ଦିନକରେ ଦେଶରେ ୨ ଲକ୍ଷ ୧୭ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ, ୧୧୮୫ ମୃତ
ନୂଆଦିଲ୍ଲୀ: ଦେଶରେ ଦୈନିକ ଏବେ ଧିରେଧିରେ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୨ ଲକ୍ଷ ୧୭ ହଜାର ୩୫୩ ଜଣ ।
ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା…