Latest Odisha News

BREAKING NEWS

ଆଜି ରାଜ୍ୟରୁ ସୁସ୍ଥ ହେଲେ ୯୫୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଦ୍ରୁତ ଗତିରେ ମହାମାରୀ କରୋନା ସଂକ୍ରମଣ ବ୍ୟାପୁଥିବା ବେଳେ, ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୯୫୨ ଜଣ ଆକ୍ରାନ୍ତ । ନୂଆପଡ଼ାରୁ ସର୍ବାଧିକ ୧୭୬ ଜଣ ସୁସ୍ଥ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୧୪୭, ଖୋର୍ଦ୍ଧାରୁ ୧୨୦ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଟ୍ବିଟ୍ କରି…

ଗ୍ୟାଙ୍ଗଷ୍ଟର ହାଇଦରକୁ ୭ ଦିନିଆ ରିମାଣ୍ଡରେ ନେବ ପୋଲିସ

କଟକ : ରିମାଣ୍ଡରେ ଗଲା କୁଖ୍ୟାତ ଅପରାଧୀ ହାଇଦର । ଗ୍ୟାଙ୍ଗଷ୍ଟର ହାଇଦରକୁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ । ପୋଲିସ ହାଇଦରକୁ ୧୦ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଥିଲା । ହେଲେ କୋର୍ଟ ହାଇଦରକୁ ୭ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି ଜେଏମଏଫସି…

କରୋନା ପାଇଁ କଠୋର ହେଲେ ନିର୍ବାଚନ କମିଶନ, ୭୨ ଘଣ୍ଟା ପୂର୍ବରୁ ପ୍ରଚାର ବନ୍ଦ ପାଇଁ ନିର୍ଦ୍ଦେଶ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଭୟଙ୍କର ରୂପ ନେଉଛି ମହାମାରୀ କରୋନା । ବଢୁଥିବା ଆକ୍ରାନ୍ତ ସଂଖ୍ୟାକୁ ଦୃଷ୍ଟିରେ ରଖି ବଡ଼ ନିଷ୍ପତ୍ତି ନେଇଛନ୍ତି ନିର୍ବାଚନ କମିଶନ । ରାଜନୀତିକ ଦଳ ଗୁଡ଼ିକ ସନ୍ଧ୍ୟା ୭ଟାରୁ ସକାଳ ୧୦ଟା ମଧ୍ୟରେ କୌଣସି ପ୍ରକାରର ରାଲି କରିପାରିବେ ନାହିଁ ବୋଲି କମିଶନ…

ନିମ୍ନ ମାନର ରାସ୍ତା କାମ ଯୋଗୁ ଅଶାନ୍ତି

କଳାହାଣ୍ଡି :ଲୋକଙ୍କ ସୁବିଧା ପାଇଁ କରାଯାଉଛି ଯୋଜନା ପରେ ଯୋଜନା । ଏନେଇ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ବି କରାଯାଉଛି । ହେଲେ କିଛି ଅସାଧୁ କର୍ମଚାରୀଙ୍କ ପାଇଁ ଯୋଜନା ସବୁ ପ୍ରହସନ ପାଲଟିଛି । ଯାହା ଏହି କଳାହାଣ୍ଡି କୋକସରା ବ୍ଲକରେ ଦେଖିବାକୁ ମିଳିଛି । ଗାଁରେ ରାସ୍ତା ନଥିବାରୁ ତିଆରି…

ହାଓଡ଼ାରୁ ମହୀଶୂର ଓ ଭାସ୍କୋ-ଡ଼ା-ଗାମା ପାଇଁ ସ୍ୱତନ୍ତ୍ର ଟ୍ରେନ୍ ସେବା, ଜାଣନ୍ତୁ କେଉଁ ସମୟରେ ଚାଲିବ ଟ୍ରେନ୍ …

ନୂଆଦିଲ୍ଲୀ:ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଅଧିକ ଦୁଇଟି ବିଶେଷ ଟ୍ରେନ୍ ଚଳାଚଳ କରିବ । ପୂର୍ବତଟ ରେଳପଥ ମଧ୍ୟଦେଇ ହାଓଡ଼ା ଠାରୁ ମହୀଶୂର ଓ ଭାସ୍କୋ-ଡ଼ା-ଗାମା ମଧ୍ୟରେ ଦୁଇଯୋଡ଼ା ବିଶେଷ ଟ୍ରେନ ଚଳାଚଳ ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।…

