ ଜାମିନ ଶୁଣାଣି । ବମ୍ବେ ହାଇକୋର୍ଟରେ ହୋଇଥିବା ଜାମିନ ଶୁଣାଣିକୁ ଆସନ୍ତାକାଲି ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି କୋର୍ଟ । ଆସନ୍ତାକାଲି ଅପରାହ୍ନ ସାଢ଼େ ୨ଟାରେ ଜାମିନ ଆବେଦନର ଶୁଣାଣି କରିବେ ବମ୍ବେ କୋର୍ଟ । ଫଳରେ ଆଜି…

ଟି୨୦ ବିଶ୍ୱକପ କ୍ରିକେଟ: ୱେଷ୍ଟଇଣ୍ଡିଜକୁ ୮ ୱିକେଟରେ ହରାଇଲା ଦକ୍ଷିଣ ଆଫ୍ରିକା

ଦୁବାଇ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟର ଏକ ଗୁରତ୍ୱପୂର୍ଣ୍ଣ ମୁକାବିଲାରେ ଦକ୍ଷିଣ ଆଫ୍ରିକା ୮ ୱିକେଟରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରିଛି । କ୍ରମାଗତ ଦ୍ୱିତୀୟ ପରାଜୟ ଯୋଗୁ ସଙ୍କଟରେ ପଡିଯାଇଛି । ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ୨୦ ଓଭରରେ ୮ ଉଇକେଟ ହରାଇ ୧୪୩ ରନ କରିଥିଲା । ଇଭାନ…

ପୁରୀ ବାସୀନ୍ଦାଙ୍କ ପାଇଁ ଶ୍ରୀମନ୍ଦିରର ୪ଦ୍ୱାର ଖୋଲିବାକୁ ଆଇନଜୀବୀ ଓ ଜଗନ୍ନାଥ ସେନାର ଦାବି

ପୁରୀ : ଖୋଲାଯାଉ ଶ୍ରୀମନ୍ଦିର ଚାରିଦ୍ୱାର। ପୁରୀର ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାରରେ ପ୍ରବେଶ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି ଆଇନଜୀବୀ ଓ ଶ୍ରୀଜଗନ୍ନାଥ ସେନା। ଶ୍ରୀମନ୍ଦିର ଚତୁର୍ପାଶ୍ୱରେ ରହୁଥିବା ସ୍ଥାନୀୟ ବାସିନ୍ଦାମାନେ ଓ ଶ୍ରୀମନ୍ଦିର ଉପରେ ନିର୍ଭର…

ପାରମିତା ଶତପଥୀ ପାଇଲେ ଶାରଳା ପୁରସ୍କାର

ଭୁବନେଶ୍ବର : ଅନୁଷ୍ଠିତ ହୋଇଛି ୪୨ତମ ଶାରଳା ପୁରସ୍କାର ଉତ୍ସବ । ସୁଖ୍ୟାତ କଥାକାର ପାରମିତା ଶତପଥୀଙ୍କୁ ତାଙ୍କ ଉପନ୍ୟାସ ‘ଅଭିପ୍ରେତ କାଳ’ ପାଇଁ ପ୍ରଦାନ କରାଯାଇଛି ଚଳିତ ବର୍ଷର ମର୍ଯ୍ୟାଦାଜନକ ଶାରଳା ପୁରସ୍କାର । ପୁରସ୍କାର ସ୍ବରୂପ ଭାବେ ସମ୍ମାନପତ୍ର ଓ ଫଳକ ସହ ୫ ଲକ୍ଷ ଟଙ୍କାର…

ମୁଖ୍ୟ କୋଚ ନିମନ୍ତେ ବିଧିବଦ୍ଧ ଭାବେ ଆବେଦନ କଲେ ଦ୍ରାବିଡ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ମୂଖ୍ୟ କୋଚ ନିମନ୍ତେ ବିଧିବଦ୍ଧ ଭାବେ ଆବେଦନ କରିଛନ୍ତି ରାହୁଲ ଦ୍ରାବିଡ । କୋଚ ପଦ ପାଇଁ ଆବେଦନ କରିବା ଶେଷ ତାରିଖ ଆଜି (୨୬-୧୦) ଥିଲା । ଏଥିସହ ବିଭିନ୍ନ କଳ୍ପନା ଜଳ୍ପନାର ଏକପ୍ରକାର ଅନ୍ତ ଘଟିଛି । ଟି୨୦ ବିଶ୍ୱକପ ପରେ ରବି ଶାସ୍ତ୍ରୀ କୋଚ ପଦ ଛାଡିବା…

