Latest Odisha News

BREAKING NEWS

ବୁର୍ଲା VSSUTରେ ଅଫଲାଇନ୍ କ୍ଲାସ୍ ବାତିଲ୍, ଅନଲାଇନରେ ହେବ ଥିଓରୀ

ସମ୍ବଲପୁର: ବଢ଼ୁଥିବା କରୋନା ସଂକ୍ରମଣ ମାମଲାକୁ ଦେଖି ବୁର୍ଲା ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି (VSSUT) ଶ୍ରେଣୀଗୃହ ପାଠପଢ଼ା ବାତିଲ୍ କରି ଦେଇଛନ୍ତି । ସମସ୍ତ ବର୍ଷର ଛାତ୍ରଛାତ୍ରୀଙ୍କ ଲାଗି ଅଫଲାଇନ୍ ପାଠପଢ଼ା ସହ ସେମିଷ୍ଟାର ବାତିଲ୍ କରାଯାଇଥିବା ସୂଚନା ଦେଇଛନ୍ତି…

୨ ଲକ୍ଷ ଡେଇଁଲା ଦେଶରେ ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି କରୋନା ସ୍ଥିତି। ୨୪ ଘଣ୍ଟାରେ ୨ ଲକ୍ଷରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। କେବଳ ଏତିକି ନୁହେଁ ୧୦୦୦ ଉପରେ ଲୋକଙ୍କର ପ୍ରାଣ ମଧ୍ୟ ଯାଉଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ ୨,୦୦,୭୩୯…

ମଧ୍ୟପ୍ରଦେଶରୁ ମହାରାଷ୍ଟ୍ର ସବୁଠି ମେଡିକାଲରେ ଅମ୍ଲଜାନ ଅଭାବ

ନୂଆଦିଲ୍ଲୀ: କରୋନା ସହ ଦେଶ ଲଢ଼ୁଛି । ସ୍ଥିତି ଏମିତି ହୋଇଛି ଯେ ସବୁଠି ସ୍ୱାସ୍ଥ୍ୟସେବାକୁ ନେଇ ହାହାକାର ପଡ଼ିଲାଣି । ଗୋଟିଏ ପଟେ ସଂକ୍ରମଣ ଭୟ, ଅନ୍ୟପଟେ ବିଗିଡ଼ି ପଡ଼ିଥିବା ସ୍ୱାସ୍ଥ୍ୟସେବା ଡର ଭିତରେ ଜୀବନ ବିତୁଛି । କାରଣ ଅଧିକାଂଶ ସ୍ଥାନରେ ହସ୍ପିଟାଲରେ ବେଡ୍ ଖୋଲି ନାହିଁ ତ ଆଉ…

ପ୍ରବାସୀଙ୍କୁ ନେଇ କେନ୍ଦ୍ରାପଡ଼ା ଆସୁଥିବା ବସ୍ ଦୁର୍ଘଟଣାଗ୍ରସ୍ତ, ଚାଳକ ମୃତ

ଟାଙ୍ଗୀ: ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ବାଇପାସ୍ ନିକଟରେ ପ୍ରବାସୀଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ରବାସୀଙ୍କୁ ନେଇ ଆସୁଥିବା ବସ୍ ସହ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଟ୍ରକ୍ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ବସରେ ଥିବା ଏକାଧିକ ପ୍ରବାସୀ ଆହତ ହୋଇଛନ୍ତି ।…

ଶ୍ରୀମନ୍ଦିରରେ ବନକ ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ: ଆଜି ଚୈତ୍ର ଶୁକ୍ଳ ତୃତୀୟ ତିଥିରେ ଶ୍ରୀଜିଉ ମାନଙ୍କ 'ବନକ ଲାଗି' ବା 'ଶ୍ରୀମୁଖ ସିଂହାର' ନୀତି ଅନୁଷ୍ଠିତ ହେବ । ବନକ ଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ପରେ ଅପରାହ୍ନ ୪ଟାରୁ ସନ୍ଧ୍ୟା ୮ଟା ଯାଏ ପ୍ରାୟ ୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ…

ରାଜ୍ୟରେ ୩ ହଜାର ମୁହାଁ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୨୯୮୯ ଜଣ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ୩ ହଜାର ମୁହାଁ ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ୨୯୮୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୭୩୩ଟି ମାମଲା ଥିବାବେଳେ ସ୍ଥାନୀୟ ସଂକ୍ରମଣ ୧୨୫୬ । ସୁନ୍ଦରଗଡ଼ରୁ ସର୍ବାଧିକ ୬୩୧ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୩୮ ଜଣ…

୩.୨ ତୀବ୍ରତାର ଭୂମିକମ୍ପରେ ଥରିଲା ରାୟଗଡ଼ା

ରାୟଗଡ଼ା: ରାୟଗଡ଼ାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୋର୍ ପ୍ରାୟ ୪ଟା ସମୟରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି । ଭୂ-ପୃଷ୍ଠରୁ ୧୦ କିଲୋମିଟର ଦୂରରେ ଭୂମିକମ୍ପ ଅନୁଭୂତ ହୋଇଥିବା ବେଳେ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ ।…

କବିତା : ଅଙ୍କୁରୋଦଗମ

ତ୍ରିନାଥ ବେହେରା  ଆଉ ଥରେ ଅଙ୍କୁରୋଦଗମ ହୁଅନ୍ତା କି ? ବିଜନ ବେଳାରେ ଚନ୍ଦ୍ରାତପନଳେ ସେ ଦୁର୍ବାର ଇଛାଶକ୍ତି ଯିଏ ସ୍ବପ୍ନିଳ ଆଖିରେ ନବ ପଲ୍ଲବକୁ ମୃଦୁ ମଳୟ ସ୍ପର୍ଶରେ ଟିକେ ଆଉଁସି ନିଅନ୍ତା ଛାତିକି ଆଉଜି ! ସ୍ବପ୍ନ ସବୁ ସେମିତି ଧାବମାନ ହୁଅନ୍ତା କି ? ବୟସର…

ସାରଳା ଦାସଙ୍କର ମହାକାବ୍ୟ ସମସାମୟିକ ଜନଜୀବନର ବାସ୍ତବିକ ଛବି ପ୍ରଦାନ କରେ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ ( ଡିମଡ ୟୁନିଭର୍ସିଟି) ଆନୁକୂଲ୍ୟରେ ଆଦିକବି ସାରଳା ଦାସଙ୍କ ରଚିତ 'ସାରୋଳଦାସ ମହାଭାରଥ' ମହାକବ୍ୟର ଦୁଇଟି ପାଠ ଆଧାରିତ ସଂସ୍କରଣ 'ମୁସଳୀ' ଓ 'ସ୍ଵର୍ଗାରୋହଣ' ସୋଆ ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ବିଶିଷ୍ଟ ଭାଷାବିତ ଡ. ଦେବୀ ପ୍ରସନ୍ନ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା୧୫-୪-୨୦୨୧ ଗୁରୁବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ଅପ୍ରେଲ ୧୫ ତାରିଖ ଗୁରୁବାର ମେଷ ୨ ଦିନ ଚୈତ୍ର ମାସ ଶୁକ୍ଳ ପକ୍ଷ ତୃତୀୟା ତିଥି କୃତ୍ତିକା ନକ୍ଷତ୍ର ବୃଷ ଚନ୍ଦ୍ର ଆଜିର ଘାତ ବାରତୁଳା ଓ କୁମ୍ଭ ରାଶିର ଆଜିର ଘାତ ଚନ୍ଦ୍ର ବିଛା ରାଶି ପୁରୁଷଙ୍କର…