ସପ୍ତାହାନ୍ତ ସଟଡାଉନରେ ରଜ୍ୟରେ ବନ୍ଦ ରହିବ ଟିକାକରଣ

ଭୁବନେଶ୍ବର : ଆସନ୍ତାକାଲିଠୁ ସାରା ରାଜ୍ୟରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ଏଥିସହ ଛତିଶଗଡ଼ ଓ ଝାଡଖଣ୍ଡ ସୀମାନ୍ତ ୧୦ ଜିଲ୍ଲାରେ ଲାଗୁ ହେବ ସପ୍ତାହାନ୍ତ ସଟଡାଉନ୍ । ଏହି ସପ୍ତାହାନ୍ତ ସଟଡାଉନ ବେଳେ ବନ୍ଦ ରହିବ ଟିକାକରଣ । ଛତିଶଗଡ଼ ଓ ଝାଡଖଣ୍ଡ ସୀମାନ୍ତ ୧୦ ଜିଲ୍ଲା ଓ ସମ୍ବଲପୁର, ରାଉରକେଲା…

ତାତିରୁ ସାମାନ୍ୟ ଆଶ୍ବସ୍ତି, ୪୦ ଡିଗ୍ରୀ ତଳେ ସାରା ରାଜ୍ୟର ତାପମାତ୍ରା

ଭୁବନେଶ୍ବର : କିଛି ଦିନର ବ୍ୟବଧାନ ପରେ ସାରା ରାଜ୍ୟକୁ ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି । ଆଜି ସାରା ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବାଲେଶ୍ବରରେ ତାପମାତ୍ରା ୩୮.୫ ଡିଗ୍ରୀ ଥିବା ବେଳେ,…

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୧୧ ପଜିଟିଭ୍

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କାୟା ମେଲାଉଛି କରୋନା । ଲଗାତର ଭାବେ ରାଜ୍ୟରେ ସଂକ୍ରମଣ ଉପର ମୁହାଁ ଥିବା ବେଳେ ଏବେ ଭୁବନେଶ୍ବରରୁ ଦିନକୁ ଦିନ ବ୍ୟାପୁଛି ମହାମାରୀ । ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୩୧୧ ଜଣ ପଜିଟିଭ୍ । କ୍ବାରେଣ୍ଟାଇନରୁ ୬୬ ଜଣ ଥିବା ବେଳେ, ସ୍ଥାନୀୟ…

କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କରୋନା ସଂକ୍ରମିତ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କରୋନା ସଂକ୍ରମିତ । ଏନେଇ ନିଜେ କେନ୍ଦ୍ରମନ୍ତ୍ରୀ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି,  ମୋର ଆଜି କରୋନା ରିପୋର୍ଟ ପଜିଟିଭ ଆସିଛି । ତାଙ୍କ ସମ୍ପର୍ଶରେ ଆସିଥିବା ସମସ୍ତଙ୍କୁ ସେ କରୋନା ଟେଷ୍ଟ କରାଇନେବାକୁ ଅନୁରୋଧ କରିଛନ୍ତି…

ଖସିଲା ମାଟି ଅତଡା, ଅକାଳରେ ଚାଲିଗଲା ୩ ଜୀବନ

କୋରାପୁଟ: ପଟାଙ୍ଗୀ ଅନ୍ତର୍ଗତ ପୋଡାଗୁଡାରେ ଅଭାବନୀୟ ଘଟଣା । ଚୂନାମାଟି ଆଣିବାକୁ ଯାଇଥିବାବେଳେ ଅତଡା ଖସି ୩ଜଣ ମହିଳାଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ମହିଳା ଗୁରୁତର ଆହତ ହୋଇଥିବା ସୂଚନା ରହିଛି । ଆହତ ମହିଳାଙ୍କୁ ଗୁରୁତର ଅବସ୍ଥାରେ ପଟାଙ୍ଗୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।…