ଫିଲ୍ମ ‘ଗଣପତ’ରେ ପ୍ରଥମ ଥର ନଜର ଆସିବେ ବିଗ୍ ବି ଏବଂ ଟାଇଗର

ମୁମ୍ବାଇ: ବଲିଉଡ଼ ଅଭିନେତା ଟାଇଗର ଶ୍ରଫ୍ ଏବଂ ବିଗ୍ ବି ଅମିତାଭ ବଚ୍ଚନ ପ୍ରଥମ ଥର ଏକାସଙ୍ଗେ କାମ କରିବେ। ଫିଲ୍ମ ‘ଗଣପତ’ ପାଇଁ ନିର୍ମାତା ଅମିତାଭ ବଚ୍ଚନଙ୍କୁ ଯୋଗଯୋଗ କରାଯାଇଥିଲା। ଫିଲ୍ମ ସହ ଯୋଡ଼ିଥିବା ସୂତ୍ରର ଅନୁସାରେ, ଏଥିରେ ଅମିତାଭ ବଚ୍ଚନ ଟାଇଗରଙ୍କ ପିତା ଭୂମିକାରେ ଅଭିନୟ କରିବେ।…

ଗୁପ୍ତ ତଥ୍ୟ ଯୋଗାଇଥିବା ୩ ନୌସେନା ଅଧିକାରୀଙ୍କୁ ଗିରଫ କଲା ସିବିଆଇ

ନୂଆଦିଲ୍ଲୀ: ଶତ୍ରୁ ଦେଶକୁ ଗୁପ୍ତ ତଥ୍ୟ ଯୋଗାଇବା ଅଭିଯୋଗରେ ଆଜି ସିବିଆଇ ୩ଜଣ ନୌସେନା ଅଧିକାରୀଙ୍କୁ ଗିରଫ କରିଛି । ଭାରତର ଏକ ବୁଡା ଜାହାଜର ଆଧୁନିକୀକରଣର ତଥ୍ୟ ସେମାନେ ଲିକ୍ କରାଇଥିଲେ । ଏଥିରେ ୨ଜଣ ଅବସରପ୍ରାପ୍ତ କର୍ମଚାରୀ ଥିବା ବେଳେ ଜଣେ କାର୍ଯ୍ୟରତ କମାଣ୍ଡର ରହିଛନ୍ତି । ଏମାନଙ୍କ…

କଳିଙ୍ଗ ଷ୍ଟାଡିୟମରେ ବିନା ଦର୍ଶକରେ ଖେଳାଯିବ ଜୁନିଅର ପୁରୁଷ ହକି ବିଶ୍ୱକପ୍

ଭୁବନେଶ୍ୱର : ଆଉ ଦର୍ଶକଙ୍କ ତାଳିରେ କମ୍ପିବନି କଳିଙ୍ଗ ଷ୍ଟାଡିୟମ୍ । ବିନା ଦର୍ଶକରେ ଖେଳାଯିବ ଜୁନିଅର ପୁରୁଷ ହକି ବିଶ୍ୱ କପ୍। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ହେବାକୁ ଥିବା ହକି ମହାକୁମ୍ଭ ବିନା ଦର୍ଶକରେ ମ୍ୟାଚ ଖେଳାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ନଭେମ୍ବର ୨୪ ରୁ ଭୁବନେଶ୍ୱର…

ମହଙ୍ଗା ପଡ଼ିଲା ବେଆଇନ ମୋରମ ଚାଲାଣ, ବାଲାଜୀ କମ୍ପାନୀର ମେସିନ ଓ ହାଇଓ୍ବାକୁ ବନ ବିଭାଗର ଜିମା ଦେଲେ ଲୋକ

ଢେଙ୍କାନାଳ : ମହଙ୍ଗା ପଡ଼ିଲା ବେଆଇନ ମୋରମ ଚାଲାଣ । ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ କାନପୁରା ଗାଁ ସଂରକ୍ଷିତ ଜଙ୍ଗଲରୁ ଜବତ ହୋଇଛି ମେସିନ ଓ ହାଇଓ୍ବା । ବେଆଇନ ଭାବେ ମୋରମ ଚାଲାଣ କରୁଥିବା ବେଳେ, ଏସବୁ ମେସିନ ଓ ହାଇଓ୍ବାକୁ ଅଟକ ରଖି ବନ ବିଭାଗର ଜିମା…