Latest Odisha News

BREAKING NEWS

ଜିଓ ଉନ୍ମୋଚନ କଲା ‘ମେକିଂ ଅଫ୍ ଜିଓଫୋନ୍ ନେକ୍ସଟ୍‌’ ଭିଡିଓ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଦୀପାବଳୀ ପୂର୍ବରୁ ରିଲାଏନ୍ସ ଜିଓ ପକ୍ଷରୁ ‘ମେକିଂ ଅଫ୍ ଜିଓଫୋନ ନେକ୍ସଟ’ ଭିଡିଓ ରିଲିଜ୍ କରାଯାଇଛି । ଏହି କ୍ଷୁଦ୍ର ଭିଡିଓରେ ଚଳିତ ସମୟର ଅନ୍ୟତମ ସର୍ବାଧିକ ପ୍ରତୀକ୍ଷିତ ଫୋନ ‘ଜିଓଫୋନ ନେକ୍ସଟ୍‌’ ପ୍ରଚଳନ କରିବାର ଲକ୍ଷ୍ୟ ବିଷୟରେ ଜଣାଯାଇଛି। ପ୍ରତ୍ୟେକ…

ନିଟ୍-ପିଜି କାଉନସିଲିଂ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ଦିଲ୍ଲୀ: ନିଟ୍-ପିଜି କାଉନସିଲିଂ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍ଥଗିତ ରଖିବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଓବିସି, ଇଡ଼ବ୍ଲୁସି ସଂରକ୍ଷଣ ବୈଧତାକୁ ନେଇ ପ୍ରଶ୍ନ କରାଯାଇଛି। ସର୍ବଭାରତୀୟ କୋଟାରେ ସଂରକ୍ଷଣ ନେଇ ସରକାର ନିଷ୍ପତି ନେଇଥିଲେ।…

ପ୍ରଥମ ଆନିଭର୍ସରୀକୁ ସ୍ପେଶାଲ ଅନ୍ଦାଜରେ ସେଲିବ୍ରେସନ କଲେ ନେହା କକ୍କର-ରୋହନପ୍ରୀତି

ମୁମ୍ବାଇ :ପ୍ରଥମ ଆନିଭର୍ସରୀ ସେଲିବ୍ରେସନ କଲେ ବଲିଉଡର ଫେମସ ସିଙ୍ଗର ନେହା କକ୍କର। ବଲିଉଡର ଫେମସ ସିଙ୍ଗର ନେହା କକ୍କର ତାଙ୍କ ପତି ରୋହନପ୍ରୀତି ସିଂହ ନିଜ ପ୍ରଥମ ଆନିଭର୍ସରୀକୁ ସ୍ପେଶାଲ ୱେରେ ସେଲିବ୍ରେସନ କରିଛନ୍ତି। ୨୪ ଅକ୍ଟୋବରରେ ଏହି ଫେମସ ଷ୍ଟାର କପୁଲ ଏକ ରୟାଲ ଷ୍ଟାଇଲରେ…

ମଧ୍ୟପ୍ରଦେଶରେ ପ୍ରକାଶ ଝା’ଙ୍କୁ ବିରୋଧ, ଆଶ୍ରମ-୩ ସେଟ୍ ଧ୍ୱସ୍ତ

ଓଡିଶା ସମ୍ବାଦ ବ୍ୟୁରୋ: ପପୁଲାରିଟି ସହ ବିବାଦ ଘେରରେ ରହିଥଲା ୱେବ୍ ସିରିଜ୍ ଆଶ୍ରମର ଦୁଇଟି ସିଜିନ୍ । ତେବେ ତୃତୀୟ ସିଜିନର ସୁଟିଂ ପୂର୍ବରୁ ହିଁ ଏହି ୱେବ୍ ସିରିଜର ନିର୍ଦ୍ଦେଶକ ପ୍ରକାଶ ଝା ବିରୋଧର ସମ୍ମୁଖୀନ ହୋଇଛନ୍ତି । ମଧ୍ୟପ୍ରଦେଶ ଭୋପାଳଠାରେ ଆଶ୍ରମ-୩ର ସୁଟିଂ ସେଟକୁ ଭାଙ୍ଗି…

ଚିନ୍ତା ବଢାଇଲାଣି କରୋନାର ନୂଆ ପ୍ରଜାତି

ନୂଆଦିଲ୍ଲୀ: ପୁଣି ରୂପ ବଦଳାଇଲା କରୋନା। ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ କରୋନାର ନୂଆ ପ୍ରଜାତି ଚିହ୍ନଟ ହେବା ପରେ ଏହାକୁ ନେଇ ଚିନ୍ତା ବଢିଛି। ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ SARS CoV 2 ର ଡେଲଟା ପ୍ରଜାତିର ମାମଲା ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଟାଇମ୍ସ ଅଫ୍ ଇଣ୍ଡିଆର ଏକ…

