ଗଛକୁ ଧକ୍କା ଦେଲା କାର୍, ଚାଳକ ମୃତ
ଗଞ୍ଜାମ : କୋଦଳା ଥାନା ଅନ୍ତର୍ଗତ ନୂତନ ବ୍ରହ୍ମପୁର ନିକଟରେ ଦୁର୍ଘଟଣା । ଗଛକୁ କାର୍ ଧକ୍କା ଦେବାରୁ ଚାଳକଙ୍କ ମୃତ୍ୟୁ ହୋଇଛି । ଏଥିସହ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ମୃତକ ହେଲେ ଗାଡି ଚାଳକ ରାହୁଲ ଘୋଷ ।
ସୂଚନା ଅନୁସାରେ, ତାଳପଡା ଗାଁର ସୁନୀଲ ଭୂୟାଁ କାରରେ…