ଫ୍ରିଜ୍ ଫାଟି ସ୍ବାମୀ-ସ୍ତ୍ରୀ ଜୀବନ୍ତ ଦଗ୍ଧ

କେନ୍ଦୁଝର : ଫ୍ରିଜ୍ ଫାଟି ବିସ୍ଫୋରଣ ହୋଇ ଲାଗିଗଲା ନିଆଁ ।  ଦମ୍ପତି ଜୀବନ୍ତ ଦଗ୍ଧ, ଅଳ୍ପକେ ବର୍ତ୍ତିଗଲା ୯ ବର୍ଷର ପୁଅ । କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ବଳଦା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ଦମ୍ପତି ପୂର୍ଣ୍ଣଚନ୍ଦ୍ର ଦେହୁରୀ ଏବଂ ତାଙ୍କ ପତ୍ନୀ ଲକ୍ଷ୍ମୀ ଦେହୁରୀ ।…

ଦେଶ ଜିତିବା ପରେ ପୁଣି ବିବାଦୀୟ ମନ୍ତବ୍ୟ ଦେଲେ ପାକିସ୍ତାନ ଗୃହମନ୍ତ୍ରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ :ଭାରତ ନାଁରେ ବିବାଦୀୟ ମନ୍ତବ୍ୟ ଦେଲେ ପାକିସ୍ତାନ ମନ୍ତ୍ରୀ। ପାକିସ୍ତାନ ମ୍ୟାଚ ଜିତିବା ଖୁସିରେ ପାକିସ୍ତାନ ଗୃହମନ୍ତ୍ରୀ ଶେଖ ରସିଦ ଭାରତ ନାଁରେ ବିବାଦୀୟ ବୟାନ ଦେଇଛନ୍ତି । କାଲି ମ୍ୟାଚରେ ପାକିସ୍ତାନ ଠାରୁ ଭାରତ ପରାସ୍ତ ହେବା ପରେ ,ଏକ ଭିଡିଓ ଜାରି କରି…

ସାଉଥ୍ ସୁପରଷ୍ଟାର ରଜନୀକାନ୍ତଙ୍କୁ ମିଳିଲା ‘ଦାଦା ସାହେବ ଫାଲକେ’ ପୁରସ୍କାର

ଦିଲ୍ଲୀ: ସାଉଥ୍ ସୁପରଷ୍ଟାର ରଜନୀକାନ୍ତଙ୍କୁ ମିଳିଲା ‘ଦାଦା ସାହେବ ଫାଲକେ’ ପୁରସ୍କାର। ଦିଲ୍ଲୀ ବିଗ୍ୟାନ ଭବନରେ ୬୭ତମ ଜାତୀୟ ଫିଲ୍ମ ଆୱାର୍ଡ଼ ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁଙ୍କଠାରୁ ସେ ଭାରତର ସର୍ବୋଚ୍ଚ ଚଳଚ୍ଚିତ୍ର ସମ୍ମାନ ଦାଦା ସାହେବ ଫାଲକେ ପୁରସ୍କାର ଗ୍ରହଣ କରିଛନ୍ତି।…

ଆର୍ୟନ ଖାନ ଡ୍ରଗ୍ ମାମଲାରେ ନୂଆ ମୋଡ଼; ବଢିଲା ସମୀର ୱାଙ୍ଖଡେଙ୍କ ଅଡୁଆ

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ ପାର୍ଟି ମାମଲାରେ ସାକ୍ଷୀଙ୍କ ନିର୍ଯାତନା ଅଭିଯୋଗ ପରେ ଏନସିବି ଜୋନାଲ ନିର୍ଦ୍ଦେଶକ ସମୀର ୱାଙ୍ଖଡେଙ୍କ ସମସ୍ୟା ବୃଦ୍ଧି ବଢିବାରେ ଲାଗିଛି। ଲାଞ୍ଚ ଅଭିଯୋଗରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ସମୀର ୱାଙ୍ଖଡେଙ୍କ ବିରୋଧରେ ଭିଜିଲାନ୍ସ ଯାଞ୍ଚ ଆରମ୍ଭ…

କଙ୍ଗନା, ମନୋଜ ଓ ଧନୁଷ ପାଇଲେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ନୂଆଦିଲ୍ଲୀ:ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆଜି ପ୍ରଦାନ କରାଯାଇଛି ସମ୍ମାନଜନକ ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁ ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ସୁଶାନ୍ତ ସିଂ ରାଜପୁତଙ୍କ ଛିଛୋରେ ଶ୍ରେଷ୍ଠ ଫିଲ୍ମ, କଙ୍ଗନା ରାନାୱତ ମଣିକର୍ଣ୍ଣିକା ଓ ପଙ୍ଗା…